Browsing Category

National

ଭୋଟ ଦେଲେ ମୋହନ ଭାଗବତ

୨୦୨୪ ସାଧାରଣ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି । ୨୧ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ । ୧୦୨ ଆସନରେ ମତଦାନ ଚାଲିଥିବା ବେଳେ ଭୋଟ ଦେଇ…

ପୁଣି ବିଜେପି ଉପରେ ବର୍ଷିଲେ ମମତା

ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ ଘଟିଲା,…

ଇରାନ ଉପରେ ଆକ୍ରମଣ କଲା ଇସ୍ରାଏଲ

ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ ମଧ୍ୟ ମିଶାଇଲ ମାଡ ହୋଇଛି। ଇରାନର ସରକାରୀ…

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମନ୍ତ୍ରୀ ମୃତ

ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ ମଧ୍ୟ ପ୍ରାଣ ହରାଇଛନ୍ତି। କେନିଆର…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ପହଞ୍ଚିଲା ରଥଦଉଡ଼ି

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଲା ରଥଦଉଡ଼ି। ସମୁଦାୟ ୨୬ଟି ଦଉଡ଼ି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା…

ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ମତଦାନ

ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ସହ ଦେଶରେ ଆରମ୍ଭ ହୋଇଛି ସାଧାରଣ ନିର୍ବାଚନ। ଆଜି ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଲୋକସଭା ଆସନରେ ମତଦାନ ହେଉଛି। ମକ୍ ପୋଲ୍ ପରେ ସକାଳ ୭ଟାରୁ…

ଜେଲରେ ଆମ୍ବ ଓ ମିଠା ଖାଉଛନ୍ତି କେଜ୍ରିୱାଲ

ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ସାଂଘାତିକ ଦାବି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି।…

ବିଜେଡିରେ ସାମିଲ ହେଲେ ବର୍ଷା ପ୍ରିୟଦର୍ଶିନୀ

ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ଏହି ସମୟରେ ବିଜେଡି…

ଓଡ଼ିଶାରେ ୩୭ ଆସନରେ ପ୍ରାର୍ଥୀ ଦେଲା ଆପ

ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ,…

ପୁଣି ଭୂମିକମ୍ପ ଝଟକାରେ ଥରିଲା ଜାପାନ

ବୁଧବାର ବିଳମ୍ବିତ ରାତିରେ ଦକ୍ଷିଣ-ପଶ୍ଚିମ ଜାପାନରେ ହୋଇଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ୯ଜଣ ଆହତ ହୋଇଛନ୍ତି। ଗତକାଲି ଅର୍ଥାତ୍‌ ବୁଧବାର ରାତିରେ ୬.୬ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ…