Browsing Category

National

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର; ଟିକେଟ କନଫର୍ମ ନ ହେଲେ ବି ଏସି ବଗିରେ ଯାତ୍ରା କରିପାରିବେ ଯାତ୍ରୀ

ନୂଆଦିଲ୍ଲୀ(ଆମ ଟିଭି): ଟ୍ରେନ ଯୋଗେ ଯାତ୍ରା କରୁଥିବା ଲୋକମାନେ ଉତ୍ସବ ଏବଂ ଛୁଟିଦିନରେ ସବୁଠାରୁ ବଡ ସମସ୍ୟାର ସମ୍ମୁଖୀନ ହୁଅନ୍ତି, କାରଣ ସେହି ସମୟରେ ଏକ କନଫର୍ମ ଟିକେଟ ପାଇବା ବହୁତ…

୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ବିଧାନସଭା ନିର୍ବାଚନ ଆଜି; ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ…

ନୂଆଦିଲ୍ଲୀ(ଆମ ଟିଭି): ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବୁଧବାର ପ୍ରଥମ ପର୍ଯ୍ୟାୟରେ ୭ ଜିଲାର ୨୪ ଆସନରେ ଭୋଟଗ୍ରହଣ…

କାଲି ପୁଣି ଖୋଲିବ ରତ୍ନଭଣ୍ଡାର । ସୁଡ଼ଙ୍ଗର ରହସ୍ୟ ଭେଦ କରିବ ଏଏସଆଇ

ଆସନ୍ତ ୨୧ ତାରିଖରୁ ୨୩ ଯାଏ ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କ୍ୱାଡ ନେତାମାନଙ୍କ ୪ର୍ଥ ସମ୍ମିଳନୀରେ ଯୋଗ ଦେବାକୁ ସେ ଆମେରିକା ଯାଉଛନ୍ତି। ଏହି ଗସ୍ତ ସମୟରେ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍‌ରିୱାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ । ଅବକାରୀ ନୀତି ଘୋଟାଲା ମାମଲାରେ ଜାମିନ ମିଳିବା ପରେ କେଜ୍‌ରିୱାଲ ଏହି ନିଷ୍ପତି…

ଆତିଶି ମର୍ଲେନା ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଅତିଶୀଙ୍କ ସ୍ବାମୀ କିଏ, କେତେ ସମ୍ପତିର ମାଲିକ ନୂଆ ମୁଖ୍ୟମନ୍ତ୍ରୀ ଅତିଶୀ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ। ଆମ ଆଦମୀ ପାର୍ଟି (ଏଏପି) ର ବିଧାୟକ ଦଳର ବୈଠକରେ ଏହି ନିଷ୍ପତ୍ତି…

କେଜ୍ରିୱାଲଙ୍କ ପତ୍ନୀ ନୁହେଁ ଏହି ମହିଳା ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ (ଆମ ଟିଭି): ଅରବିନ୍ଦ କେଜ୍ରିୱାଲଙ୍କ ସ୍ଥାନରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ୪୩ବର୍ଷୀୟା ଆତିଶୀ ମାର୍ଲେନ। ଆଜି ଆପର ବିଧାୟକ ଦଳ ବୈଠକରେ ସର୍ବ ସମ୍ମତିକ୍ରମେ ଆତିଶୀଙ୍କ…

ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ, ମାତ୍ର ୨୬ଟଙ୍କା ଲିଟରରେ ଚାଲିବ କାର!

ନୂଆଦିଲ୍ଲୀ (ଆମ ଟିଭି): ନୂଆ ସରକାର ଗଠନ ପରେ ଜନସାଧାରଣ ଆଶା କରିଥିଲେ ଯେ ବୋଧହୁଏ ସାଧାରଣ ବଜେଟ ସମୟରେ ସରକାର ପେଟ୍ରୋଲ ଏବଂ ଡିଜେଲକୁ ଜିଏସଟି ଅଧୀନରେ ଆଣି ସେମାନଙ୍କ ହାର ହ୍ରାସ କରିବେ।…

ଯେଉଁ ରାଜ୍ୟ ଜିତାଇଲା ସେଇଠି ଜନ୍ମଦିନ ପାଳିବେ PM ମୋଦୀ

ଭୁବନେଶ୍ୱର (ଆମ ଟିଭି): ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୩ ତମ ଜନ୍ମଦିନ। ପ୍ରଥମ ଥର ପାଇଁ ସେ ତାଙ୍କ ଜନ୍ମଦିନ ଅବସରରେ ଦିଲ୍ଲୀ, ଗୁଜରାଟ ଛାଡି ଜଗନ୍ନାଥଙ୍କ ମାଟିକୁ ଆସିବେ। ଆଉ…

ଇସ୍ତଫା ଦେବାର ୧୫ ଦିନ ମଧ୍ୟରେ ନିଜ ବଙ୍ଗଳା ଛାଡିବେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ(ଆମ ଟିଭି): ଅବକାରୀ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ ପାଇ ବାହାରକୁ ଆସିବାର ଦିନକ ପରେ କେଜ୍ରିୱାଲ ଇସ୍ତଫା ଦେବେ ବୋଲି ଘୋଷଣା କରିଛନ୍ତି। ତାଙ୍କର ଏହି…

୭୪ବର୍ଷରେ ପଦାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ; ଛୁଟୁଛି ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ (ଆମ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ଜନ୍ମଦିନ। ୭୪ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୁଟିଛି ଶୁଭେଚ୍ଛାର ସୁଅ। ୧୯୫୦ ମସିହା…