Browsing Category
Politics
ମାଲକାନଗିରିରେ ଉତ୍ତେଜନା: ଆହୁରି ୨୪ ପାଇଁ ଇଣ୍ଟରନେଟ୍ କଟକଣାକୁ ବୃଦ୍ଧି କରିଛି ପ୍ରଶାସନ
ଭୁବନେଶ୍ୱର (ଆମ ଟିଭି): ଦିନକୁ ଦିନ ମାଲକାନଗିରିରେ ଉତ୍ତେଜନା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆହୁରି ୨୪ ଘଣ୍ଟା ପାଇଁ ମାଲକାନଗିରିରେ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି।…
ଖଡ଼ଗେଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ମୋକିମ; ରାହୁଲଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ
ଭୁବନେଶ୍ୱର (ଆମ ଟିଭି): ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ନିଜ ଦଳର ନେତା । ଭକ୍ତ ଦାସ ନିଜ ଦଳ ନୁହେଁ ବରଂ ଅନ୍ୟ ଦଳ ପାଇଁ କାର୍ଯ୍ୟ କରୁଛନ୍ତି ।…
ପୋଲିସ ଏସ୍ଆଇ କେଳେଙ୍କାରୀ ମାମଲା: ୨ ଦିନିଆ ରିମାଣ୍ଡରେ ଗଲା ନୀତିଶ କୁମାର
ଭୁବନେଶ୍ୱର (ଆମ ଟିଭି): ପୋଲିସ ଏସ୍ଆଇ କେଳେଙ୍କାରୀ ମାମଲାରେ ସିବିଆଇର ରିମାଣ୍ଡ ଆବେଦନକୁ ସ୍ୱତନ୍ତ୍ର ଅଦାଲତ ମଞ୍ଜୁରି ପ୍ରଦାନ କରିଛନ୍ତି । ଆଜିଠାରୁ ୨ ଦିନିଆ ରିମାଣ୍ଡରେ ଗଲା ନୀତିଶ…
ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରି
ଭୁବନେଶ୍ୱର (ଆମ ଟିଭି): ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ ପାଞ୍ଚ ବର୍ଷ ମଧ୍ୟରେ ଓଡ଼ିଶାର ସରକାରୀ ହସ୍ପିଟାଲଗୁଡ଼ିକରେ ସାଧାରଣ ପ୍ରସବ ସଂଖ୍ୟା ଯଥେଷ୍ଟ ଅଧିକ…
ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା
ଭୁବନେଶ୍ୱର (ଆମ ଟିଭି): ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ବିଧାନସଭା ସଦସ୍ୟଙ୍କ ଦରମା, ଭତ୍ତା ଓ ପେନସନ ସଂଶୋଧନ ବିଲ୍ ଏବଂ ବାଚସ୍ପତି, ଉପ ବାଚସ୍ପତିଙ୍କ ଦରମା, ଭତ୍ତା ସଂଶୋଧନ ବିଲ୍…
ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ
ଭୁବନେଶ୍ୱର (ଆମ ଟିଭି): ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ପାଇଁ ପରୀକ୍ଷା ସୂଚୀ…
ଇଣ୍ଡିଗୋର ଶୀତକାଳୀନ ଉଡ଼ାଣ ସୂଚୀ ହ୍ରାସ କରାଯିବ, ଅନ୍ୟ ଏୟାରଲାଇନ୍ସକୁ ଦିଆଯିବ ସ୍ଲଟ୍, ସରକାରଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ (ଆମ ଟିଭି): ବହୁ ସଂଖ୍ୟକ ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ହେବା ପରେ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ସରକାର କହିଛନ୍ତି ଯେ ଇଣ୍ଡିଗୋ ବର୍ତ୍ତମାନ ୨୨୦୦ ଉଡ଼ାଣ…
ମାତ୍ରାଧିକ ବିମାନଭଡ଼ା ବୃଦ୍ଧି ଉପରେ ରୋକ ଲଗାଇଲେ କେନ୍ଦ୍ର ସରକାର
ଇଣ୍ଡିଗୋ ବିମାନ ସଙ୍କଟ ପରେ ସାରା ଦେଶରେ ଘରୋଇ ବିମାନ ଭଡ଼ା ବୃଦ୍ଧି ସମ୍ପର୍କରେ ବଢ଼ୁଥିବା ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କେନ୍ଦ୍ର ସରକାର ଆଜି ବିମାନ କମ୍ପାନୀଗୁଡ଼ିକ…
ପୋଲିସ୍ SI ପରୀକ୍ଷା ସ୍କାମ୍; SSB ଯବାନଙ୍କ ସମେତ ୨ ଗିରଫ
ଭୁବନେଶ୍ୱର (ଆମ ଟିଭି): ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ଘଟଣାରେ ସିବିଆଇର ତନାଘନା ଜାରି ରହିଛି । ଆଉ ଜଣେ SSB ଯବାନଙ୍କ ସମେତ ୨ ଜଣ ଗିରଫ ହୋଇଥିବା ଜଣାପଡିଛି । ଦୁଇ ଦିନ…
ଘଟଗାଁ ତାରିଣୀ ପୀଠ ପାଇଁ ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ
ଘଟଗାଁ (ଆମ ଟିଭି): ଝଟକିବ ଘଟଗାଁ ମା ତାରିଣୀଙ୍କ ପୀଠ । ପୀଠର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଘଟଗାଁରେ ପହଞ୍ଚିବା ପରେ ମା ତାରିଣୀଙ୍କ…