Browsing Category
State
BMC ଅଫିସରଙ୍କୁ ମାଡ଼ ଘଟଣା; ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଭୁବନେଶ୍ୱର (ଆମ ଟିଭି): ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ କମିଶନରେଟ ପୁଲିସ ଅଭିଯୁକ୍ତ ବିଜେପି ନେତା ତଥା ପରାଜିତ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କୁ…
ପୁରୀରେ ଚଳଚ୍ଚିତ୍ର ‘ଶ୍ରୀଜଗନ୍ନାଥଙ୍କ ନବକଳେବର’ର ସଙ୍ଗୀତ ଲୋକାର୍ପିତ
ଭୁବନେଶ୍ୱର (ଆମ ଟିଭି): ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର 'ଶ୍ରୀଜଗନ୍ନାଥଙ୍କ ନବକଳେବର' ଆଜି ସର୍ବଭାରତୀୟ ସ୍ତରରେ ମୁକ୍ତିଲାଭ କରୁଛି। ମୁକ୍ତିଲାଭ ପୂର୍ବରୁ ନିର୍ମାତା ନିର୍ଦ୍ଦେଶକଙ୍କ ସମେତ…
ଆହୁରି ୩ରୁ ୪ଦିନ ବର୍ଷା
ରାଜ୍ୟରେ ଜାରି ରହିବ ବର୍ଷା । ଆହୁରି ୩ରୁ ୪ଦିନ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର ଓଡିଶା ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ…
ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍, ନିଷ୍କାସନ ହେବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଏନେଇ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ତେବେ ଗେଟ୍ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ…
ବିଜେପି ନେତା ଜଗା ପ୍ରଧାନଙ୍କ ପାଇଁ ବଢିଲା ବିପଦ, ଗିରଫ ନା ଆତ୍ମସର୍ମପଣ ?
ଭୁବନେଶ୍ବର (ଆମ ଟିଭି): ବିଜେପି ନେତା ତଥା ଭୁବନେଶ୍ବର ମଧ୍ୟର ବିଜେପିର ବିଧାୟକ ପ୍ରାର୍ଥୀ ହୋଇଥିବା ଜଗନ୍ନାଥ ପ୍ରଧାନଙ୍କ ପାଇଁ ବିପଦ ଘନେଇବାରେ ଲାଗିଛି। ଗତକାଲି ସେ ବିଜେପି ସଭାପତି…
ପୁରୀରେ ମୃତବରଣ କରିଥିବା ବ୍ୟକ୍ତିଙ୍କ ପରିବାରଙ୍କୁ ଭେଟିଲେ ଆଇନ ମନ୍ତ୍ରୀ, ପ୍ରଦାନ କଲେ ୨୫ ଲକ୍ଷ ଟଙ୍କା
ଭୁବନେଶ୍ବର(ଆମ ଟିଭି): ଶରଧାବାଲି ଦଳାଚକଟାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରଙ୍କୁ ଭେଟିଲେ ଆଇନ ମନ୍ତ୍ରୀ ଶ୍ରୀ ପୃଥୀରାଜ ହରିଚନ୍ଦନ। ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ ବ୍ଲକ…
ଆସନ୍ତା ୦୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା
ଭୁବନେଶ୍ୱର (ଆମ ଟିଭି): ଆସନ୍ତା ୦୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା । ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଉପରେ…
ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ: କହିଲେ, ରଥଯାତ୍ରାକୁ ନେଇ କରାଯାଉଛି ରାଜନୀତି
ରଥଯାତ୍ରା ପ୍ରସଙ୍ଗରେ ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ। ରଥଯାତ୍ରା ପ୍ରସତଙ୍ଗରେ ବିରୋଧୀଙ୍କ ଅଭିଯୋଗ ନେଇ କଡ଼ା ଜବାବ ଦେଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି,…
BMC ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ, ଭର୍ତ୍ତି ହେଲେ ହସ୍ପିଟାଲରେ
BMC ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ । BMC ଅଫିସ ଭିତରେ ଅସୁସ୍ଥ ହେଲେ ଅତିରିକ୍ତ କମିଶନର । ନିଜ ଚାମ୍ବରରେ ବସିଥିବା ବେଳେ ତଳେ ପଡ଼ିଗଲେ । ଚିକିତ୍ସା ପାଇଁ ହସ୍ପିଟାଲରେ…
ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର(ଆମ ଟିଭି): ଆହୁରି ୩ ଦିନ ରାଜ୍ୟରେ ବର୍ଷା । କାରଣ ପଶ୍ଚିମବଙ୍ଗ ପାଖାପାଖି ଥିବା ଲଘୁଚାପ କ୍ଷେତ୍ର କାଲି ସୁଦ୍ଧା ଉତ୍ତର ଓଡ଼ିଶା ଦେଇ ଝାଡ଼ଖଣ୍ଡକୁ ଗତି କରିବ । ତେଣୁ ଆଗାମୀ ୨୪…