Browsing Category

National

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ସବୁ ଜିଲାରେ ଛେଚିବ, ୪୮ ଘଣ୍ଟାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା। ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ।…

ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ

ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ସିପି ରାଧାକ୍ରିଷ୍ଣନ ଇସ୍ତଫା ଦେବା ପରେ…

ଟ୍ରମ୍ପଙ୍କ ସହଯୋଗୀ ଚାର୍ଲି କିର୍କଙ୍କୁ ହତ୍ୟା, ସ୍କୁଲ୍ କାର୍ଯ୍ୟକ୍ରମରେ ଭାଷଣ ଦେଲା ବେଳେ ଗୁଳି ମାଡ଼

ନୂଆଦିଲ୍ଲୀ(ଆମ ଟିଭି): ଟ୍ରମ୍ପଙ୍କ ସହଯୋଗୀ ଚାର୍ଲି କିର୍କଙ୍କୁ ହତ୍ୟା । ଟର୍ଣ୍ଣିଂ ପଏଣ୍ଟ USA ର ପ୍ରତିଷ୍ଠାତା ହେଉଛନ୍ତି ୩୧ ବର୍ଷୀୟ ଚାର୍ଲି କିର୍କ । ତାଙ୍କୁ ଗୁଳି କରି ହତ୍ୟା…

ନେପାଳ ଜେଲରୁ ଫେରାର ହେଉଥିବା କଏଦୀ ଉପରେ ଗୁଳିମାଡ଼, ୨ ମୃତ, ୧୦ ଆହତ

ନେପାଳ(ଆମ ଟିଭି): ନେପାଳରେ ଉତ୍ତେଜନା ଥମିବାରେ ନାଁ ଧରୁନି । ରାଜନୈତିକ ଅସ୍ଥିରତା ଲାଗି ରହିଛି । ନେପାଳର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୧୫ ହଜାରରୁ କଏଦୀ ଜେଲରୁ ଖସି ପଳାଇଛନ୍ତି । ଆଉ…

ଭାରତ-ପାକିସ୍ତାନ ମ୍ୟାଚ ରଦ୍ଦ କରିବା ଯାଚିକାରେ ସୁପ୍ରିମକୋର୍ଟଙ୍କ ଶୁଣାଣି, ମ୍ୟାଚ୍ ଚାଲିବା ଉଚିତ୍

ନୂଆଦିଲ୍ଲୀ(ଆମ ଟିଭି): ଏସିଆ କପ୍ ୨୦୨୫ ସେପ୍ଟେମ୍ବର ୯ରୁ ଆରମ୍ଭ ହୋଇଛି । ୧୪ ସେପ୍ଟେମ୍ବରରେ ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଫ୍ୟାନ୍ସ ଉତ୍ସାହିତ ରହିଛନ୍ତି । ଏହାକୁ ନେଇ…

ସେନା ନିୟନ୍ତ୍ରଣରେ ନେପାଳ, ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି

ନେପାଳ (ଆମ ଟିଭି): ଦୁଇଦିନ ହେଲାଣି ନେପାଳରେ ସ୍ଥିତି ବିଗିଡ଼ିବାରେ ଲାଗିଛି । ସେନା ନିୟନ୍ତ୍ରଣରେ ନେପାଳ। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିଛି । ରାଷ୍ଟ୍ରପତି ଓ…

ନେପାଳ ଭଳି ଫ୍ରାନ୍ସରେ ଉତ୍ତେଜନା, ରାସ୍ତାକୁ ଓହ୍ଲାଇଲେ ଲକ୍ଷାଧିକ ପ୍ରଦର୍ଶନକାରୀ, ୮୦ ହଜାର ସୁରକ୍ଷାକର୍ମୀ ମୁତୟନ

ଫ୍ରାନ୍ସ (ଆମ ଟିଭି): ନେପାଳ ପରେ ଏବେ ଫ୍ରାନ୍ସରେ ଉତ୍ତେଜନା ଦେଖାଦେଇଛି । ନେପାଳରେ ଯୁବଗୋଷ୍ଠୀଙ୍କ ବିରୋଧ ଓ ହିଂସା ସେଠିକାର ସରକାର ଭାଙ୍ଗିଦେଇଛି । ଏବେ ଫ୍ରାନ୍ସରେ ନେପାଳ ଭଳି ଅବସ୍ଥା…

NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ନୂଆ ଉପରାଷ୍ଟ୍ରପତି

ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ଭାରତର ୧୪ତମ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ଇଣ୍ଡିଆ ବ୍ଲକ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କୁ ୧୫୨ ଭୋଟରେ ହରାଇ ବିଜୟୀ…

ସମୂହ ଦୀପ ଦାନ କରି ଅଭିଜିତଙ୍କ ସୁସ୍ଥତା କାମନା କଲେ ଓଲିଉଡ଼ ପରିବାର*

ଅଭିଜିତ ମଜୁମଦାର, ଓଡିଆ ସଙ୍ଗୀତ ଜଗତର ମେଲୋଡି କିଙ୍ଗ ଓ ମନୋରଂଜନ ଦୁନିଆର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ । ସଙ୍ଗୀତରେ ଶ୍ରୋତାଙ୍କୁ ବାନ୍ଧି ରଖିବାର କଳା ତାଙ୍କୁ ବେଶ୍‌ ଜଣା। ସଙ୍ଗୀତରେ…

ନେପାଳରେ ବିଦ୍ରୋହ: ପ୍ରଧାନମନ୍ତ୍ରୀଙ୍କ ପରେ ଇସ୍ତଫା ଦେଲେ ରାଷ୍ଟ୍ରପତି

ନେପାଳରେ ହଇଚଇ। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ନିଜ ପଦରୁ ଇସ୍ତଫା ଦେବା ପରେ ପରେ ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ଇସ୍ତଫା ଦେଇଛନ୍ତି। ଆମେରିକା, ୟୁରୋପୀୟ ସଂଘ (ଇୟୁ), ବ୍ରାଜିଲ,…