Browsing Category

Special

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

ଭୁବନେଶ୍ୱର (ଆମ ଟିଭି): ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଓଡ଼ିଶା ଉପରେ ଜେଏସ୍‌ଡବ୍ଲ୍ୟୁ, ପୋସ୍କୋର ନଜର: ଇସ୍ପାତ କାରଖାନା ପାଇଁ ମୁମ୍ବାଇରେ ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ବର (ଆମ ଟିଭି): ଦକ୍ଷିଣ କୋରିଆର ଇସ୍ପାତ କମ୍ପାନି ‌ପୋସ୍କୋ ଓଡ଼ିଶ‌ାରେ ଇସ୍ପାତ କାରଖାନା ବସାଇବାର ୨୦୦୫ର ସ୍ବପ୍ନକୁ ଭୁଲି ପାରୁନାହିଁ । ଶିଳ୍ପପତି ସଜ୍ଜନ ଜିନ୍ଦଲଙ୍କ କମ୍ପାନି…

ସେପ୍ଟେମ୍ବରରୁ ଓଡ଼ିଶାରେ ଆରମ୍ଭ ହେବ ଏସ୍‌ଆଇଆର୍

ଭୁବନେଶ୍ବର (ଆମ ଟିଭି): ବିହାରରେ ଚାଲିଥିବା ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)କୁ ନେଇ ଦେଶର ରାଜନୀତି ଚଳଚଞ୍ଚଳ । ବିରୋଧୀ ଦଳ ଏହି ପ୍ରସଙ୍ଗରେ ଏକାଠି ହେବା ସ‌ହ ମୁଖ୍ୟ…

ନିସ୍ ଇନ୍‌ଷ୍ଟିଚ୍ୟୁଟ ଅଫ୍ ବିଜିନେସ୍ ଆଡମିନିଷ୍ଟ୍ରେସନ୍‌ର ନବାଗତ ଛାତ୍ରଛାତ୍ରୀଙ୍କ ସ୍ବାଗତ ଉତ୍ସବ-୨୦୨୫

ଭୁବନେଶ୍ବର (ଆମ ଟିଭି): ଭୁବନେଶ୍ବର ମଦନପୁରସ୍ଥିତ ନିସ୍ ଇନ୍‌ଷ୍ଟିଚ୍ୟୁଟ ଅଫ ବିଜିନେସ୍ ଆଡମିନଷ୍ଟ୍ରେସନ୍‌ର ନୂତନ ଶିକ୍ଷାବର୍ଷ ପାଇଁ ନବାଗତ ଏମବିଏ ଓ ଏମ୍‌ସିଏର ଛାତ୍ରଛାତ୍ରୀମାନଙ୍କୁ…

ବିଜାପୁରରେ IED ବିସ୍ଫୋରଣ: ଜଣେ ଯବାନ ସହିଦ, ୩ ସୈନିକ ଆହତ

ଛତିଶଗଡ଼(ଆମ ଟିଭି):  ଛତିଶଗଡ଼ ବିଜାପୁର ଜିଲ୍ଲାରେ ଘଟିଛି ଆଇଇଡି ବିସ୍ଫୋରଣ । ଯେଉଁଥିରେ ଜଣେ ଯବାନ ସହିଦ ହୋଇଥିବାବେଳେ ୩ଜଣ ଆହତ ହୋଇଛନ୍ତି । ସର୍ଚ୍ଚ ଅପରେସନ୍ ସମୟରେ ବିସ୍ଫୋରଣ ଘଟିଥିଲା…

ଉତ୍ତର ଚୀନରେ ହଠାତ୍ ବନ୍ୟା ତାଣ୍ଡବ, ୮ ମୃତ ଏବଂ ୪ ନିଖୋଜ

ନୂଆଦିଲ୍ଲୀ (ଆମ ଟିଭି): ଉତ୍ତର ଚୀନର ଏକ କ୍ୟାମ୍ପସାଇଟ୍ ହଠାତ୍ ବନ୍ୟାର ଶିକାର ହୋଇଛି, ଯେଉଁଥିରେ ୮ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୪ ଜଣ ନିଖୋଜ ଅଛନ୍ତି । ରବିବାର ଏକ ସରକାରୀ ଗଣମାଧ୍ୟମ…

ଚାଷୀ ପଞ୍ଜୀକରଣ ପାଇଁ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର; ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର (ଆମ ଟିଭି):  ଚାଷୀ ଭାଇଙ୍କ ପାଇଁ ଖୁସି ଖବର । ଚାଷୀ ପଞ୍ଜୀକରଣ ପାଇଁ ଆଉ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର । ଏଣିକି ସେଲ୍ଫ ଡିକ୍ଲାରେସନ ବା ନିଜସ୍ବ ଘୋଷଣାନାମାରେ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ, ଜନ୍ମାଷ୍ଟମୀଠାରୁ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ

ପୁରୀ (ଆମ ଟିଭି): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଯେଉଡ଼ ଭୋଗ ପରେ…

କିସ୍ତୱାର ପରେ କଠୱାରେ ବାଦଲଫଟା ବର୍ଷା, ୪ ମୃତ ୬ ଆହତ

ଜମ୍ମୁ (ଆମ ଟିଭି): କିସ୍ତୱାର ପରେ କଠୱାରେ ବାଦଲଫଟା ବର୍ଷା । ଜମ୍ମୁ କାଶ୍ମୀରର କଠୁଆ ଜିଲ୍ଲାରେ ବାଦଲ ଫଟା ବର୍ଷା ଯୋଗୁଁ ଅନେକ କ୍ଷୟକ୍ଷତି ଘଟିଛି । ରାଜବାଗ ଅଞ୍ଚଳରେ ଏକ ଦୁର୍ଗମ ଘାଟି…

ଯୌତୁକ ପାଇଁ ମହିଳାଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ମୃତକଙ୍କ ସ୍ବାମୀ ଅଟକ

ଢେଙ୍କାନାଳ (ଆମ ଟିଭି): ଯୌତୁକ ପାଇଁ ହତ୍ୟା ଅଭିଯୋଗ । ମହିଳାଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ କଲେ ପରିବାର । ଢେଙ୍କାନାଳ ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁରେ ଅଭାବନୀୟ ଘଟଣା…