Browsing Category
National
କେବଳ ନେପାଳ ନୁହଁ, ଏହିସବୁ ଦେଶ ମଧ୍ୟ ସାମାଜିକ ଗଣମାଧ୍ୟମକୁ କରିଛନ୍ତି ବ୍ୟାନ୍
ନୂଆଦିଲ୍ଲୀ (ଆମ ଟିଭି): ଆଜି ନେପାଳରେ ଯେଉଁ ହିଂସା ସୃଷ୍ଟି ହୋଇଛି ତା ପଛର କାରଣ ହେଉଛି ସରକାର 26 ଟି ସାମାଜିକ ଗଣମାଧ୍ୟମକୁ ବନ୍ଦ କରିଦେଲେ। ସେଗୁଡିକ ମଧ୍ୟରେ ରହିଛି ହ୍ବାଟସ ଆପ,…
ଦିଲ୍ଲୀ ହାଇକୋର୍ଟ ପରେ ବମ୍ବେ ହାଇକୋର୍ଟକୁ ମଧ୍ୟ ବୋମା ଧମକ, ଖାଲି କରାଗଲା କ୍ୟାମ୍ପସ
ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀ ହାଇକୋର୍ଟ ପରେ ବମ୍ବେ ହାଇକୋର୍ଟକୁ ମଧ୍ୟ ଆଜି ବୋମା ଧମକ ମିଳିଛି, ଯାହା ଉଭୟ ହାଇକୋର୍ଟରେ ଆତଙ୍କ ସୃଷ୍ଟି ଖେଳି ଯାଇଛି। ଧମକପୂର୍ଣ୍ଣ ମେଲ୍ ପାଇବା ପରେ…
ଶପଥ ନେଲେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ: ଶପଥ ପାଠ କରାଇଲେ ରାଷ୍ଟ୍ରପତି
ଦେଶର ୧୫ତମ ଉପରାଷ୍ଟ୍ରପତି ଭାବରେ ସିପି ରାଧାକୃଷ୍ଣନ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା…
ଇସ୍ତଫା ଦେବା ପରେ ପ୍ରଥମ ଥର ନଜର ଆସିଲେ ଜଗଦୀପ ଧନକର
ଚନ୍ଦ୍ରପୁରମ ପୋନୁସାମି ରାଧାକ୍ରିଷ୍ଣନ ଭାରତର ୧୫ତମ ଉପରାଷ୍ଟ୍ରପତି ଭାବରେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ସକାଳେ ରାଷ୍ଟ୍ରପତି ଭବନରେ ଏକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୭…
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ସବୁ ଜିଲାରେ ଛେଚିବ, ୪୮ ଘଣ୍ଟାରେ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା। ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ।…
ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ
ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ସିପି ରାଧାକ୍ରିଷ୍ଣନ ଇସ୍ତଫା ଦେବା ପରେ…
ଟ୍ରମ୍ପଙ୍କ ସହଯୋଗୀ ଚାର୍ଲି କିର୍କଙ୍କୁ ହତ୍ୟା, ସ୍କୁଲ୍ କାର୍ଯ୍ୟକ୍ରମରେ ଭାଷଣ ଦେଲା ବେଳେ ଗୁଳି ମାଡ଼
ନୂଆଦିଲ୍ଲୀ(ଆମ ଟିଭି): ଟ୍ରମ୍ପଙ୍କ ସହଯୋଗୀ ଚାର୍ଲି କିର୍କଙ୍କୁ ହତ୍ୟା । ଟର୍ଣ୍ଣିଂ ପଏଣ୍ଟ USA ର ପ୍ରତିଷ୍ଠାତା ହେଉଛନ୍ତି ୩୧ ବର୍ଷୀୟ ଚାର୍ଲି କିର୍କ । ତାଙ୍କୁ ଗୁଳି କରି ହତ୍ୟା…
ନେପାଳ ଜେଲରୁ ଫେରାର ହେଉଥିବା କଏଦୀ ଉପରେ ଗୁଳିମାଡ଼, ୨ ମୃତ, ୧୦ ଆହତ
ନେପାଳ(ଆମ ଟିଭି): ନେପାଳରେ ଉତ୍ତେଜନା ଥମିବାରେ ନାଁ ଧରୁନି । ରାଜନୈତିକ ଅସ୍ଥିରତା ଲାଗି ରହିଛି । ନେପାଳର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୧୫ ହଜାରରୁ କଏଦୀ ଜେଲରୁ ଖସି ପଳାଇଛନ୍ତି । ଆଉ…
ଭାରତ-ପାକିସ୍ତାନ ମ୍ୟାଚ ରଦ୍ଦ କରିବା ଯାଚିକାରେ ସୁପ୍ରିମକୋର୍ଟଙ୍କ ଶୁଣାଣି, ମ୍ୟାଚ୍ ଚାଲିବା ଉଚିତ୍
ନୂଆଦିଲ୍ଲୀ(ଆମ ଟିଭି): ଏସିଆ କପ୍ ୨୦୨୫ ସେପ୍ଟେମ୍ବର ୯ରୁ ଆରମ୍ଭ ହୋଇଛି । ୧୪ ସେପ୍ଟେମ୍ବରରେ ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଫ୍ୟାନ୍ସ ଉତ୍ସାହିତ ରହିଛନ୍ତି । ଏହାକୁ ନେଇ…
ସେନା ନିୟନ୍ତ୍ରଣରେ ନେପାଳ, ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି
ନେପାଳ (ଆମ ଟିଭି): ଦୁଇଦିନ ହେଲାଣି ନେପାଳରେ ସ୍ଥିତି ବିଗିଡ଼ିବାରେ ଲାଗିଛି । ସେନା ନିୟନ୍ତ୍ରଣରେ ନେପାଳ। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିଛି । ରାଷ୍ଟ୍ରପତି ଓ…