Browsing Category
National
ସରକାରଙ୍କ ବଡ଼ ଘୋଷଣା: ୨ ଲକ୍ଷ ପର୍ଯ୍ୟନ୍ତ ଋଣ ଛାଡ
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି,ତାଙ୍କ ମିଳିତ ସରକାର କୃଷି ଋଣ ଛାଡ କରି ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ କୋଟାକୁ ୨୦୦…
ହୋଇପାରେ ହ୍ୟାକ୍…EVM ହଟାଇବାକୁ ମସ୍କଙ୍କ ଦାବି
ନୂଆଦିଲ୍ଲୀ (ଆମ ଟିଭି): ଆର୍ଟିଫେସିଆଲ ଇଣ୍ଟେଲିଜେନ୍ସ ତଥା AI ସହାୟତାରେ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍)କୁ କରାଯାଇପାରେ ହ୍ୟାକ୍। ତେଣୁ ଏହାକୁ ତରନ୍ତୁ ହଟାଯାଉ। ଆମେରିକାରେ…
ଭାରତରେ ଇଭିଏମ୍ ଗୋଟିଏ ବ୍ଲାକବକ୍ସ; ଏହାକୁ ଯାଞ୍ଚ କରିବାର ଅନୁମତି ନାହିଁ, ନିର୍ବାଚନ ପରେ ପୁଣି ଇଭିଏମ୍ ପ୍ରସଙ୍ଗ…
ନୂଆଦିଲ୍ଲୀ (ଆମ ଟିଭି): ନିର୍ବାଚନ ପରେ ପରେ ପୁଣି ଉଠିଲା ଇଭିଏମ୍ ପ୍ରସଙ୍ଗ । ରବିବାର କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ସାଂସଦ ରାହୁଲ ଗାନ୍ଧୀ ଇଭିଏମକୁ ନେଇ ଏକ ପୋଷ୍ଟ ସେୟାର କରିଛନ୍ତି…
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ପରଲୋକ
ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ୯୫ ବର୍ଷ ବୟସରେ ପରଲୋକ ଘଟିଛି । ଓଡ଼ିଶାର ଅନ୍ୟତମ ଲୋକପ୍ରିୟ ରାଜ୍ୟପାଳ…
ଜମ୍ମୁ କାଶ୍ମୀରକୁ ଆତଙ୍କୀ ମୁକ୍ତ କରିବାକୁ ବଡ଼ ପ୍ଲାନ; ଉଚ୍ଚସ୍ତରୀୟ ବୈଠକ ଡାକିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ନୂଆଦିଲ୍ଲୀ (ଆମ ଟିଭି): ଜମ୍ମୁ କାଶ୍ମୀରରେ ନିକଟରେ ବଡ ବଡ ଆତଙ୍କବାଦୀ ଆକ୍ରମଣ ହୋଇଛି । ନିକଟରେ ଅମରନାଥ ଯାତ୍ରାରେ ଯାଉଥିବା ଏକ ତୀର୍ଥଯାତ୍ରୀଙ୍କ ବସ୍ ଉପରକୁ ଆତଙ୍କବାଦୀ ଆକ୍ରମଣ…
ଭାରସାମ୍ୟ ହରାଇ ଘାଟିରୁ ଖସିଲା ଯାତ୍ରୀବାହି ବସ୍: ୧୦ ମୃତ, ୧୩ ଆହତ
ନୂଆଦିଲ୍ଲୀ (ଆମ ଟିଭି); ଉତ୍ତରାଖଣ୍ଡରେ ଘାଟିରୁ ଖସିଲା ଯାତ୍ରୀବାହୀ ଗାଡି । ଦୁର୍ଘଟଣାରେ ୧୦ ଜଣ ତୀର୍ଥ ଯାତ୍ରୀ ମୃତ୍ୟୁବରଣ କରିଥିବା ସୂଚନା । ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି ।…
ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ କାନାଡା ପ୍ରଧାନମନ୍ତ୍ରୀ, ରହିଛି ଏସବୁ ଯୋଜନା
ରୋମ୍,୧୩ା୬: ଇଟାଲୀରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସାମ୍ନାସାମ୍ନି ହେବେ। ଶୁକ୍ରବାର ଉଭୟ…
ଓଡ଼ିଆ ପୁଅ ପି.କେ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପୁନଃନିଯୁକ୍ତି
ଓଡ଼ିଆ ପୁଅ ପ୍ରମୋଦ କୁମାର ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବରେ ପୁନଃନିଯୁକ୍ତି କରାଯାଇଛି। ତାଙ୍କର ନିଯୁକ୍ତି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକାଳ ସହିତ ଜାରି ରହିବ କିମ୍ବା…
ଗୁରୁବାର ଇଟାଲି ଯିବେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଅର୍ଥାତ ଜୁନ ୧୩ ଗୁରୁବାର ଦିନ ଇଟାଲି ଯିବେ। ତୃତୀୟ ଥର ପାଇଁ କେନ୍ଦ୍ରରେ ଏନ୍ଡିଏ ସରକାର ଗଠନ ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କର ପ୍ରଥମ…
୨୪ରୁ ଆରମ୍ଭ ହେବ ସଂସଦର ପ୍ରଥମ ଅଧିବେଶନ
ନୂଆଦିଲ୍ଲୀ (ଆମ ଟିଭି): ଦେଶରେ ଶାନ୍ତିପୂର୍ଣ୍ଣ ଭାବେ ଲୋକ ସଭା ନିର୍ବାଚନ ସରିଛି । ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେଇସାରିଛନ୍ତି । ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ…