ଭାରତ-ଦକ୍ଷିଣ ଆଫ୍ରିକା ଆନ୍ତର୍ଜାତୀକ ଟି-୨୦ ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା ବୈଠକ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର (ଆମ ଟିଭି): ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମ୍ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଭାବେ…