ବିଜେପିରେ ଭର୍ତ୍ତୃହରୀ ଓ ସିଦ୍ଧାନ୍ତ
ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର ବ୍ରହ୍ମପୁରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ଭାଜପାରେ ଯୋଗ ଦେଇଛନ୍ତି।