Browsing Category

State

କୋରାପୁଟରେ କାଚୁଛି ବର୍ଷା: ୨ ଦିନ ପାଇଁ ଟ୍ରେନ୍ ଚଳାଚଳ ବାତିଲ

କୋରାପୁଟ (ଆମ ଟିଭି): ଲଘୁଚାପ ପ୍ରଭାବରେ କୋରାପୁଟରେ ଜାରି ରହିଛି ବର୍ଷା । ଲଗାଣ ବର୍ଷା ଫଳରେ ଲକ୍ଷ୍ମୀପୁର ବ୍ଲକ୍ କାକିରିଗୁମ୍ମା ଥାନା ଅନ୍ତର୍ଗତ ତଳମେଟିଂ ରାସ୍ତାରେ ମାଟି ଅତଡ଼ା ଖସି…

ଚାଷୀ ପଞ୍ଜୀକରଣ ପାଇଁ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର; ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର (ଆମ ଟିଭି):  ଚାଷୀ ଭାଇଙ୍କ ପାଇଁ ଖୁସି ଖବର । ଚାଷୀ ପଞ୍ଜୀକରଣ ପାଇଁ ଆଉ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର । ଏଣିକି ସେଲ୍ଫ ଡିକ୍ଲାରେସନ ବା ନିଜସ୍ବ ଘୋଷଣାନାମାରେ…

ବଳଙ୍ଗା ପୀଡ଼ିତାଙ୍କ ବୟାନ ଭିଡିଓ ଭାଇରାଲ ଘଟଣା: ସରକାରଙ୍କୁ ଘେରିଲା ବିଜେଡି

ଭୁବନେଶ୍ୱର (ଆମ ଟିଭି): ବଳଙ୍ଗା ପୀଡିତାଙ୍କ ଘଟଣାରେ ୩ ଜଣ ଦୁର୍ବୃତ୍ତଙ୍କ ସମ୍ପୃକ୍ତି ରହିଛି ବୋଲି ପୀଡିତାଙ୍କ ବୟାନର ଭିଡିଓ ଆଜି ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ବିଜୁ ଜନତା ଦଳ…

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ବରର ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର (ଆମ ଟିଭି) : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ସେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ, ଜନ୍ମାଷ୍ଟମୀଠାରୁ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ

ପୁରୀ (ଆମ ଟିଭି): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଯେଉଡ଼ ଭୋଗ ପରେ…

ଯୌତୁକ ପାଇଁ ମହିଳାଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ମୃତକଙ୍କ ସ୍ବାମୀ ଅଟକ

ଢେଙ୍କାନାଳ (ଆମ ଟିଭି): ଯୌତୁକ ପାଇଁ ହତ୍ୟା ଅଭିଯୋଗ । ମହିଳାଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ କଲେ ପରିବାର । ଢେଙ୍କାନାଳ ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁରେ ଅଭାବନୀୟ ଘଟଣା…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୦ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ଆମ ଟିଭି): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତର…

ଶେଷ ହୋଇଗଲା ରଘୁ ଦହିବରାର ଯୁଗ: ଆଉ ଫେରିବେନି ରଘୁ ମଉସା

ରଘୁ ଦହିବରା... ଏହା କେବଳ ଏକ ଖାଦ୍ୟ ନୁହେଁ ବରଂ ଏହା ହେଉଛି କଟକର ପରିଚୟ । କଟକରେ ତ ଅନେକ ଦହିବରା ବିକ୍ରି ହୁଏ ହେଲେ ରଘୁ ଦହିବରାର ସ୍ୱାଦ ନିଆରା । ସେଥିପାଇଁ ତ ଓଡ଼ିଶାର ସୀମା ଡେଇଁ…

୧୮, ୧୯ରେ ଏହି ସବୁ ଜିଲାରେ ଅତିପ୍ରବଳ ବର୍ଷା! ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା। ୧୮ ଓ ୧୯ ତାରିଖ ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ୧୮ରେ ମାଲକାନଗିରି, କୋରାପୁଟ ଏବଂ ୧୯ରେ…

ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ପାସ୍ ହାର ୫୬.୨୩%

ଭୁବନେଶ୍ୱର (ଆମ ଟିଭି): ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା…