Browsing Category

Special

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ବର: ପଛକୁ ପଛ ଲଘୁଚାପ । ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲୋ ପ୍ରେସର। ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ତତସଂଲଗ୍ନ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ…

ଜୟପୁରରେ ସରକାରୀ ସ୍କୁଲରେ ପହଞ୍ଚିଥିଲେ CJP କର୍ମୀ, ବାହାର କରିଦେଲେ ଗ୍ରାମବାସୀ

ଜୟପୁର : ରାଜସ୍ଥାନର ଜୟପୁରରେ CJP କର୍ମୀଙ୍କୁ ଆକ୍ରମଣ କରିଛନ୍ତି ଗ୍ରାମବାସୀ । CJP କର୍ମୀଙ୍କୁ ଠେଲାପେଲା କରିବା ସହ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ ଗ୍ରାମବାସୀ । ରାଜସ୍ଥାନ ଜୟପୁରର ରାମପୁରା…

ଅନଲାଇନ ଅଟୋ ଚାଳକଙ୍କ ହିଂସାତ୍ମକ ଆଚରଣ ଘଟଣା, କ୍ଷମା ମାଗିଲା ସଂଘ

ଭୁବନେଶ୍ୱର : ମାଷ୍ଟରକ୍ୟାଣ୍ଟିନରେ ଅନଲାଇନ ଅଟୋ ଚାଳକଙ୍କ ହିଂସାତ୍ମକ ଆଚରଣ । ମୁହଁ ଖୋଲିଲେ ସ୍ମାର୍ଟ ସିଟି ଅନଲାଇନ ଟ୍ୟାକ୍ସି ଓ ଅଟୋମହାସଂଘର ସଭାପତି ଦୀନବନ୍ଧୁ ନାୟକ । ସେଦିନର ଘଟଣା…

ଜେଲ୍ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣ ବୃଦ୍ଧି, ଉପକୃତ ହେବେ ୨୫୦୦ କର୍ମଚାରୀ ଓ ଅଧିକାରୀ

ଭୁବନେଶ୍ୱର : ରାଜ୍ୟ ସରକାର ଜେଲ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ବାର୍ଷିକ ୟୁନିଫର୍ମ ଭତ୍ତା ଦୁଇ ଗୁଣ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…

ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଦୁଃଖଦ ଖବର, ଚାଲିଗଲେ ସ୍ଵରର ଯାଦୁଗର ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର : ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଦୁଃଖଦ ଖବର । ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଓଡ଼ିଆ…

ରକ୍ଷା ବନ୍ଧନରେ ଆସିବ ସୁଭଦ୍ରା ଟଙ୍କା, ପ୍ରଥମ ଥର ପାଇବେ ୨.୨୧ ଲକ୍ଷ ହିତାଧିକାରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆସନ୍ତା ୨୮ ତାରିଖରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା । ରକ୍ଷାବନ୍ଧନ ଅବସରରେ ଯୋଗ୍ୟ ହିତାଧିକାରୀଙ୍କୁ ୧…

ଆଉ ଚଳିବନି ଅନଲାଇନ୍ ଡ୍ରାଇଭରଙ୍କ ମନମାନି, ଆସିବ କଡ଼ା ନିୟମ

ଭୁବନେଶ୍ବର: ଆଉ ଚଳିବନି ଅନଲାଇନ ଡ୍ରାଇଭରଙ୍କ ମନମାନି। ଆସିବ କଡ଼ା ନିୟମ। ଡ୍ରାଇଭରଙ୍କ ଆନ୍ଦୋଳନ ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ପ୍ରତିକ୍ରିୟା। ଓଡିଶା ଯାତ୍ରୀ ଆପକୁ ବ୍ୟାପକ…

‘ପିଙ୍କିସୂତ୍ର’ ପୁସ୍ତକ ଲୋକାର୍ପଣ

ଜୀବନକୁ ନିଜ ବାଗେର ବଞ୍ଚିବାର ମୂଳମନ୍ତ୍ରଟି କ’ଣ? ସମସ୍ତଙ୍କୁ ଆପଣା କରିବା ଓ ନିଜେ ଖୁସି ରହିବାର ସୂତ୍ରଟି କ’ଣ? ହରାଇବାର ଦୁଃଖକୁ ପାଇବାର ସୁଖରେ ରୂପାନ୍ତରିତ କରିବାର କଳାଟି କେଉଁଠି…

ମହିଳା ସ୍ୱଚ୍ଛତା ଓ ଋତୁସ୍ରାବ ସଚେତନତା କାର୍ଯ୍ୟକ୍ରମ

ଆଜି ସାଲିଆ ସାହିସ୍ଥିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ ଛାତ୍ରୀମାନେ ଏବଂ ସେମାନଙ୍କ ମାଆମାନଙ୍କ ପାଇଁ ଏକ ସାର୍ଥକ ମହିଳା ସ୍ୱଚ୍ଛତା ଓ ଋତୁସ୍ରାବ ସଚେତନତା କାର୍ଯ୍ୟକ୍ରମ ଆୟୋଜନ…

କୋଲକତା ATC ବିଲିଡିଂରେ ଲାଗିଲା ନିଆଁ, ଏୟାରପୋର୍ଟ କର୍ତ୍ତୃପକ୍ଷ ଭୟଭୀତ

କୋଲକତା : କୋଲକତା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ATC ବିଲିଡିଂର ଦ୍ବିତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଛି । ସୂଚନା ମିଳିବା ପରେ ଏୟାରପୋର୍ଟ ଫାୟର ସର୍ଭିସ…