Browsing Category
Special
ପୁଣି ଚର୍ଚ୍ଚାରେ କଂଗ୍ରେସ: ଗୋଆ ବୈଠକରେ ଗାନ କଲେ ଅସମ୍ପୂର୍ଣ୍ଣ ବନ୍ଦେ ମାତରମ୍
ନୂଆଦିଲ୍ଲୀ: ସ୍ୱାଧୀନତା ଦିବସରେ ବନ୍ଦେ ମାତରମ୍ ଗୀତକୁ ନେଇ କଂଗ୍ରେସ ଦଳ ବିବାଦରେ ଫସିଥିଲା। ଏବେ ପୁଣି ଥରେ ଦଳ ଜାତୀୟ ଗୀତକୁ ନେଇ ଚର୍ଚ୍ଚାରେ ଅଛି। କଂଗ୍ରେସ ଗୋଆ ବୈଠକରେ ଏକ…
ଅବପାତରେ ପରିଣତ ହେଲା ଲଘୁଚାପ, ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଦୁଇ ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ପଶ୍ଚିମବଙ୍ଗ ଉପରେ ଅବପାତ ରହିଥିବା ବେଳେ ଝାଡ଼ଖଣ୍ଡ ଆଡକୁ ଗତି କରୁଛି ।…
ପୁରୀ ଶ୍ରୀମନ୍ଦିର ଉପରେ ଚଢ଼ିଗଲେ ଶ୍ରଦ୍ଧାଳୁ, ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ
ପୁରୀ: ପୁଣି ଶ୍ରୀମନ୍ଦିର ଉପରେ ଚଢ଼ିଗଲେ ଶ୍ରଦ୍ଧାଳୁ । ଅଳାଁ ବେଢାକୁ ଚଢି ପୂଜାର୍ଚ୍ଚନା କଲେ ଯୁବକ । ଯୁବକଙ୍କୁ ଧରିବାକୁ ଯାଇ ନାକେଦମ ହେଲା ପୋଲିସ । ଦୀର୍ଘ ସମୟର ହାଇଡ୍ରାମା ପରେ…
ବିପଦ ସଙ୍କେତ ଉପରେ ବୈତରଣୀ ଓ ଜଳକା, ନଦୀକୂଳ ଓ ତଳିଆ ଅଞ୍ଚଳ ଉପରେ ନଜର
ଭୁବନେଶ୍ୱର : ବିପଦ ସଙ୍କେତ ଉପରେ ବୈତରଣୀ-ଜଳକା । ଲଗାଣ ବର୍ଷା ଯୋଗୁ ରାଜ୍ୟର ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ଜଳକାର ଜଳସ୍ତର ବିପଦ ସଙ୍କେତ ଅତିକ୍ରମ କରିଛି । ଆଜି ସକାଳ ୯ଟା ସୁଦ୍ଧା…
ହୀରାକୁଦର ୧୦ ଗେଟ୍ ଖୋଲା, ଜଳଭଣ୍ଡାରର ଜଳସ୍ତର ରହିଛି ୬୧୯.୮୭ ଫୁଟ
ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୧୦ ଗେଟ୍ ଖୋଲା । ପୂର୍ବରୁ ୭ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଜଳସ୍ତର ବୃଦ୍ଧି ଯୋଗୁ ହୀରାକୁଦର ଆଉ ୩ଟି ଗେଟ ଖୋଲାଯାଇଛି । ବର୍ତ୍ତମାନ…
‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ ବନ୍ୟାକୁ ନେଇ ବିରୋଧୀ…
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ: ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି…
ତାରପୀଠ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, 7 ମୃତ, ମୃତ୍ୟୁ ସଂଖ୍ୟା ବୃଦ୍ଧି ଆଶଙ୍କା
କଲିକତା: ଆଜି ସକାଳୁ ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି ।…
UGC-NET 2026 ପ୍ରଶ୍ନପତ୍ରରେ ତ୍ରୁଟି, 3ଟି ବଷୟର ପୁଣି ପରୀକ୍ଷା କରିବ NTA
ନୂଆଦିଲ୍ଲୀ: ଜୁନ୍ 2026ରେ ଅନୁଷ୍ଠିତ ହୋଇଥିବା UGC NET ପରୀକ୍ଷା ପୁନଃ ପରିଚାଳନା କରିବାକୁ ନିଷ୍ପତ୍ତି ନିଆଯାଇଛି । ଇଂରାଜୀ, ବାଣିଜ୍ୟ ଏବଂ ସମାଜଶାସ୍ତ୍ର (Sociology)ପାଇଁ ପୁଣିଥରେ…
ଅଶୋକଧାମ ପରେ ମହାକାଳ ମନ୍ଦିରରେ ଦଳାଚକଟା ସ୍ଥିତି, ଅନେକ ଶ୍ରଦ୍ଧାଳୁ ଆହତ
ମଧ୍ୟପ୍ରଦେଶ : ଶ୍ରାବଣ ୩ୟ ସୋମବାରରେ ଉଜ୍ଜୈନ ମହାକାଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି । ଏଠାରେ ବର୍ଷକୁ ଥରେ ଖୋଲୁଥିବା ନାଗଚନ୍ଦ୍ରେଶ୍ବର ମନ୍ଦିରରେ ଦର୍ଶନ ପାଇଁ…