Browsing Category
State
କମୁଛି ସୁବର୍ଣ୍ଣରେଖା- ଜଳକା ଓ ବୈତରଣୀ ନଦୀର ଜଳସ୍ତର; ଏବେ ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ସର୍ବୋଚ୍ଚ ଯନ୍ତ୍ରୀ
ଭୁବନେଶ୍ୱର (ଆମ ଟିଭି): ଏବେ ରାଜ୍ୟରେ ନାହିଁ ବନ୍ୟା ସ୍ଥିତି । ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀର ଜଳସ୍ତର କମୁଛି । ତଳିଆ ଅଞ୍ଚଳରେ ଜମିଥିବା ପାଣି ନିଷ୍କାସନ ହେଉଛି। ଗତକାଲି ରାଜ୍ୟର…
ଦୁଷ୍କର୍ମ ଘଟଣାରେ ବିଜେଡି ଓ କଂଗ୍ରେସ ନେତା ଗିରଫ ପରେ କଟାକ୍ଷ କଲା ବିଜେପି, କହିଲା…..
ଭୁବନେଶ୍ୱର(ଆମ ଟିଭି): ମହିଳା ସୁରକ୍ଷା ପ୍ରସଙ୍ଗରେ ରାଜରାସ୍ତାକୁ ଓହ୍ଲାଇ ଚିତ୍କାର କରୁଥିବା ଉଭୟ ବିରୋଧୀ ବିଜେଡି ଓ କଂଗ୍ରେସ ଦଳ ଭିତରେ ମହିଳା ଦୁଷ୍କର୍ମକୁ ନେଇ ପ୍ରତିଯୋଗିତା ଆରମ୍ଭ…
ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା…
ପୁରୀ (ଆମ ଟିଭି): ଆଜି ଶ୍ରାବଣ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥି ସୋମବାର । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ…
ପ୍ରାଥମିକ ସ୍କୁଲ ପିଲାଙ୍କ ପରିଚୟ ପତ୍ରରେ ଲାଗିବ ଗେରୁଆ ରଙ୍ଗ : ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ପକାଇବେ…
ଭୁବନେଶ୍ବର (ଆମ ଟିଭି): ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟ ପତ୍ରରେ ଲାଗିବ ଗେରୁଆ ରଙ୍ଗ । ବିଜେଡି ସରକାର ସମୟରେ ସବୁଜ ରଙ୍ଗର ଆଇ-କାର୍ଡ ହୋଇଥିବା ବେଳେ ୨୦୨୫-୨୬…
ନୂଆ ଓଡ଼ିଆ ଚଳଚ୍ଚିତ୍ର “ଦେବକନ୍ୟା”ର ଫାଷ୍ଟ ଲୁକ୍ ଲୋକାର୍ପଣ
ଭୁବନେଶ୍ୱର (ଆମ ଟିଭି): ସୁପ୍ରିମ୍ ଏଣ୍ଟରଟେନମେଣ୍ଟ ଦ୍ୱାରା ନିର୍ମିତ ନୂଆ ଓଡ଼ିଆ ଚଳଚ୍ଚିତ୍ର "ଦେବକନ୍ୟା"ର ଫାଷ୍ଟଲୁକ୍ ଲୋକାର୍ପଣ ହୋଇଛି l ଜୟଦେବ ବାଟିକାର ସବୁଜ ମନୋରମ ପରିବେଶ ଭିତରେ…
ମାଟିତଳେ ୩୫ ଲକ୍ଷ ଟଙ୍କା ପୋତିଥିଲେ ମାଓବାଦୀ
ଓଡ଼ିଶା ସୀମାନ୍ତ ଚାଇଁବସାର ସରଣ୍ଡା ଜଙ୍ଗଲରୁ ମିଳିଲା ପୁଳାପୁଳା ଟଙ୍କା ବିଡ଼ା। ସରଣ୍ଡା ଜଙ୍ଗଲରେ ମାଟି ତଳେ ମାଓବାଦୀମାନେ ଟଙ୍କା ଲୁଚାଇ ରଖିଥିବା ନେଇ ଗୋଇନ୍ଦା ବିଭାଗ ସୂଚନାକୁ ଭିତ୍ତି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ
ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ। ବଢିବ ଚାଷୀ ପଞ୍ଜୀକରଣ ସମୟସୀମା । ଚାଷୀ ପଞ୍ଜୀକରଣ ଲାଗି ଶେଷ ତାରିଖ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ରହିଛି । ଯଦି କିଛି ଅଭିଯୋଗ ଆସେ…
ଫୁଲୁଛି ମହାନଦୀ ସମେତ ଅନ୍ୟ ଶାଖା ନଦୀର ଜଳସ୍ତର
ବାଙ୍କୀ (ଆମ ଟିଭି): ହୀରାକୁଦ ପାଣି ଛାଡିବା ପରେ ଫୁଲୁଛି ମହାନଦୀ। ମହାନଦୀ ସମେତ ଅନ୍ୟ ଶାଖା ନଦୀରେ ଜଳସ୍ତର ବଢ଼ୁଥିବାରି ଫୁଲୁଛି ମହାନଦୀ । ୨୯ ତାରିଖ ପର୍ଯ୍ୟନ୍ତ ମହାନଦୀର ଉପର ମୁଣ୍ଡରେ…
ବିଶ୍ୱ ଭୂଷଣ ହରିଚନ୍ଦନଙ୍କୁ “ଉତ୍କଳ ରତ୍ନ ପୁରସ୍କାର”ରେ ସମ୍ମାନିତ କଲେ ରାଜ୍ୟପାଳ
ଭୁବନେଶ୍ୱର(ଆମ ଟିଭି): ଆଧୁନିକ ସମୟରେ ଆଂଚଳିକ ସାହିତ୍ୟର ଉନ୍ନତି ପାଇଁ ସାମୁହିକ ଉଦ୍ୟମ ଆବଶ୍ୟକ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି କହିଛନ୍ତି। ଚଳିତ ଜୁଲାଇ ୨୬ ତାରିଖ ଦିନ କଟକ…
ଭୁବନେଶ୍ବର ଏମ୍ସରେ ପଦ୍ମଶ୍ରୀ ଗୁରୁ ଗୋପୀନାଥ ସ୍ଵାଇଁଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ଵର (ଆମ ଟିଭି): ଗଞ୍ଜାମ ଜିଲ୍ଲାର ବର୍ଷୀୟାନ କଳାକାର ୧୦୭ ବର୍ଷୀୟ ପଦ୍ମଶ୍ରୀ ଗୁରୁ ଗୋପୀନାଥ ସ୍ଵାଇଁ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ…