Browsing Category

Politics

ଦୀପାବଳିରେ ବାଣ ନିଷେଧାଦେଶ କାର୍ଯ୍ୟକାରୀ ହୋଇନି; ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାଣ ଫୁଟାଇବା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏହା ସତ୍ତ୍ୱେ ଦୀପାବଳି ପରେ ରାଜଧାନୀ ବିଶ୍ୱର ସବୁଠୁ…

ଦୁର ହେବ ଦାଦନ ସମସ୍ୟା: ସରକାର ଗଠନ କଲେ ଟାସ୍କଫୋର୍ସ

ଭୁବନେଶ୍ୱର (ଆମ ଟିଭି): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ନଜ୍‌ ଇନଷ୍ଟିଚ୍ୟୁଟ୍‌ର ମ୍ୟାନେଜିଂ ଡ଼ାଇରେକ୍ଟର ଭି. ଶ୍ରୀରାମ ସୋମବାର ସୌଜନ୍ୟମୂଳକ ସାକ୍ଷାତକାର ଓ ଆଲୋଚନା…

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିଲ୍ଲୀ ଗସ୍ତ; ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ(ଆମ ଟିଭି): ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିଲ୍ଲୀ ଗସ୍ତ ।  ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଏହି ଗସ୍ତରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା…

ବାତ୍ୟା କ୍ଷୟକ୍ଷତି ରିପୋର୍ଟ ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, କହିଲେ ପ୍ରାଥମିକ ଆକଳନ ଅନୁସାରେ ହୋଇଛି…

ଭୁବନେଶ୍ୱର (ଆମ ଟିଭି): ବାତ୍ୟା ଦାନା ରାଜ୍ୟର କିଛି ଜିଲାରେ ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୋମବାର ସୂଚନା ଦେଇଛନ୍ତି।…

କହିଲେ, ଆଗକୁ ରାଜନୀତିରେ ଘଟିବ ବଡ ଘଟଣା; ଅମର ଶତପଥୀଙ୍କ ବଡ ବୟାନ

ଭୁବନେଶ୍ୱର (ଆମ ଟିଭି): ଆଗାମୀ  ଦିନରେ ରାଜ୍ୟରେ ବଡ଼ ରାଜନୈତିକ ଘଟଣା ଘଟିବ। ଏହା କହିଛନ୍ତି  ପୂର୍ବତନ ବିଧାୟକ ଅମର ଶତପଥୀ । ବର୍ତ୍ତମାନ ସମୟରେ ବିଭିନ୍ନ ବ୍ୟକ୍ତିଙ୍କ ସହ ରାଜନୈତିକ…

ନିଜ ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ; ବଜାଇଲେ ମାର୍ଦ୍ଦଳ

କେନ୍ଦୁଝର (ଆମ ଟିଭି): ଦୀପାବଳି ଉତ୍ସବରେ ସାମିଲ ହେବାକୁ ମୋହନ ଚରଣ ମାଝୀ ଗୁରୁବାର ନିଜ ଗାଁ କେନ୍ଦୁଝରର ରାଇକଳାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଘରେ ପହଞ୍ଚି ପଇଡ଼ ପାଣି ପିଇବା ସହ ମିଠା…

ପୁଣି ସଲମାନଙ୍କୁ ଜୀବନରୁ ମାରିଦେବାକୁ ଧମକ, ୨ କୋଟି ଦାବି କଲା ଅଜ୍ଞାତ ବ୍ୟକ୍ତି

ନୂଆଦିଲ୍ଲୀ(ଆମ ଟିଭି): ସଲମାନ ଖାନଙ୍କୁ ପୁଣି ଥରେ ମିଳିଛି ହତ୍ୟା ଧମକ । ଆଜି ସକାଳେ ମୁମ୍ବାଇ ଟ୍ରାଫିକ ପୋଲିସ କଣ୍ଟ୍ରୋଲ ରୁମକୁ ଏନେଇ ଏକ ଧମକପୂର୍ଣ୍ଣ ମେସେଜ ଆସିଛି । ମେସେଜ ପଠାଇଥିବା…

ଅମିତ ଶାହଙ୍କ ଗୋଟିଏ ସିଟିରେ ଭାଙ୍ଗିଯିବ ବିଜେଡି; ଜୟନାରାୟଣ ମିଶ୍ର

ଭୁବନେଶ୍ୱର(ଆମ ଟିଭି): ନିର୍ବାଚନ ପରେ ବିଜେଡି ଭାଙ୍ଗିଯିବ ଓ ଅନେତ ନେତା ବିଜେପିରେ ମିଶିବେ ବୋଲି ବିଜେପି ନେତା ଦମ୍ଭୋକ୍ତି ଦେଖାଇ ଆସୁଛନ୍ତି । ଅପରାଜିତା ଷଡଙ୍ଗୀ, ଜୁଏଲ ଓରାମ, ମନମୋହନ…

କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି; ଓଡ଼ିଶାର ୯ଟି ସ୍ଥାନରେ କମିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱର(ଆମ ଟିଭି):  କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି । ଓଡ଼ିଶାର ୩ଟି ଜିଲ୍ଲାର ୯ଟି ସ୍ଥାନରେ କମିଲା ପେଟ୍ରୋଲ ଓ ଡିଜେଲ ଦର । ମଧ୍ୟରାତ୍ରିରୁ ଲାଗୁ ହୋଇଛି ନୂଆ ଦର । ଏନେଇ କେନ୍ଦ୍ର…

ରାସ୍ତାକଡ଼ ଷ୍ଟଲରେ ମୋମୋ ଖାଇ ମହିଳା ମୃତ, ୧୫ ଗୁରୁତର

ନୂଆଦିଲ୍ଲୀ(ଆମ ଟିଭି):  ତେଲଙ୍ଗାନାର ହାଇଦ୍ରାବାଦରେ ଏକ ଅଭାବନୀୟ ଘଟଣା ଘଟିଛି । ଏଠାରେ ରାସ୍ତାକଡ଼ ଷ୍ଟଲରେ ମୋମୋ ଖାଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି ଏବଂ ଅନ୍ୟ ୧୫ ଜଣ ଲୋକ ଗୁରୁତର…