Browsing Category

Special

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ (ଆମ ଟିଭି): ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ବୈଠକରେ ଉପସ୍ଥାପିତ ହେବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ବାହାର କାନ୍ଥ ଓ ଚୂଳ ଉପରେ ଲେଜର୍ ସ୍କାନିଂ ରିପୋର୍ଟ । ରିପୋର୍ଟ…

ଶିମିଳିପାଳରେ ଛଡ଼ାଯିବ ବାହାର ବାଘୁଣୀ

ଭୁବନେଶ୍ୱର (ଆମ ଟିଭି): ଶିମିଳିପାଳରେ ଏବେ କଳା ବାଘ ବଂଶ ବୃଦ୍ଧି ପାଉଛି। ଯଦିଓ ଏହିଭଳି କଳାବାଘ କେବଳ ଶିମିଳିପାଳରେ ଦେଖାଯାଉଥିବାରୁ ବନ ବିଭାଗ ଖୁସି ହେଉଛି, ତଥାପି ଏହାର ସଂଖ୍ୟା…

ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର (ଆମ ଟିଭି): ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଖୋର୍ଦ୍ଧା, ମୟୁରଭଞ୍ଜ, ଗଞ୍ଜାମ, ସମ୍ବଲପୁରର ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ ।…

ମାର୍ଚ୍ଚ ୧ ତାରିଖରେ ଲୋକାର୍ପଣ ହେବ ବରମୁଣ୍ଡା ବସ୍ ଟର୍ମିନାଲ

ଭୁବନେଶ୍ୱର (ଆମ ଟିଭି): ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଲାଣି ପ୍ରସ୍ତୁତି । ଚମକିଲାଣି ବରମୁଣ୍ଡା ବସ୍ ଟର୍ମିନାଲ । ମାର୍ଚ୍ଚ ୧ ତାରିଖରେ ହେବ ଲୋକାର୍ପଣ । ବାବା ସାହେବ ଭୀମରାଓ ଆମ୍ବେଦକର…

କୋହଲା ପାଗ ରହିବା ସହ ୬ ଦିନ ଯାଏ ବର୍ଷା ଲାଗି ରହିବ

ଭୁବନେଶ୍ୱର (ଆମ ଟିଭି): ରାଜ୍ୟର କୋହଲା ପାଗ ସାଙ୍ଗକୁ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି। ବଙ୍ଗୋପ ସାଗରରେ ପ୍ରବାହିତ ଥଣ୍ଡା ବାୟୁ ପ୍ରଭାବରେ ତାପମାତ୍ରା କମିବାରୁ ଗରମରୁ…

ସାତକୋଶିଆରେ ନାହାନ୍ତି ଗୋଟିଏ ବି ମହାବଳ

ଭୁବନେଶ୍ୱର (ଆମ ଟିଭି): ସାତକୋଶିଆରେ ନାହାନ୍ତି ଗୋଟିଏ ବି ମହାବଳ । ବାଘ ଗଣନା ରିପୋର୍ଟ ଆସିବା ପରେ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ…

ବାଇକ ଚଲାଇ ନଦୀବନ୍ଧ ବୁଲିଲେ ପାଣ୍ଡିଆନ

ଭଣ୍ଡାରିପୋଖରୀ (ଆମ ଟିଭି): ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଶନିବାର ଭଦ୍ରକ ଜିଲା ଗସ୍ତରେ ଆସି ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକ ପରିଦର୍ଶନ କରିଛନ୍ତି। ନିଜେ ବାଇକ୍‌ ଚଳାଇ ସେ…

ତାତିରୁ ମିଳିଲା ଆଶ୍ୱସ୍ତି; ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା

ଭୁବନେଶ୍ୱର (ଆମ ଟିଭି): ତାତିରୁ ମିଳିଲା ଆଶ୍ୱସ୍ତି । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି । ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ…

କଟକ-ଭୁବନେଶ୍ୱରରେ ଝିପିଝିପି ବର୍ଷା ପରେ ତଳମୁହାଁ ହୋଇଛି ପାରଦ

ଭୁବନେଶ୍ୱର (ଆମ ଟିଭି): ବର୍ଷା ଆଣିଲା ଆଶ୍ୱସ୍ତି । କଟକ ଭଚବନେଶ୍ୱରରେ ଝିପିଝିପି ବର୍ଷା ପରେ ତଳମୁହାଁ ହୋଇଛି ପାରଦ । ତାପମାତ୍ରା କମିବା ସହ ତାତିରୁ ମିଳିଛି ମୁକ୍ତି । ଛତିଶଗଡ଼ରେ ସୃଷ୍ଟି…

ଆଜି ମାଘ ପୂର୍ଣ୍ଣିମା: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜଗନ୍ନାଥଙ୍କ ଗଜୋଦ୍ଧାରଣ ବେଶ

ପୁରୀ (ଆମ ଟିଭି): ଆଜି ମାଘ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜଗନ୍ନାଥଙ୍କ ଗଜୋଦ୍ଧାରଣ ବେଶ । ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ…