Browsing Category
National
ଖୁସି ଖବର ଦେଲା ଏସ୍ବିଆଇ: ବଢାଇଲା ସୁଧ ହାର
ନୂଆଦିଲ୍ଲୀ (ଆମ ଟିଭି): ଦେଶର ସର୍ବୋଚ୍ଚ ପବ୍ଲିକ ସେକ୍ଟର ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଏହାର ସ୍ଥିର ଜମା ଯୋଜନାର ସୁଧ ହାରରେ ପରିବର୍ତ୍ତନ କରିଛି। ବ୍ୟାଙ୍କ ଉଭୟ ୨ କୋଟିରୁ କମ…
ନିର୍ବାଚନ ଭିତରେ ଏକ ବଡ଼ ଖବର; ମୁଖ୍ୟମନ୍ତ୍ରୀ ଅସୁସ୍ଥ
ନୂଆଦିଲ୍ଲୀ (ଆମ ଟିଭି): ସାଧାରଣ ନିର୍ବାଚନ ଭିତରେ ଏକ ବଡ଼ ଖବର ଆସିଛି। ସୂଚନା ମିଳିଛି କି ମୁଖ୍ୟମନ୍ତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ନିର୍ବାଚନ ଭିତରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର…
ଭାରତ ପ୍ରେମରେ ଜାପାନୀ ସିଇଓ
ଜାପାନ କମ୍ପାନୀର ପ୍ରତିଷ୍ଠାତା ତଥା ସିଇଓ ନାଓତାକା ନିଶିୟାମା ଗତ ମାସେ ହେବ ଭାରତ ଗସ୍ତରେ ରହିଛନ୍ତି। ଭାରତରେ ସଂସ୍କୃତି, ମୂଲ୍ୟବୋଧ ଓ ବିବିଧତାକୁ ବୁଝିବା ଉଦ୍ଦେଶ୍ୟରେ ସେ ଭାରତ…
ମାଧବୀ ଲତାଙ୍କ ନାଁରେ ମାମଲା
ହାଇଦ୍ରାବାଦର ଭାଜପା ପ୍ରାର୍ଥୀ କେ. ମାଧବୀ ଲତାଙ୍କ ନାଁରେ ସୋମବାର ନିର୍ବାଚନ କର୍ତ୍ତୃପକ୍ଷ ମାମଲା ରୁଜୁ କରିଛନ୍ତି। ଏକ ଭୋଟଗ୍ରହଣ କେନ୍ଦ୍ରରେ ବୁର୍ଖା ପିନ୍ଧିଥିବା ମୁସଲମାନ ମହିଳା…
ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦୀଙ୍କ ପରଲୋକ
ନୂଆଦିଲ୍ଲୀ (ଆମ ଟିଭି): ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦୀଙ୍କ ପରଲୋକ । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ସୁଶୀଲ ମୋଦୀ । ମୃତ୍ୟ ବେଳକୁ ତାଙ୍କୁ ୭୨…
ମାଳଦ୍ୱୀପ ପ୍ରତି ବଡ଼ ହୃଦୟ ଦେଖାଇଲା ଭାରତ
ମାଳଦ୍ୱୀପ ସହିତ ସମ୍ପର୍କ ଖରାପ ମଧ୍ୟରେ ଭାରତ ପୁଣି ଏକ ବଡ଼ ହୃଦୟ ଦେଖାଇଛି। ପର୍ଯ୍ୟଟନ କ୍ଷେତ୍ରରେ ଏକ ଝଟ୍କାର ସମ୍ମୁଖୀନ ହୋଇଥିବା ମାଳଦ୍ୱୀପ ସହାୟତା ପାଇଁ ଗୁହାରି କରିବା ମାତ୍ରେ ବଡ଼…
ଜୟଶଙ୍କରଙ୍କ ଏହି କଥା ଶୁଣି ଖୁସିରେ ଗଦ୍ଗଦ୍ ଚାଇନା: ପ୍ରଶଂସାରେ ହେଲା ଶତମୁଖ
ଆମେରିକାର ପ୍ରାଧାନ୍ୟ ବିରୋଧରେ ଏସ ଜୟଶଙ୍କରଙ୍କ ଏକ ବିବୃତ୍ତିକୁ ଚାଇନା ବହୁତ ପସନ୍ଦ କରିଛି। ନେପାଳରେ ପୋଷ୍ଟ ହୋଇଥିବା ଚାଇନା ରାଷ୍ଟ୍ରଦୂତ ଚେନ ଶୋଙ୍ଗ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ…
ମାୟାନଗରୀ ମୁମ୍ବାଇରେ ତାଣ୍ଡବ ରଚିଛି ଘୂର୍ଣ୍ଣିଝଡ଼, ୧୪ ମୃତ
ମାୟାନଗରୀ ମୁମ୍ବାଇରେ ତାଣ୍ଡବ ରଚିଛି ଘୂର୍ଣ୍ଣିଝଡ଼। ଘାଟକୋପର ଅଞ୍ଚଳରେ ବିଶାଳ ବିଲବୋର୍ଡ ଭାଙ୍ଗିବା ଘଟଣାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ସେହିପରି ୭୦ରୁ ଅଧିକ ଆହତ ହୋଇଛନ୍ତି।…
ହେଡଲାଇନ ପଛରେ ଦୌଡନ୍ତୁ ନାହିଁ, ଖବରକୁ ଯାଞ୍ଚ କରୁନ୍ତୁ,’ ରୁଷିଆ ଆକ୍ରମଣ ମଧ୍ୟରେ ଅନୁରୋଧ କଲେ ଜେଲନସ୍କି
ୟୁକ୍ରେନ ରାଷ୍ଟ୍ରପତି ଜେଲନସ୍କି ଏକ ଭିଡିଓ ରିଲିଜ କରି ରୁଷିଆ ଆକ୍ରମଣର ଜବାବ ଦେଇଛନ୍ତି। ସେ ଏହି ଭିଡିଓରେ କହିଛନ୍ତି, ଆଜି ମୁଖ୍ୟ ପ୍ରସଙ୍ଗ ହେଉଛି ରୁଷିଆର କାର୍ଯ୍ୟକଳାପ ଉପରେ ଆମର…
ମୁମ୍ବାଇରେ ପ୍ରବଳ ବର୍ଷା
ମୁମ୍ବାଇରେ ପ୍ରବଳ ବର୍ଷା ଓ ଘୁର୍ଣ୍ଣିଝଡ଼ ସୃଷ୍ଟି ହୋଇଥିଲା, ଫଳରେ ମୁମ୍ବାଇ ବିମାନ ବନ୍ଦରରେ ବିମାନ ସେବା ପ୍ରଭାବିତ ହୋଇଛି। ସୋମବାର ହୋଇଥିବା ଏହି ବର୍ଷାରେ ଅନେକ ଜାତୀୟ ଏବଂ…