Browsing Category
Politics
ଇସ୍ତଫା ଦେଲେ ରାଜ୍ୟପାଳ: ଲଢିପାରନ୍ତି ନିର୍ବାଚନ
ନୂଆଦିଲ୍ଲୀ (ଆମ ଟିଭି): ତେଲେଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରାଜନ ଇସ୍ତଫା ଦେଇଛନ୍ତି। ତାମିଲନାଡୁରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ରହିଛି। ୨୦୧୯…
ସୁପ୍ରିମକୋର୍ଟରୁ ଏସବିଆଇକୁ ପୁଣି ଝଟକା: ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା ସମସ୍ତ ତଥ୍ୟ ଦେବ ଏସବିଆଇ
ନୂଆଦିଲ୍ଲୀ (ଆମ ଟିଭି): ସୁପ୍ରିମକୋର୍ଟରୁ ଏସବିଆଇକୁ ପୁଣି ଝଟକା । ନିର୍ବାଚନୀ ବଣ୍ଡ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି । ପୁଣି ଏସବିଆଇ ଉପରେ ବର୍ଷିଲେ ସୁପ୍ରିମକୋର୍ଟ । କଣ ପାଇଁ ପୂରା…
ପୁରୀରୁ ଆରମ୍ଭ ହେଲା ବିଜେଡିର ଟିକେଟ୍ କସରତ
ପୁରୀ (ଆମ ଟିଭି): ପୁରୀରୁ ଆରମ୍ଭ ହେଲା ବିଜେଡିର ଟିକେଟ୍ କସରତ । ନବୀନ ନିବାସରେ ପହଂଚିଛନ୍ତି ପୁରୀ ସଂସଦୀୟ କ୍ଷେତ୍ରର ନେତା । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ…
ଜୁଏଲ ଓରାମଙ୍କ ବଡ଼ ବୟାନ: ମେଂଟ ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ
ଭୁବନେଶ୍ୱର (ଆମ ଟିଭି): ଦିଲ୍ଲୀ ଯିବା ପୂର୍ବରୁ ସାଂସଦ ଜୁଏଲ ଓରାମଙ୍କ ବଡ଼ ବୟାନ । କହିଲେ, ମେଂଟ ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ । ସମ୍ଭାବ୍ୟ ପ୍ରାର୍ଥୀଙ୍କ ତାଲିକା କେନ୍ଦ୍ରକୁ ପଠାଯାଇଛି ।…
ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
ଭୁବନେଶ୍ୱର (ଆମ ଟିଭି): ମେଣ୍ଟ ଚର୍ଚ୍ଚା ଭିତରେ ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟ ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ହୋଇଥିବା ସମ୍ଭାବ୍ୟ ପ୍ରାର୍ଥୀ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ
ନୂଆଦିଲ୍ଲୀ (ଆମ ଟିଭି): କେଜ୍ରିୱାଲଙ୍କୁ ପୁଣି ସମନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଥରେ ସମନ ପଠାଇଛି ପ୍ରବର୍ତ୍ତର୍ନ ନିର୍ଦ୍ଦେଶାଳୟ ଇଡି । ଏହା କେଜ୍ରିୱାଲଙ୍କୁ…
ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଚୂଡାନ୍ତ କଲା ରାଜ୍ୟ ଭାଜପା, ଘୋଷଣାକୁ ଅପେକ୍ଷା…
ଭୁବନେଶ୍ୱର (ଆମ ଟିଭି): ନିର୍ବାଚନ ତାରିଖ ଘୋଷଣା ହେବା ପରେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରିଛି ଭାଜପା। ଶନିବାର ଭୁବନେଶ୍ୱର ରାଜ୍ୟ ଅଫିସରେ ହୋଇଥିବା ନିର୍ବାଚନ କମିଟି ବୈଠକରେ…
ଓଡ଼ିଶାରେ ନିର୍ବାଚନ ଲଢିବ ଆପ୍: ଅରବିନ୍ଦ କେଜରିୱାଲ ଓଡ଼ିଶା ଆସିବେ
ଭୁବନେଶ୍ୱର (ଆମ ଟିଭି): ଓଡ଼ିଶା ରାଜନୀତିରେ ଏକ ପରିବର୍ତ୍ତନର ସଙ୍କେତ ମିଳୁଛି। ଭାଜପା ଓ ବିଜେଡି ମେଣ୍ଟ ହେବ ବୋଲି କୁହାଯାଉଛି। ଲୋକଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି, ବିଜେଡିକୁ କବ୍ଜାକୁ…
ବଢ଼ିଲା ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା
ଭୁବନେଶ୍ୱର (ଆମ ଟିଭି): ସରପଞ୍ଚଙ୍କ ପରେ ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି ଓଡିଶା ସରକାର। ଆସନ୍ତା ଏପ୍ରିଲ ୧ ତାରିଖରୁ ଲାଗୁ ହେବ ଏହି ବର୍ଦ୍ଧିତ ଦରମା ଲାଗୁ ହେବ।…
ବିଜେପିରେ ମିଶିଲେ ପ୍ରସିଦ୍ଧ ଗାୟିକା ଅନୁରାଧା ପୌଡଓ୍ବାଲ
ନୂଆଦିଲ୍ଲୀ (ଆମ ଟିଭି): ପ୍ରସିଦ୍ଧ ଗାୟିକା ଅନୁରାଧା ପୌଡଓ୍ବାଲ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଛନ୍ତି। ଶନିବାର ଅପରାହ୍ନରେ ଭାଜପା ଅଫିସରେ ପହଞ୍ଚି ସେ ଦଳରେ ସାମିଲ ହୋଇଛନ୍ତି।…