Browsing Category
State
ଜାନୁଆରୀ ୨୧ ରେ ହେବ ଓଏସଏସଟିଇଟି-୨୦୨୫
ଭୁବନେଶ୍ବର (ଆମ ଟିଭି): ଆସନ୍ତା ଜାନୁୟାରୀ ୨୧ ତାରିଖରେ ହେବ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଓଡ଼ିଶା ସେକେଣ୍ଡାରୀ…
ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର
ଭୁବନେଶ୍ବର (ଆମ ଟିଭି): ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ ଆଜି ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ।…
ଆଓ ନେକ୍ସ୍ଟ ରେ ଷ୍ଟ୍ରିମିଂ ଆରମ୍ଭ ହେଲା ବାବୁସାନ ମହାନ୍ତିଙ୍କ ସୁପରହିଟ୍ ଫିଲ୍ମ ‘ବୋଉ ବୁଟୁ ଭୂତ’
ଭୁବନେଶ୍ବର (ଆମ ଟିଭି): ‘ଓଟିଟି ପ୍ଲାଟଫର୍ମଗୁଡିକର ଲୋକପ୍ରିୟତା ବଢିବା ସହିତ ପୂର୍ବ ଭାରତର ଲୋକପ୍ରିୟ ଓ ପ୍ରିମିୟମ୍ ଓଭର-ଦି-ଟପ୍ (ଓଟିଟି) ଷ୍ଟ୍ରିମିଂ ପ୍ଲାଟଫର୍ମ, ଆଓ ନେକ୍ସ୍ଟ…
ଦଳରେ ଅଛନ୍ତି ଦୁଇ ମୁଣ୍ଡିଆ ସାପ: ଦୁଇ ମୁଣ୍ଡିଆମାନଙ୍କୁ ଆମେ ଛାଡିବୁନି-ମୁନା ଖାଁ
ବିଜେଡି ଦଳରେ ଅଛନ୍ତି ଦୁଇ ମୁଣ୍ଡିଆ ସାପ । ଦୁଇ ମୁଣ୍ଡିଆଙ୍କୁ ଆମେ ଛାଡିବୁ ନାହିଁ । ବିଜେଡି ପ୍ରତିଷ୍ଠା ଦିବସ ପାଳନ ବେଳେ ଏଭଳି ବିସ୍ଫୋରକ ଅଭିଭାଷଣ ରଖିଛନ୍ତି ବିଜେଡି ନେତା ମୁନା ଖାଁ ।…
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର
ଭୁବନେଶ୍ବର (ଆମ ଟିଭି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହି ବୈଠକରେ…
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଗଠନ ହେବ ଇକୋନୋମିକ୍ ରିଜିଅନ୍
ଭୁବନେଶ୍ବର (ଆମ ଟିଭି): ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଇକୋନୋମିକ୍ ରିଜିଅନ୍ ଗଠନ ସମ୍ପର୍କରେ…
ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲା: ଆଜି ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ
ଭୁବନେଶ୍ବର (ଆମ ଟିଭି): ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା। ଆଜି ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ ପାଳନ କରାଯାଉଛି। ନାବାଳିକା ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ଆଜି ଦୁଇ…
ଜାନୁୟାରୀ ୧୦ ସୁଦ୍ଧା ସବୁ ଜିଲ୍ଲାରେ ଧାନକିଣା, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର (ଆମ ଟିଭି): ଜାନୁୟାରୀ ୧୦ ସୁଦ୍ଧା ସବୁ ଜିଲ୍ଲାରେ ଧାନକିଣା ପ୍ରକ୍ରିୟା ଆରମ୍ଭ । ରାଜ୍ୟରେ ଧାନକିଣା ପ୍ରକ୍ରିୟା ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା…
ଚାନ୍ଦବାଲି ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣା, ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭଦ୍ରକ ଜିଲ୍ଲାର ଚାନ୍ଦବାଲିଠାରେ ଘଟିଯାଇଥିବା ଅଭାବନୀୟ ଘଟଣା ବିଷୟରେ ଅବଗତ ହୋଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା…
ରାଜ୍ୟକୁ ମିଳିଲା ପ୍ରଥମ ମହିଳା ମୁଖ୍ୟ ସଚିବ, ଅନୁ ଗର୍ଗ ହେଲେ ନୂଆ ଚିଫ ସେକ୍ରେଟାରୀ
ଓଡ଼ିଶା ପ୍ରଶାସନିକ ଇତିହାସରେ ପ୍ରଥମ । ରାଜ୍ୟକୁ ମିଳିଲା ପ୍ରଥମ ମହିଳା ମୁଖ୍ୟ ସଚିବ । ଅନୁ ଗର୍ଗ ହେଲେ ନୂଆ ଚିଫ ସେକ୍ରେଟାରୀ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…