Browsing Category
National
ବିଧାନସଭାରେ ଗଣ୍ଡଗୋଳ, ୩୭୦ ବ୍ୟାନର ଦେଖାଇବା ପରେ ହାତାହାତି ପରିସ୍ଥିତି
ଶ୍ରୀନଗର (ଆମ ଟିଭି): ଜମ୍ମୁ-କଶ୍ମୀର ବିଧାନସଭାରେ ହାତାହାତି ପରିସ୍ଥିତି । ବିଧାନସଭାରେ ୩୭୦ ବ୍ୟାନରକୁ ନେଇ ହାଇଡ୍ରାମା ଆରମ୍ଭ ହୋଇଥିବା ବେଳେ ଶାସକ ଓ ବିରୋଧୀ ବିଧାୟକଙ୍କ ମଧ୍ୟରେ…
‘ଯାହା ଘର ଉପରେ ବୁଲଡୋଜର ଚଢ଼ାଉଛ, ତାକୁ ୨୫ ଲକ୍ଷ ଦିଅ…’ଯୋଗୀ ସରକାରଙ୍କୁ ଭତ୍ସନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ (ଆମ ଟିଭି): ଉତ୍ତରପ୍ରଦେଶରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଲଡୋଜର ଜରିଆରେ ଯାହାଙ୍କ ଘର ଭଙ୍ଗାଯାଇଛି, ତାଙ୍କୁ ୨୫ ଲକ୍ଷ…
ମହିଳାଙ୍କୁ ପ୍ରତି ମାସରେ ୩୦୦୦ ଟଙ୍କା, କୃଷକଙ୍କୁ ଋଣ ଛାଡ଼ ଘୋଷଣା
ମୁମ୍ବାଇ (ଆମ ଟିଭି): ମହାରାଷ୍ଟ୍ରରେ ମହାବିକାଶ ଅଗାଡ଼ି ଭୋଟରଙ୍କୁ ଆକୃଷ୍ଟ କରିବାକୁ କିଛି ନିର୍ବାଚନୀ ପ୍ରତିଶ୍ରୁତି ଦେଇଛି। ଯେଉଁଥିରେ ମହିଳା, କୃଷକ ଏବଂ ଯୁବ ପିଢ଼ିଙ୍କୁ ଗୁରୁତ୍ୱ…
୨୬୭ ଭୋଟରେ ଆଗରେ ଟ୍ରମ୍ପ, ନିରାଶ ହୋଇ ଅଭିଭାଷଣ ବାତିଲ କଲେ କମଲା ହାରିସ୍
ନୂଆଦିଲ୍ଲୀ (ଆମ ଟିଭି): ସରିଯାଇଛି ଆମେରିକା ନିର୍ବାଚନର ଭୋଟ ଗ୍ରହଣ । ଫଳାଫଳା ଏକପ୍ରକାର ସ୍ପଷ୍ଟ ହୋଇଯାଇଛି । ୨୬୭ ଭୋଟରେ ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଆଗରେ…
୨୫ ନଭେମ୍ବରରୁ ସଂସଦର ଶୀତକାଳୀନ ଅଧିବେଶନ
ନୂଆଦିଲ୍ଲୀ (ଆମ ଟିଭି): ୧୮ତମ ଲୋକସଭାର ଶୀତ ଅଧିବେଶନ ୨୫ ନଭେମ୍ବରରୁ ଆରମ୍ଭ ହୋଇ ୨୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ସମ୍ବିଧାନ ଦିବସ ଅବସରରେ ୨୬ ନଭେମ୍ବରରେ ମିଳିତ ଅଧିବେଶନ ହେବ। ଏହି…
ରାଜନୀତିରୁ ସନ୍ୟାସ ନେବେ ଶରଦ ପାଓ୍ବାର! ବଡ଼ ସୂଚନା ଦେଇ କହିଲେ…
ମୁମ୍ବାଇ (ଆମ ଟିଭି): ବିଧାନସଭା ନିର୍ବାଚନ ପାଇଁ ମହାରାଷ୍ଟ୍ରର ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଏହି ସମୟରେ ଏନସିପି ନେତା ଶରଦ ପାୱାର ରାଜନୀତିରୁ ଅବସରକୁ ନେଇ ଏକ ବଡ଼ ସୂଚନା…
ଭେଣ୍ଟିଲେଟର୍ରେ ପ୍ରସିଦ୍ଧ ଗାୟିକା, ପୁଅ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ (ଆମ ଟିଭି): ବିହାରର ପ୍ରସିଦ୍ଧ ଲୋକ ଗାୟିକା ଶାରଦା ସିହ୍ନା ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ବିହାର, ଝାଡ଼ଖଣ୍ଡ ଏବଂ ଉତ୍ତରପ୍ରଦେଶର ସାଧାରଣ ଲୋକଙ୍କ ହୃଦୟରେ ରାଜ୍…
ପ୍ରଧାନମନ୍ତ୍ରୀ ମୋ ଘରକୁ ଆସିବା ଭୁଲ ନ ଥିଲା: ସିଜେଆଇ
ନୂଆଦିଲ୍ଲୀ (ଆମ ଟିଭି): ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ଼ ସୋମବାର କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣପତି ପୂଜା ପାଇଁ ତାଙ୍କ ଘରକୁ ଯିବାରେ କିଛି ଭୁଲ ନାହିଁ।…
ଓଡ଼ିଶା ରାଜ୍ୟପାଳଙ୍କ ବିରୋଧରେ ନିଆଯାଉ ଦୃଢ଼ କାର୍ଯ୍ୟାନୁଷ୍ଠାନ: କାହିଁକି ଏମିତି କହିଲେ ଜୟରାମ ରମେଶ?
ନୂଆଦିଲ୍ଲୀ (ଆମ ଟିଭି); ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବାରମ୍ବାର ସାମ୍ପ୍ରଦାୟିକ ବୟାନବାଜି କରୁଥିବା ଦର୍ଶାଇ ତାଙ୍କ ବିରୋଧରେ…
ଦୀପାବଳିରେ ବାଣ ନିଷେଧାଦେଶ କାର୍ଯ୍ୟକାରୀ ହୋଇନି; ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାଣ ଫୁଟାଇବା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏହା ସତ୍ତ୍ୱେ ଦୀପାବଳି ପରେ ରାଜଧାନୀ ବିଶ୍ୱର ସବୁଠୁ…