Browsing Category

Politics

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ବଡ଼ଧରଣର ଚୋରି, ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ ଲୁଟେରା

ଭୁବନେଶ୍ୱର (ଆମ ଟିଭି): ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଶନିବାର ରାତିରେ ବଡ଼ ଧରଣର ଚୋରି ହୋଇଛି। ପଟ୍ଟନାୟକଙ୍କ ନୟାପଲ୍ଲୀସ୍ଥିତ ବାସଘରେ ଲୁଟେରା କଳାକନା…

ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ବଢ଼ିଲା ପ୍ରତାପ ଜେନାଙ୍କ ଅଡୁଆ

ଭୁବନେଶ୍ୱର (ଆମ ଟିଭି): ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଡୁଆ ବଢ଼ିଲା । ମାମଲାକୁ ବିଚାର ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ । ୪ ସପ୍ତାହ ଭିତରେ…

ସାଙ୍ଗଠନିକ ନିର୍ବାଚନ ପୂର୍ବରୁ ବିଜେଡିରେ ବଢୁଛି ବିବାଦ

ଭୁବନେଶ୍ୱର (ଆମ ଟିଭି): ବଳ ଗୋଟାଉଛନ୍ତି ମେଳି ବାନ୍ଧୁଥିବା ବିଜେଡିର ଯୁବ ଗୋଷ୍ଠୀ । ଦେବାଶିଷଙ୍କ ଘରୁ ବିଦ୍ରୋହର ସ୍ବର। କୋଟେରୀ ଗ୍ରୁପ୍ ବିରୁଦ୍ଧରେ ଯୁଦ୍ଧଂ ଦେହୀ ଡାକରା ଦେଇଥିବା ଯୁବ…

ଏହିଦିନ ମହାକୁମ୍ଭରେ ବୁଡ ପକାଇବେ ମୋଦି

ନୂଆଦିଲ୍ଲୀ (ଆମ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ଫେବୃଆରୀରେ ମହାକୁମ୍ଭରେ ସ୍ନାନ କରିବେ। ତାଙ୍କର କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ସେହି ଦିନ କଂଗ୍ରେସ ରାଜ୍ୟ ସଭାପତି ଅଜୟ ରାୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି, ଜାଣନ୍ତୁ କେଉଁ ବିଭାଗରେ ମିଳିବ ସୁଯୋଗ

ଭୁବନେଶ୍ୱର (ଆମ ଟିଭି): ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ…

ଟ୍ରମ୍ପ ଦେଲେ ଭାରତକୁ ଖୁସିଖବର, ସାଧାରଣ ଲୋକଙ୍କୁ ମିଳିବ ଆଶ୍ୱସ୍ତି

ଓ୍ବାଶିଂଟନ୍‌(ଆମ ଟିଭି): ଭାରତ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଥିବା ଅଶୋଧିତ ତୈଳ ମୂଲ୍ୟ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ…

କର୍ନାଟକରେ ମୁଖ୍ୟମନ୍ତ୍ରୀ ବଦଳାଇବ କଂଗ୍ରେସ? ସିଦ୍ଧରମୈୟାଙ୍କ ବୟାନକୁ ନେଇ ରାଜନୀତି ସରଗରମ

ବେଙ୍ଗାଲୁରୁ (ଆମ ଟିଭି):: କର୍ନାଟକରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ କରିପାରେ। ଯଦିଓ ଦଳ ପକ୍ଷରୁ ଏ ସମ୍ପର୍କରେ ଆନୁଷ୍ଠାନିକ ଭାବରେ କିଛି କୁହାଯାଇ ନାହିଁ, କିନ୍ତୁ ମୁଖ୍ୟମନ୍ତ୍ରୀ…

ନବ ଦାସ ହତ୍ୟା ତଦନ୍ତ ଦାବି: ଚୂଡାନ୍ତ ନିଷ୍ପତ୍ତି ନେବେ ସରକାର

ଭୁବନେଶ୍ୱର (ଆମ ଟିଭି): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତଦନ୍ତ ପ୍ରକ୍ରିୟା କ’ଣ ହେବ ସେ ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ…

କମେଡିଆନ କପିଲ ଶର୍ମାଙ୍କୁ ମିଳିଲା ହତ୍ୟା ଧମକ

ନୂଆଦିଲ୍ଲୀ (ଆମ ଟିଭି): ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣର ଖବର ମନରୁ ନ ଲିଭୁଣୁ ଆଉ ଜଣେ ଅଭିନେତାଙ୍କୁ ମିଳିଛି ହତ୍ୟା ଧମକ। ହାସ୍ୟ ଅଭିନେତା କପିଲ…

ନବଦାସ ହତ୍ୟାକାଣ୍ଡ: ସୁରେଶ ପୂଜାରୀ କହିଲେ ସାଂଘାତିକ କଥା, ବହୁ ତଥ୍ୟ…

ଭୁବନେଶ୍ୱର (ଆମ ଟିଭି): ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ହତ୍ୟା ମାମଲାରେ ସରକାର ଏବଂ ବିରୋଧୀ ଦଳର ନେତାଙ୍କ ବୟାନ ବାଜି ମଧ୍ୟରେ ସିବିଆଇ…