Browsing Category
National
ଓମାନରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ (ଆମ ଟିଭି): ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମସ୍କଟରେ ଭାରତୀୟ ସମୁଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଦର୍ଶକମାନଙ୍କ ମଧ୍ୟରେ ବିଭିନ୍ନ ଭାରତୀୟ ବିଦ୍ୟାଳୟର…
ପରଲୋକରେ ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନର ମୂର୍ତ୍ତିକାର ରାମ ସୂତାର, ଆଜି ହେବ ଶେଷକୃତ୍ୟ
ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି, ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନ୍ କରିଥିବା ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ବୟସ…
ରାଜଧାନୀରେ ଆଜିଠୁ ନୂଆ ନିୟମ, ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ଗାଡ଼ିରେ ତେଲ ପକାଇପାରିବେ ନାହିଁ
ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ଦିଲ୍ଲୀରେ ଆଜିଠୁ ନୋ ପିୟୁସି ନୋ ଫୁଏଲ୍ ନିୟମ ଲାଗୁ । ପ୍ରଦୂଷଣ ସାର୍ଟିଫିକେଟ ନାହିଁ ତ ତେଲ ନାହିଁ । ଦିଲ୍ଲୀ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା…
ଲୋକସଭାରେ ପାରିତ ହେଲା VB–G RAM G ବିଲ୍, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ
ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି କରିଥିଲେ । ବିଲର କାଗଜପତ୍ର ଚିରି ଫିଙ୍ଗି ଦେଇଥିଲେ।…
ବରଗଡ଼ ରୋଡ୍-ନୂଆପଡ଼ା ରୋଡ୍ ନୂଆ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି: ରେଳ ମନ୍ତ୍ରୀ
ନୂଆଦିଲ୍ଲୀ (ଆମ ଟିଭି): ବରଗଡ଼ ରୋଡ୍ -ନୂଆପଡ଼ା ରୋଡ୍ ନୂଆ ରେଳ ଲାଇନକୁ ‘ସ୍ୱତନ୍ତ୍ର ରେଳ ପ୍ରକଳ୍ପ’ ଭାବେ ବିଜ୍ଞପିତ କରାଯାଇଛି ଏବଂ ଏହି ପ୍ରକଳ୍ପ ଲାଗି ଦ୍ରୁତ ଗତିରେ ଜମି ଅଧିଗ୍ରହଣ…
ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ (ଆମ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ସେ ପ୍ରଥମ ଦ୍ୱିପାକ୍ଷିକ ଇଥିଓପିଆ ଗସ୍ତରେ ଥିବାରୁ, ଏହା ତାଙ୍କ…
IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍ ସୋଲ୍ଡ
IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ସେ ମିନି ଅକ୍ସନରେ ଗ୍ରୀନ IPL…
ଭାରତ ଆସୁଛନ୍ତି ଲୁଥ୍ରା ବ୍ରଦର୍ସ, ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବା ପରେ ଗିରଫ କରିବ ଗୋଆ ପୋଲିସ
ଥାଇଲ୍ୟାଣ୍ଡରୁ ଦିଲ୍ଲୀ ଫେରୁଛନ୍ତି ଲୁଥ୍ରା ବ୍ରଦର୍ସ । ଗୋଆ ‘ବର୍ଚ୍ଚ ବାଏ ରୋମିଓ ଲେନ୍’ ନାଇଟକ୍ଲବର ମାଲିକ ଦୁଇ ଭାଇ ସୌରଭ ଲୁଥ୍ରା ଓ ଗୌରବ ଲୁଥ୍ରା ଆଜି ଭାରତ ଫେରୁଛନ୍ତି । ଗୋଆ ପୋଲିସର…
ଭୟଙ୍କର ପ୍ରଦୂଷଣ ବଳୟରେ ରାଜଧାନୀ ଦିଲ୍ଲୀ
ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀ ଓ ନୋଏଡାରେ ପ୍ରଦୂଷଣ ବୃଦ୍ଧି ପରେ କଟକଣା ଲାଗୁ। ଗ୍ରାପ-୪ ଅନୁଯାୟୀ କଟକଣା ଜାରି କରାଯାଇଛି। ନୋଏଡାର ଅଧିକାଂଶ ଅଂଚଳରେ AQI ୪୦୦ ଅତିକ୍ରମ କରିବା ପରେ…
ନୀତିନ ନବୀନ ହେଲେ ବିଜେପିର ନୂଆ କାର୍ଯ୍ୟକାରୀ ସଭାପତି
ନୂଆଦିଲ୍ଲୀ (ଆମ ଟିଭି): ନୂଆ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କଲା ବିଜେପି । ନୀତିନ ନବୀନଙ୍କ ନାଁରେ ମୋହର ମାରିଛି ବିଜେପି । ବିହାର ସରକାରଙ୍କ ମନ୍ତ୍ରୀ ନିତିନ ନବୀନଙ୍କୁ ଦଳର…