Browsing Category

Politics

୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ବିଧାନସଭା ନିର୍ବାଚନ ଆଜି; ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ…

ନୂଆଦିଲ୍ଲୀ(ଆମ ଟିଭି): ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବୁଧବାର ପ୍ରଥମ ପର୍ଯ୍ୟାୟରେ ୭ ଜିଲାର ୨୪ ଆସନରେ ଭୋଟଗ୍ରହଣ…

ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ: ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଆମ ଟିଭି): ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ଭାଜପା ନେତା ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥତାବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ…

ସୁଭଦ୍ରାକୁ ନେଇ ବିଜେଡିର କାଉଣ୍ଟର; ଲେଖିଲେ ୫୦ ହଜାର, ଦେଲେ ୫ ହଜାର

ଭୁବନେଶ୍ୱର(ଆମ ଟିଭି): କେନ୍ଦ୍ର ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ ଅଗ୍ରାଧିକାର ନୁହେଁ, ଅବହେଳା କରିଥିବା ବିଜେଡି ଅଭିଯୋଗ କରିଛି।  ଶଙ୍ଖଭବନରେ ଆୟୋଜିତ   ଖବରଦାତା ସମ୍ମିଳନୀରେ ବିଜେଡିର…

ମହଙ୍ଗା ପଡ଼ିଲା ସେନା ଅଧିକାରୀଙ୍କୁ ଅଟକ; ନିଲମ୍ବିତ ହେଲେ ୫ ପୋଲିିସ ଅଧିକାରୀ

ଭୁବନେଶ୍ୱର(ଆମ ଟିଭି): ଭରତପୁର ଥାନାର ମାଡ଼ ଓ ଅନ୍ୟାୟ କାହାଣୀର ସତ୍ୟତା ଯେତିକି ଯେତିକି ଆଗକୁ ଆସୁଛି ପୋଲିସର ଅସଲ ଚେହେରା ସାମ୍ନାକୁ ଆସୁଛି। ଆର୍ମି ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ…

କେଜ୍ରିୱାଲଙ୍କ ପତ୍ନୀ ନୁହେଁ ଏହି ମହିଳା ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ (ଆମ ଟିଭି): ଅରବିନ୍ଦ କେଜ୍ରିୱାଲଙ୍କ ସ୍ଥାନରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ୪୩ବର୍ଷୀୟା ଆତିଶୀ ମାର୍ଲେନ। ଆଜି ଆପର ବିଧାୟକ ଦଳ ବୈଠକରେ ସର୍ବ ସମ୍ମତିକ୍ରମେ ଆତିଶୀଙ୍କ…

ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ, ମାତ୍ର ୨୬ଟଙ୍କା ଲିଟରରେ ଚାଲିବ କାର!

ନୂଆଦିଲ୍ଲୀ (ଆମ ଟିଭି): ନୂଆ ସରକାର ଗଠନ ପରେ ଜନସାଧାରଣ ଆଶା କରିଥିଲେ ଯେ ବୋଧହୁଏ ସାଧାରଣ ବଜେଟ ସମୟରେ ସରକାର ପେଟ୍ରୋଲ ଏବଂ ଡିଜେଲକୁ ଜିଏସଟି ଅଧୀନରେ ଆଣି ସେମାନଙ୍କ ହାର ହ୍ରାସ କରିବେ।…

ଯେଉଁ ରାଜ୍ୟ ଜିତାଇଲା ସେଇଠି ଜନ୍ମଦିନ ପାଳିବେ PM ମୋଦୀ

ଭୁବନେଶ୍ୱର (ଆମ ଟିଭି): ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୩ ତମ ଜନ୍ମଦିନ। ପ୍ରଥମ ଥର ପାଇଁ ସେ ତାଙ୍କ ଜନ୍ମଦିନ ଅବସରରେ ଦିଲ୍ଲୀ, ଗୁଜରାଟ ଛାଡି ଜଗନ୍ନାଥଙ୍କ ମାଟିକୁ ଆସିବେ। ଆଉ…

ଇସ୍ତଫା ଦେବାର ୧୫ ଦିନ ମଧ୍ୟରେ ନିଜ ବଙ୍ଗଳା ଛାଡିବେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ(ଆମ ଟିଭି): ଅବକାରୀ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ ପାଇ ବାହାରକୁ ଆସିବାର ଦିନକ ପରେ କେଜ୍ରିୱାଲ ଇସ୍ତଫା ଦେବେ ବୋଲି ଘୋଷଣା କରିଛନ୍ତି। ତାଙ୍କର ଏହି…

୭୪ବର୍ଷରେ ପଦାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ; ଛୁଟୁଛି ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ (ଆମ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ଜନ୍ମଦିନ। ୭୪ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୁଟିଛି ଶୁଭେଚ୍ଛାର ସୁଅ। ୧୯୫୦ ମସିହା…

କ୍ଷମତାକୁ ଆସିବାର ଘଣ୍ଟାକ ଭିତରେ ବନ୍ଦ୍‌ ହେବ ମଦ: ଚର୍ଚ୍ଚାରେ ପ୍ରଶାନ୍ତ କିଶୋରଙ୍କ ବୟାନ

ନୂଆଦିଲ୍ଲୀ (ଆମ ଟିଭି); ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିହାରରେ ନିର୍ବାଚିତ ହୋଇ କ୍ଷମତାକୁ ଆସିଲେ ଏକ ଘଣ୍ଟା ମଧ୍ୟରେ ମଦ ଉପରେ ପ୍ରତିବନ୍ଧକ ଲଗାଇବେ ବୋଲି ବୟାନ ଦେବା ପରେ…