Browsing Category
Special
୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର (ଆମ ଟିଭି): ଆସନ୍ତା ଜାନୁଆରୀ ୧୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ…
ବିବାହ ବିଚ୍ଛେଦ ମାମଲାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ମାମଲା ବିଚାରାଧୀନ ଥିଲେ ଜଣେ ନେଇପାରିବେ…
କଟକ (ଆମ ଟିଭି): ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି…
ଆସନ୍ତା ୧୩ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ
ଭୁବନେଶ୍ବର (ଆମ ଟିଭି): ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨…
ଧଉଳି, ଚିଲିକା ବୁଲନ୍ତୁ; ଡାଲମା, ରସଗୋଲାର ମଜା ନିଅନ୍ତୁ: ପ୍ରବାସୀ ଭାରତୀୟଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର (ଆମ ଟିଭି): ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହୋଇଥିବା ଅଷ୍ଟାଦଶ…
ନିର୍ଦ୍ଦୋଷରେ ଖଲାସ ହେଲେ ଏମ୍ପି ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ୱର (ଆମ ଟିଭି): ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ…
ଏଥର ବାରବାଟୀ ଷ୍ଟାଡିୟମରେ ହେବନି ସାଧାରଣତନ୍ତ୍ର ଦିବସ
ଭୁବନେଶ୍ୱର (ଆମ ଟିଭି): ଏଥର କଟକ ବାରବାଟୀ ଷ୍ଟାଡିୟମରେ ହେବନି ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ । ଏନେଇ କଟକ ଜିଲ୍ଲାପାଳ ଦତ୍ତାତ୍ରୟ ବି ଶିନ୍ଦେ ସୂଚନା ଦେଇଛନ୍ତି ।
ବାରବାଟୀ…
ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ
ବରଗଡ଼ (ଆମ ଟିଭି): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ…
ପ୍ରବାସୀ ଭାରତୀୟ ସମ୍ମିଳନୀ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ
ଭୁବନେଶ୍ବର(ଆମ ଟିଭି): ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍…
କୋର୍ଟଙ୍କ ବଡ଼ ରାୟ, ଶାଶୁଙ୍କୁ ରକ୍ଷଣାବେକ୍ଷଣ ଭତ୍ତା ଦେବେ ବୋହୂ
ନୂଆଦିଲ୍ଲୀ (ଆମ ଟିଭି): ଅନୁକମ୍ପାମୂଳକ ନିଯୁକ୍ତି ପ୍ରସଙ୍ଗରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କୋର୍ଟ କହିଛନ୍ତି ଯେ ଯେଉଁ ମହିଳା ସ୍ବାମୀଙ୍କ…
ମହାମାରୀ ରୂପ ନେବ HMPV ଭାଇରସ! ବଡ଼ ଭବିଷ୍ୟବାଣୀ କଲେ…
ନୂଆଦିଲ୍ଲୀ (ଆମ ଟିଭି): HMPV ଭାଇରସକୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏହି ସମୟରେ, ଭାରତରେ ମଧ୍ୟ ୬ଟିି ମାମଲା ଚିହ୍ନଟ ହେବା ପରେ ଲୋକେ ଭୟଭୀତ ଅଛନ୍ତି। ଏହାପୂର୍ବରୁ, ୨୦୨୦ରୁ…