State ଚାମ୍ବରରେ ବସିଥିବା ବେଳେ ପିସିସି ସଭାପତିଙ୍କୁ କାଳିମାଡ଼ By Ama Tv On Jun 21, 2024 0 Share ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଶୁକ୍ରବାର କାଳିମାଡ଼ ହୋଇଥିବା ଜଣାପଡ଼ିଛି। କଂଗ୍ରେସ ଭବନ ଚାମ୍ବରରେ ବସିଥିବା ବେଳେ ତାଙ୍କୁ କାଳିମାଡ଼ ହୋଇଛି। ଦଳର ଅସନ୍ତୋଷ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାପଡ଼ିଛି। 0 Share FacebookTwitterWhatsApp