Browsing Category
National
ବୀମା ନାହିଁ ତ ପେଟ୍ରୋଲ-ଡିଜେଲ ନାହିଁ’: ସୁପ୍ରିମକୋର୍ଟ
ବିମା ନାହିଁ ତ ପେଟ୍ରୋଲ ନାହିଁ। ତୃତୀୟ ପକ୍ଷ ବୀମା ନଥିବା ଯାନଗୁଡ଼ିକ ଉପରେ ନିୟମ କଠୋର କରିବା ଦିଗରେ ସୁପ୍ରିମକୋର୍ଟ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୀମା ନଥିବା ଯାନଗୁଡ଼ିକ ଭବିଷ୍ୟତରେ…
ରାମ ଦରବାରରେ ବନ୍ଦ ହେଲା ଭିଆଇପି ଦର୍ଶନ ବ୍ୟବସ୍ଥା, ସମସ୍ତଙ୍କ ପାଇଁ ଗୋଟିଏ ନିୟମ
ରାମ ଭକ୍ତଙ୍କ ପାଇଁ ଖୁସି ଖବର । ଅଯୋଧ୍ୟା ରାମମନ୍ଦିରରେ ଶ୍ରଦ୍ଧାଳୁଙ୍କ ସୁବିଧାକୁ ଧ୍ୟାନରେ ରଖି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ରାମ ଦରବାର ଦର୍ଶନ ବ୍ୟବସ୍ଥାରେ ବଡ଼…
୨୦୦୦ରୁ ଅଧିକ ଟଙ୍କାର ପେମେଣ୍ଟ ପାଇଁ ଦେବାକୁ ପଡ଼ିପାରେ ଶୁଳ୍କ
ନୂଆଦିଲ୍ଲୀ: ଭାରତର ମାଗଣା ୟୁପିଆଇ ପେମେଣ୍ଟ ସିଷ୍ଟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। କେନ୍ଦ୍ର ସରକାର ପେମେଣ୍ଟ ଏବଂ ସେଟେଲମେଣ୍ଟ ସିଷ୍ଟମ୍ ଆଇନରେ ସଂଶୋଧନ ଆଣିଛନ୍ତି। ଅର୍ଥମନ୍ତ୍ରୀ…
ପରଲୋକରେ ‘ଗଜନୀ’ ଫେମ୍ ଅଭିନେତା ପ୍ରଦୀପ ରାୱତ
ସିନେମା ଜଗତରୁ ଏକ ବହୁତ ଦୁଃଖଦ ଖବର ଆସି ପହଞ୍ଚିଛି। ବଲିଉଡ୍ ଏବଂ ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜର ଦମଦାର୍ ଖଳନାୟକ ଅଭିନୟ ପାଇଁ ପରିଚିତ ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ପରଲୋକ…
ଗୁଜରାଟରେ ଚାନ୍ଦିପୁରା ଭାଇରସ୍, ୨୨ ଶିଶୁ ମୃତ
ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ । ଏହି ଆତଙ୍କ ଯୋଗୁଁ ୨୨ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି । ଗୁଜରାଟରେ ମାରାତ୍ମକ ଚାନ୍ଦିପୁରା ଭାଇରସର ଗମ୍ଭୀର ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିଛି ।…
ଜୀ ସାର୍ଥକ’ରେ ପ୍ରଥମ ଥର ପାଇଁ ଅଗଷ୍ଟ ୯ ତାରିଖ, ରବିବାର ସନ୍ଧ୍ୟା ୭ ଟା ରେ ସୁପରହିଟ ଓଡ଼ିଆ ଚଳଚ୍ଚିତ୍ର…
ଚଳଚ୍ଚିତ୍ର ହେଉଛି ସମାଜ ଓ ମାନବୀୟ ସମ୍ପର୍କର ଏକ ଜୀବନ୍ତ ଦର୍ପଣ। ଏହି ପରିପ୍ରେକ୍ଷୀରେ ଓଲିଉଡରେ ଏପରି ଅନେକ ଚଳଚ୍ଚିତ୍ର ନିର୍ମାଣ ହୋଇଛି, ଯାହା ଦର୍ଶକଙ୍କ ହୃଦୟକୁ ଛୁଇଁପାରିଛି। ସେହିପରି…
ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଚେନ୍ନାଇ: ଅଭିନେତ୍ରୀ ତ୍ରିଶାଙ୍କୁ ନେଇ ଅରୁଚିକର ମନ୍ତବ୍ୟ ଦେବା ପରେ ଡିଏମକେ ନେତା ଉଦୟନିଧି ଷ୍ଟାଲିନ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ଏଫଆଇଆର ରୁଜୁ ହେବା ପରେ ଚେନ୍ନାଇସ୍ଥିତ…
ସରକାରଙ୍କ ବଡ଼ ପଦକ୍ଷେପ, ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା
ନୂଆଦିଲ୍ଳୀ: ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା । ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ପାଇଁ ଆଣାଯାଇଥିବା ସୁପ୍ରିମକୋର୍ଟ (ବିଚାରପତି ସଂଖ୍ୟା) ସଂଶୋଧନ ବିଲ୍ ୨୦୨୬କୁ…
ସ୍ୱତନ୍ତ୍ର ଟ୍ରେନରେ ବ୍ରହ୍ମପୁର ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଟ୍ରେନରେ ବ୍ରହ୍ମପୁର ଅଭିମୁଖେ ରାଷ୍ଟ୍ରପତି । ସ୍ୱତନ୍ତ୍ର ଟ୍ରେନ୍ ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଯାତ୍ରା । ଭୁବନେଶ୍ୱରରୁ ଟ୍ରେନ୍ ଯାତ୍ରା ଆରମ୍ଭ କଲେ ରାଷ୍ଟ୍ରପତି ।…
ଦିଲ୍ଲୀରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଅନାବରଣ
ନୂଆଦିଲ୍ଲୀ: ଦିଲ୍ଲୀର ଲଜ୍ପତ ଭବନ ପରିସରରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନାବରଣ କରିଛନ୍ତି। ରାଷ୍ଟ୍ରୀୟ…