Browsing Category

Politics

ବିହାରରେ ଦ୍ବିତୀୟ ପର୍ଯ୍ଯାୟ ନିର୍ବାଚନ ପାଇଁ ଭୋଟିଂ, ଆସନ୍ତା ୧୪ ତାରିଖରେ ପ୍ରକାଶ ପାଇବ ଫଳାଫଳ

ନୂଆଦିଲ୍ଲୀ(ଆମ ଟିଭି): ବିହାର ବିଧାନସଭା ନିର୍ବାଚନ ପାଇଁ ବି ଚାଲିଛି ଭୋଟିଂ । ଦ୍ବିତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ମୋଟ ୨୪୩ଟି ଆସନ ମଧ୍ୟରୁ ୧୨୨ଟି ଆସନରେ ହେଉଛି ମତଦାନ । ୧୩୦୨…

ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାର କେନ୍ଦ୍ରାଞ୍ଚଳ ଅଞ୍ଚଳର ସବୁ ଜିଲ୍ଲାରେ ହାଇଆଲର୍ଟ, ଶ୍ରୀମନ୍ଦିର, ସୂର୍ଯ୍ୟମନ୍ଦିର ଓ…

ଭୁବନେଶ୍ୱର (ଆମ ଟିଭି): ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାର କେନ୍ଦ୍ରାଞ୍ଚଳ ଅଞ୍ଚଳର ସବୁ ଜିଲ୍ଲାରେ ଜାରି ହୋ ଇଛି ହାଇଆଲର୍ଟ । ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର…

ନୂଆପଡ଼ା ଉପନିର୍ବାଚନ ପାଇଁ ଚାଲିଛି ମତଦାନ, ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପ୍ରାୟ ଅଢେଇ ଲକ୍ଷ ଭୋଟର

ଭୁବନେଶ୍ୱର (ଆମ ଟିଭି): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଦିନ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ରାଜ୍ୟର ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ସେମାନଙ୍କ ମତାଧିକାର…

ଅପଶବ୍ଦ ବ୍ୟବହାର ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୁଲ ମାଗନ୍ତୁ: ଭକ୍ତ ଦାସ

ଭୁବନେଶ୍ୱର (ଆମ ଟିଭି):  ନିର୍ବାଚନ ପ୍ରଚାରର ଶେଷ ଦିନରେ ନୂଆପଡ଼ାର ଖୁଣ୍ଟିଆ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ କୁ ସମ୍ବୋଧିତ କରି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି କଂଗ୍ରେସର…

ଜମୁଛି କଟକ ଐତିହାସିକ ବାଲିଯାତ୍ରା, ଆଜି ଷଷ୍ଠ ଦିନରେ ଖଚାଖଚ ଭିଡ଼

କଟକ (ଆମ ଟିଭି): କଟକ ଐତିହାସିକ ବାଲିଯାତ୍ରାର ଆଜି ହେଉଛି ଷଷ୍ଠ ଦିନ। କିଣାବିକା ସହ ଚଟପଟି ଖାଦ୍ୟର ମଜା ଲୁଟିବାକୁ ପରିବାର ସହ ଛୁଟି ଆସୁଛନ୍ତି ଲୋକେ । ଗତକାଲି ରବିବାର ଥିବାରୁ ଆମିଷ…

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ: ‘ମାଣ୍ଡିଆ ଦିବସ’ରେ ଦେବେ ଯୋଗ

ନୂଆଦିଲ୍ଲୀ (ଆମ ଟିଭି): କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ, ସେ ରାଜ୍ୟରେ…

ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆୟକର ଚଢାଉ

ଭୁବନେଶ୍ୱର (ଆମ ଟିଭି): ବିଜେଡି ନେତାଙ୍କ ଘରେ ଆୟକର ଚଢାଉ । ନୂଆପଡ଼ାରେ ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆୟକର ଚଢାଉ । କୋମନା ବ୍ଲକ୍‌ର ପୂର୍ବତନ ଅଧ୍ୟକ୍ଷ ମନୋଜ ମିଶ୍ରଙ୍କ ବାସଭବନରେ…

ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ

ଭୁବନେଶ୍ୱର (ଆମ ଟିଭି): ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ। ଏଥିପାଇଁ ଶନିବାର ଭାରତୀୟ ବାୟୁସେନାର ବିମାନ ପ୍ରଥମ ଥର ପାଇଁ ଗୋତମା ଏୟାରଷ୍ଟ୍ରିପରେ ନିରାପଦ ଅବତରଣ…

ନୂଆପଡ଼ା ଉପନିର୍ବାଚନରେ ନବୀନଙ୍କ ପ୍ରଚାରରେ ଘାଇଲା ହୋଇଛି ବିଜେପି: ବିଜେଡି

ଭୁବନେଶ୍ୱର (ଆମ ଟିଭି): ରାଜ୍ୟର ବହୁ ଚର୍ଚ୍ଚିତ ନୂଆପଡ଼ା ଉପନିର୍ବାଚନରେ ଭୋଟ ପଡ଼ିବାକୁ ୨୪ ଘଣ୍ଟା ବାକି ଥିବାବେଳେ ଭୋଟରଙ୍କ ମନ ଜିଣିବାରେ କୌଣସି ସୁଯୋଗ ହାତଛଡା କରି ନାହିଁ ବିଜେଡି ।…

ଆସନ୍ତା ୧୩ରେ ବାଲେଶ୍ୱର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ଆମ ଟିଭି): ଆସନ୍ତା ୧୩ ତାରିଖରେ ବାଲେଶ୍ୱର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ଏକତା ଦୌଡ଼ରେ ହେବେ ସାମିଲ। ନୀଳଗିରିଠାରୁ…