Browsing Category
Politics
ଘରୋଇ ହସ୍ପିଟାଲରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରୀ: ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର (ଆମ ଟିଭି): ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ସବୁଠୁ ଅଧିକ ହେଉଛି ସିଜରିଆନ୍ ଡେଲିଭରୀ । ବିଧାନସଭାରେ ଏଭଳି ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ…
୫ ବର୍ଷ ଭିତରେ ବିଦା ହେଲେଣି ୧୫୯ ସରକାରୀ ବାବୁ
ଭୁବନେଶ୍ବର (ଆମ ଟିଭି): ଗତ ୫ ବର୍ଷ ଭିତରେ ୧୫୯ ଦୁର୍ନୀତିଖୋର ସରକାରୀ ବାବୁ ବିଦା ହେଲେଣି । ବିଭିନ୍ନ ଦୁର୍ନୀତି ଏବଂ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ ବର୍ଷରେ ୧୫୯ ବାବୁ…
ଆସନ୍ତା ୨୭ ତାରିଖରେ ବିଧାନସଭା ଘେରିବ କଂଗ୍ରେସ, ଜାଣନ୍ତୁ କଣ ରହିଛି କାରଣ?
ଭୁବନେଶ୍ୱର (ଆମ ଟିଭି): ରାଜ୍ୟ ସରକାର ମହିଳାମାନଙ୍କୁ ସୁରକ୍ଷା ଯୋଗାଇବାରେ ବିଫଳ ବିରୁଦ୍ଧରେ ପିସିସି ଆସନ୍ତା ୨୭ ତାରିଖ ଦିନ ବିଧାନସଭା ଘେରାଉ କରିବ କଂଗ୍ରେସ। ଏହାର ନେତୃତ୍ବ ନେବେ…
ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା; ରାଜ୍ୟର ୭୬୪ ପଞ୍ଚାୟତରେ ନାହିଁ ଇଣ୍ଟରନେଟ ସେବା
ଭୁବନେଶ୍ବର (ଆମ ଟିଭି): ରାଜ୍ୟରେ ଏବେ ବି ଅନେକ ଗ୍ରାମପଞ୍ଚାୟତ ଇଣ୍ଟରନେଟ ସେବାରୁ ବଞ୍ଚିତ ରହିଛି । ଏବେବି ୭୦୦ରୁ ଅଧିକ ପଞ୍ଚାୟତରେ ଇଣ୍ଟରନେଟ ସେବା ନଥିବା ନେଇ ଗୃହରେ ସୂଚନା ଦେଇଛନ୍ତି,…
କୋଶଳୀକୁ ମିଳିବନି ରାଜ୍ୟ ଭାଷା ମାନ୍ୟତା
ଭୁବନେଶ୍ୱର (ଆମ ଟିଭି): ସମ୍ବଲପୁରୀ-କୋଶଳୀ ଭାଷାକୁ ରାଜ୍ୟ ଭାଷାର ମାନ୍ୟତା ଦାବି ସଂକ୍ରାନ୍ତୀୟ କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୋଇନାହିଁ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…
ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ
ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ହୋଇଯାଇଛି । ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର…
ସୀମା ପୁନଃ ନିର୍ଦ୍ଧାରଣ ବୈଠକ: ଚେନ୍ନାଇ ଗଲେନି ନବୀନ, ପଠାଇଲେ ପ୍ରତିନିଧି
ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର (୨୨ ମାର୍ଚ୍ଚ) ଚେନ୍ନାଇରେ ହେବାକୁ ଥିବା ସୀମା ପୁନଃ ନିର୍ଦ୍ଧାରଣ ସମ୍ପର୍କିତ ବୈଠକ ପାଇଁ ଦଳର ଦୁଇ ବରିଷ୍ଠ ନେତା ଅମର…
AAP ଦଳରେ ବଡ ପରିବର୍ତ୍ତନ: ମନୀଷ ସିସୋଦିଆଙ୍କୁ ମିଳିଲା ବଡ ଦାୟିତ୍ଵ, ବଦଳିଲେ ଦିଲ୍ଲୀର ସଭାପତି
ନୂଆଦିଲ୍ଲୀ (ଆମ ଟିଭି): ଆମ୍ ଆଦମୀ ପାର୍ଟି (AAP) ଆଜି ଏକ ବଡ ନିଷ୍ପତ୍ତି ନେଇ ଦିଲ୍ଲୀର ପୂର୍ବତନ ବିଧାୟକ ସୌରଭ ଭରଦ୍ୱାଜଙ୍କୁ ଦଳର ସଭାପତି କରିଛି। ସେ ପୂର୍ବତନ ମନ୍ତ୍ରୀ ଗୋପାଳ ରାୟଙ୍କ…
ମୁଖ୍ୟମନ୍ତ୍ରୀ-ବିଧାୟକଙ୍କ ଦରମା ହେଲା ଦୁଇଗୁଣା, ବିଧାନସଭାରେ ବିଲ ପାସ୍
ବେଙ୍ଗାଲୁରୁ (ଆମ ଟିଭି): କର୍ନାଟକରେ ମୁଖ୍ୟମନ୍ତ୍ରୀ ଏବଂ ବିଧାୟକମାନଙ୍କ ଦରମା ଏବେ ଦ୍ୱିଗୁଣିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ, ସିଦ୍ଧରମୈୟା ସରକାର ବିଧାନସଭାର ଦରମା, ପେନସନ ଏବଂ…
ବଢିଲା ରାହୁଲଙ୍କ ଟେନସନ, କୋର୍ଟ ପଠାଇଲା ନୋଟିସ
ନୂଆଦିଲ୍ଲୀ (ଆମ ଟିଭି): ଉତ୍ତର ପ୍ରଦେଶ ସମ୍ଭଲର ସାଂସଦ-ବିଧାୟକ କୋର୍ଟ ବିରୋଧୀ ଦଳ ନେତା ତଥା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। କୋର୍ଟ ତାଙ୍କୁ ଏକ ନୋଟିସ ଜାରି…