Browsing Category
Politics
ଅକ୍ଟୋବର ଶେଷ ସୁଦ୍ଧା ବଜେଟର ୩୯ ପ୍ରତିଶତ ଖର୍ଚ୍ଚ ହୋଇଛି: ପୃଥ୍ବୀରାଜ
ଭୁବନେଶ୍ୱର (ଆମ ଟିଭି): ଅକ୍ଟୋବର ଶେଷ ସୁଦ୍ଧା ବଜେଟ୍ ଖର୍ଚ୍ଚ ୧ ଲକ୍ଷ ୧୪ ହଜାର ୫୧୮ କୋଟି । ଯାହାକି ମୋଟ ବଜେଟ୍ର ୩୯ ପ୍ରତିଶତ। ଗତ ବର୍ଷ ତୁଳନାରେ ଖର୍ଚ୍ଚର ପରିମାଣ ଅଧିକ ରହିଛି ।…
ରାଜ୍ୟର ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡ଼ିକର ହେବ ନବ କଳେବର
ଭୁବନେଶ୍ୱର (ଆମ ଟିଭି): ରାଜ୍ୟର ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡ଼ିକର ହେବ ନବ କଳେବର। ମଡେଲ ଯୋଜନା ଅନୁଯାୟୀ ନୂଆ କଲେକ୍ଟରେଟ୍ କୋଠା ନିର୍ମାଣ ହେବ । କଲେକ୍ଟରେଟ୍ କୋଠାରେ…
ରାଜ୍ୟରୁ ତଡ଼ି ପାର ହେଲେଣି ୪୯ ବାଂଲାଦେଶୀ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର (ଆମ ଟିଭି): ରାଜ୍ୟରୁ ତଡ଼ି ପାର ହେଲେଣି ୪୯ ବାଂଲାଦେଶୀ। ନୂଆ ସରକାର ଆସିବା ପରେ ୫୧ ବାଂଲାଦେଶୀ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୯ ଜଣଙ୍କୁ ବଂଲାଦେଶ ପଠାଯାଇଥିବା…
କିଟ୍ ବିଶ୍ବବିଦ୍ୟାଳୟର ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର (ଆମ ଟିଭି): କିଟ୍ ବିଶ୍ବବିଦ୍ୟାଳୟର ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର । କିଟ୍ ବିଶ୍ବବିଦ୍ୟାଳୟର ହଷ୍ଟେଲରୁ ସନ୍ଦେହଜନକ ଅବସ୍ଥାରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି।…
ୱାଶିଂଟନ ପରେ କାଲିଫର୍ନିଆରେ ଭୟଙ୍କର ଗୁଳିକାଣ୍ଡ, ୪ ମୃତ ଓ ୧୯ ଆହତ
କାଲିଫର୍ନିଆ (ଆମ ଟିଭି): ୱାଶିଂଟନରେ ନ୍ୟାସନାଲ୍ ଗାର୍ଡ ସଦସ୍ୟଙ୍କ ଉପରେ ଆକ୍ରମଣର ୩ ଦିନ ପରେ କାଲିଫର୍ନିଆର ଷ୍ଟକଟନ୍ରେ ଏକ ବଡ଼ ଗୁଳିକାଣ୍ଡ ଘଟିଛି । ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଛି…
ସମ୍ପତ୍ତି ଘୋଷଣା ବିନା ଓଡ଼ିଶା ସରକାରୀ କର୍ମଚାରୀଙ୍କୁ ପଦୋନ୍ନତି ମିଳିବ ନାହିଁ
ଭୁବନେଶ୍ୱର (ଆମ ଟିଭି): ସମ୍ପତ୍ତି ତାଲିକା ନଦେଲେ ହେବନି ପ୍ରମୋସନ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ଚିଠି। ସବୁ ବିଭାଗକୁ ଚିଠି ଲେଖିଲେ ACS ସୁରେନ୍ଦ୍ର କୁମାର । ଜାନୁଆରି…
କାଲିଠୁ ବାରବାଟୀ ଟିଟ୍ବେଣ୍ଟି ପାଇଁ ଅନଲାଇନ୍ ଟିକେଟ ବିକ୍ରି, ୫ ରୁ ଅଫଲାଇନରେ ଟିକେଟ୍ ବିକ୍ରି
କଟକ : କାଲିଠୁ ବାରବାଟୀ ଟିଟ୍ବେଣ୍ଟି ପାଇଁ ଅନଲାଇନ୍ ଟିକେଟ ବିକ୍ରି । ଡିସେମ୍ବର ୯ରେ କଟକ ବାରବାଟୀରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା T20 ମ୍ୟାଚ ପାଇଁ କାଲିଠୁ ଆରମ୍ଭ ହେବ…
ଶିକ୍ଷକ ବଦଳି ମାମଲାରେ ରାଜ୍ୟ ସରକାରଙ୍କୁ ଝଟକା, ହାଇକୋର୍ଟ ଖାରଜ କଲେ ଚିଠି
କଟକ(ଆମ ଟିଭି): ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଝଟକା । ରାଜ୍ୟ ସରକାର କରିଥିବା ଚିଠିକୁ ଖାରଜ କଲେ ହାଇକୋର୍ଟ । ୧୫ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ବଦଳି ପାଇଁ…
ଆଜିଠୁ ଆରମ୍ଭ ବିଧାନସଭାର ଶୀତକାଳୀନ ଅଧିବେଶନ; ସମ୍ବୋଧନ କରିବେ ରାଷ୍ଟ୍ରପତି
ଭୁବନେଶ୍ୱର (ଆମ ଟିଭି): ଆଜିଠୁ ଆରମ୍ଭ ବିଧାନସଭାର ଶୀତକାଳୀନ ଅଧିବେଶନ। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବେ। ସେଥିପାଇଁ ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି…
ଆଜି ରାଷ୍ଟ୍ରପତି କିଛି ସମୟ ପାଇଁ ହେବେ ମନ୍ତ୍ରୀ, ଜାଣନ୍ତୁ କେମିତି…?
ଭୁବନେଶ୍ବର(ଆମ ଟିଭି): ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କିଛି ସମୟ ପାଇଁ ମନ୍ତ୍ରୀ ହେବେ। ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। କାରଣ ଆଜି ରାଷ୍ଟ୍ରପତି କିଛି ସମୟ…