Browsing Category
National
“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ
ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ କ୍ରିଷ୍ଣାନଗର ରାଲିରେ…
UNESCO ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ‘ଦୀପାବଳି’
ନୂଆଦିଲ୍ଲୀ (ଆମ ଟିଭି): ୟୁନେସ୍କୋରେ ସ୍ଥାନ ପାଇଲା ଆଲୋକର ପର୍ବ ‘ଦୀପାବଳି’ । ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ‘ଦୀପାବଳି’ ସ୍ଥାନ ପାଇଛି । ଏନେଇ ‘X’ ରେ ପ୍ରଧାନମନ୍ତ୍ରୀ…
ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ, ମାଟି କାମୁଡ଼ିଲା ଦକ୍ଷିଣ ଆଫ୍ରିକା ଦଳ
୧୭୬ ରନ୍ ବିଜୟ ଲକ୍ଷ୍ୟ ପିଛା କରିବାକୁ ଆସି ପ୍ରଥମ ଓଭରରୁ ହିଁ ୱିକେଟ ହରାଇବା ଆରମ୍ଭ କରିଥିଲା ଦକ୍ଷିଣ ଆଫ୍ରିକା । ପ୍ରଥମ ଓଭର ଅର୍ଶଦୀପ ସିଂ କ୍ୱିଣ୍ଟନ ଡିକକ୍ଙ୍କୁ ପାଭେଲିୟନ ପଠାଇ…
ଇଣ୍ଡିଗୋର ଶୀତକାଳୀନ ଉଡ଼ାଣ ସୂଚୀ ହ୍ରାସ କରାଯିବ, ଅନ୍ୟ ଏୟାରଲାଇନ୍ସକୁ ଦିଆଯିବ ସ୍ଲଟ୍, ସରକାରଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ (ଆମ ଟିଭି): ବହୁ ସଂଖ୍ୟକ ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ହେବା ପରେ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ସରକାର କହିଛନ୍ତି ଯେ ଇଣ୍ଡିଗୋ ବର୍ତ୍ତମାନ ୨୨୦୦ ଉଡ଼ାଣ…
ପ୍ରଥମେ ବ୍ୟାଟିଂ କରିବ ଭାରତ
କଟକ(ଆମ ଟିଭି): ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ। ଉଲ୍ଲାସରେ ଭରିଛି ସାରା ଓଡ଼ିଶା। ବଢ଼ିଚାଲିଛି…
ସରିଲା ଶୀତକାଳୀନ ଅଧିବେଶନ
ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ ଶେଷ ହୋଇଛି। ଚଳିତଥର ମୋଟ୍ ୨୯ଟି କାର୍ଯ୍ୟ ଦିବସ ଥିବାବେଳେ ଅଧିବେଶନ ୧୧ ଦିନ ଚାଲିଲା। ୧୭ ହଜାର ୪୪୦ କୋଟି…
ସୂନାମୀ ଆଲର୍ଟ, ଜାପାନ୍ରେ ଜୋରଦାର ଭୂମିକମ୍ପ
ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ ପାଣିପାଗ ବିଭାଗ ପକ୍ଷରୁ ୭.୬ ତୀବ୍ରତାର ଭୂମିକମ୍ପ ହୋଇଥିବା କଥା ସୂଚନା ଦିଆଯାଇଛି । ଏହାପରେ ବିଭିନ୍ନ ଉପକୂଳରେ ସୁନାମୀ ପାଇଁ…
ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା
ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି ସେବାର ଆବାସିକ ପ୍ଲାନ୍ ପାଇଁ ମାସିକ…
ମାତ୍ରାଧିକ ବିମାନଭଡ଼ା ବୃଦ୍ଧି ଉପରେ ରୋକ ଲଗାଇଲେ କେନ୍ଦ୍ର ସରକାର
ଇଣ୍ଡିଗୋ ବିମାନ ସଙ୍କଟ ପରେ ସାରା ଦେଶରେ ଘରୋଇ ବିମାନ ଭଡ଼ା ବୃଦ୍ଧି ସମ୍ପର୍କରେ ବଢ଼ୁଥିବା ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କେନ୍ଦ୍ର ସରକାର ଆଜି ବିମାନ କମ୍ପାନୀଗୁଡ଼ିକ…
ବାରବାଟୀ ମ୍ୟାଚ୍ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍, ଭଡ଼ା ରହିଛି…
ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍ ଦେଖିବା ପାଇଁ ଦର୍ଶକଙ୍କ ପ୍ରବଳ ଭିଡ଼ ହେବ। ତେଣୁ ଏନେଇ…