ଚାମ୍ବରରେ ବସିଥିବା ବେଳେ ପିସିସି ସଭାପତିଙ୍କୁ କାଳିମାଡ଼

0

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଶୁକ୍ରବାର କାଳିମାଡ଼ ହୋଇଥିବା ଜଣାପଡ଼ିଛି। କଂଗ୍ରେସ ଭବନ ଚାମ୍ବରରେ ବସିଥିବା ବେଳେ ତାଙ୍କୁ କାଳିମାଡ଼ ହୋଇଛି। ଦଳର ଅସନ୍ତୋଷ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାପଡ଼ିଛି।

Leave A Reply

Your email address will not be published.