ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା: ନିର୍ଯାତନା ଅଭିଯୋଗରେ ଅନୁଭବଙ୍କୁ ଜେରା

0

ଭୁବନେଶ୍ୱର(ଆମ ଟିଭି):  ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା । ନିର୍ଯାତନା ଅଭିଯୋଗରେ ଅନୁଭବଙ୍କୁ ଜେରା କରାଯାଇଛି । ଅଗଷ୍ଟ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି । ପୁରୀଘାଟ ଥାନାରେ ହୋଇଥିଲା ଅଭିଯୋଗ ।

ଦୁଇ ସହଯୋଗୀଙ୍କ ନାଁରେ ବି ହୋଇଥିଲା ଅଭିଯୋଗ । ଦୀର୍ଘ ଦିନ ଧରି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ଲାଗି ରହିଥିଲା । ତେବେ ନିକଟରେ ଅନୁଭବ-ବର୍ଷା ଛାଡପତ୍ର ପାଇଁ କୋର୍ଟ ଅନୁମତି ଦେଇଥିଲେ । ହେଲେ ଏହାପରେ ବି ବର୍ଷାଙ୍କ ଅଭିଯୋଗ କ୍ରମେ ଏହି ବିବାଦ ଏବେ ବି ଲାଗି ରହିଛି ।

Leave A Reply

Your email address will not be published.