Browsing Category
Politics
ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ କରିବା ପରେ ମାମଲା…
ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା
ଭୁବନେଶ୍ୱର: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ କରାଯିବ। ଏନେଇ ରାଜସ୍ୱ ଓ…
ଟେଲିଗ୍ରାମର ବଢ଼ିଲା ସମସ୍ୟା: ୧୫ ଦିନ ପାଇଁ ଅଲଟିମେଟମ୍ ଦେଲେ ସରକାର
ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ୱାଟ୍ସଆପରେ ଏକ ନୂତନ ଫିଚର୍ ୟୁଜରନେମ୍ ପ୍ରଚଳନ କରାଯାଇଛି, ଯାହା ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ୟୁଜରନେମ୍ ବିଷୟରେ ଅନେକ ପ୍ରଶ୍ନ ଉଠିବା…
ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ବଙ୍ଗଳା ଟିଏମସି ମୁଖ୍ୟ
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ତାଙ୍କର ଘନିଷ୍ଠ ସହଯୋଗୀ, ବଙ୍ଗଳା…
ଜୁଲାଇ ୨୦ରୁ ସଂସଦର ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ: ଚଳିତବର୍ଷ ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ। ଭାରତ ସରକାରଙ୍କ ସୁପାରିଶକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିବା ପରେ…
ନବୀନ ଓ ପାଣ୍ଡିଆନ୍ଙ୍କୁ କୋର୍ଟ ନୋଟିସ୍
ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତତ୍କାଳୀନ ୫-ଟି ସଚିବ ଭି.କେ ପାଣ୍ଡିଆନ୍ଙ୍କ ପାଇଁ ଆଇନଗତ ଅଡ଼ୁଆ ବଢ଼ିଛି। ରାଜ୍ୟର ବିଭିନ୍ନ ସ୍ଥାନକୁ ପାଣ୍ଡିଆନ୍ଙ୍କ ବାରମ୍ବାର…
ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି । ଓଡ଼ିଶାର…
ଜୁଲାଇ ୨୦ ରୁ ସଂସଦର ମୌସୁମୀ ଅଧିବେଶନ: ସରକାରଙ୍କର ଫୋକସରେ ରହିବ ଏହି ବିଲ
ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଆଶା କରାଯାଉଛି। ସୂଚନା ଅନୁଯାୟୀ ଚାରି ସପ୍ତାହ ବ୍ୟାପୀ ମୌସୁମୀ…
ଅମରନାଥ ଯାତ୍ରୀଙ୍କ ପାଇଁ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ ମୋଦି, ନେବାକୁ କହିଲେ ୫ ସଂକଳ୍ପ
ନୂଆଦିଲ୍ଲୀ : ଆଜିଠାରୁ ଆରମ୍ ହୋଇଛି ପବିତ୍ର ଅମରନାଥ ଯାତ୍ରା । ବର୍ଷା ମଧ୍ୟରେ ବାଲଟାଲ ଏବଂ ପହଲଗାମ ବେସ୍ କ୍ୟାମ୍ପରୁ ଗତକାଲି ଠାରୁ ଆସିଥିବା ପ୍ରଥମ ଶ୍ରଦ୍ଧାଳୁ ବ୍ୟାଚ୍ ଯାତ୍ରା ପାଇଁ…
ବିଜେପିରେ ମିଶିଲେ ପୂର୍ବତନ ସାଂସଦ ମଞ୍ଜୁଲତା ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ
ବିଜେପିରେ ମିଶିଲେ ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ତାଙ୍କ ସ୍ୱାମୀ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ । ଭଦ୍ରକର ପ୍ରଭାବଶାଳୀ ‘ମଣ୍ଡଳ ଦମ୍ପତି’ ଆନୁଷ୍ଠାନିକ ଭାବରେ ଭାରତୀୟ ଜନତା…