Browsing Category

State

ଜୁନ୍ ୨୩ରେ ହେବ ୪୩ ପଞ୍ଚାୟତ ପାଇଁ ଉପନିର୍ବାଚନ, ୨୪ରେ ଆସିବ ଭୋଟ ଗଣତି ଫଳାଫଳ

ଭୁବନେଶ୍ୱର (ଆମ ଟିଭି): ଜୁନ୍ ୨୩ରେ ହେବ ପଞ୍ଚାୟତ ଉପ ନିର୍ବାଚନ । ୪୩ ସରପଞ୍ଚ ଓ ୨୭୨ ୱାର୍ଡ ସଭ୍ୟ ପାଇଁ ହେବ ଉପନିର୍ବାଚନ । ଏଥିପାଇଁ ଆସନ୍ତାକାଲି ୧୦ଟାରେ ବ୍ଳକ, ପଞ୍ଚାୟତ ଓ ୱାର୍ଡରେ…

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ବଢ଼ିଲା ଭତ୍ତା: ଜୁନରୁ ମାସିକ ପାଇବେ ୩୫୦୦ ଟଙ୍କା

ଭୁବନେଶ୍ୱର (ଆମ ଟିଭି): ବଢ଼ିଲା ଭତ୍ତା ଟଙ୍କା । ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ…

୨୫% ମାଗଣା ସିଟରେ ଆଡ଼ମିସନ ନକରିବାରୁ ସେଣ୍ଟ ଅର୍ଣ୍ଣଲଡ଼ ସ୍କୁଲ ଆଗରେ ଅଭିଭାବକ ମହାସଙ୍ଘର ଧାରଣା 

ଭୁବନେଶ୍ୱର(ଆମ ଟିଭି): ଶିକ୍ଷା ଅଧିକାର ଆଇନ ଅନୁଯାଇ ସବୁ ପ୍ରାଇଭେଟ ସ୍କୁଲ ରେ ଆର୍ଥିକ ଅନାଗ୍ରସର ଶ୍ରେଣୀ ପିଲାଙ୍କ ନିମନ୍ତେ ପାରଦର୍ଶୀ ପୋର୍ଟାଲ ମାଧ୍ୟମରେ 25% ସିଟରେ ମାଗଣା ପlଠ…

ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ, ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ହେବ ଅବପାତରେ ପରିଣତ

ଭୁବନେଶ୍ୱର (ଆମ ଟିଭି): ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ । ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ପୂର୍ବକେନ୍ଦ୍ରୀୟ ଆରବ ସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ ଓ ଗୋଆ ଉପକୂଳ…

ବଡ଼ ଖବର: ଯୁକ୍ତ ୩ ନାମଲେଖା ଆବେଦନର ଅବଧି ବୃଦ୍ଧି କଲେ ସରକାର

ଯୁକ୍ତ ୩ ନାମ ଲେଖା ଆବେଦନକୁ ନେଇ ବଡ଼ ଖବର। ବର୍ତ୍ତମାନ ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ସରକାର। ସୂଚନା ମୁତାବକ, ଜୁନ ୧ ତାରିଖ ପର୍ଯ୍ୟନ୍ତ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ…

ରାଜ୍ୟ କ୍ୟାବିନେଟର ଢାଞ୍ଚା ବଦଳିବ: ସଚିବଙ୍କ କ୍ଷମତା ଉପରେ ଅଙ୍କୁଶ ଲାଗିବ

ରାଜ୍ୟ କ୍ୟାବିନେଟର ଢାଞ୍ଚା ବଦଳିବ। ଏହା ଦ୍ବାରା ସଚିବଙ୍କ କ୍ଷମତା ଉପରେ ଅଙ୍କୁଶ ଲାଗିବ।  ଏଥିରେ ସଂସଦୀୟ ବ୍ୟାପାର ବିଭାଗର ନିର୍ଦ୍ଦେଶନାମା ରହିଛି। ସବୁ ବିଭାଗକୁ ସଂସଦୀୟ ବ୍ୟାପାର ସଚିବ…

କଂଗ୍ରେସ-ବିଜେଡି ଉଭୟ ଓବିସିଙ୍କୁ ଅବହେଳା କରିଛନ୍ତି-ମନମୋହନ

ଭୁବନେଶ୍ୱର: ପଛୁଆ ବର୍ଗଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀ କରି କଂଗ୍ରେସ ଓ ବିଜେଡିକୁ ଟାର୍ଗେଟ କରିଛନ୍ତି ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଯେ ପଛୁଆ…

ବୃଦ୍ଧି ପାଇବ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଅର୍ଥରାଶି!

ଭୁବନେଶ୍ଵର (ଆମ ଟିଭି): ଓଡ଼ିଆ ଚଳଚ୍ଚିତ୍ର ଜଗତର ସର୍ବାଙ୍ଗୀନ ବିକାଶ, ଓଡ଼ିଆ ଚଳଚ୍ଚିତ୍ରର ବହୁଳ ପ୍ରଚାର ଓ ପ୍ରସାର, ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଏବଂ ଚଳଚ୍ଚିତ୍ର ଜଗତ…

ହାଇକୋର୍ଟର ସମସ୍ତ ବିଚାରପତିଙ୍କୁ ମିଳିବ ପୂର୍ଣ୍ଣ ପେନସନ, ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ

ହାଇକୋର୍ଟର ସମସ୍ତ ବିଚାରପତିଙ୍କୁ ମିଳିବ ପୂର୍ଣ୍ଣ ପେନସନ । ହାଇକୋର୍ଟର ସମସ୍ତ ବିଚାରପତି ପାଇବେ ପୂର୍ଣ୍ଣ ପେନସନ। ଏ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ଆସିଛି। ସମସ୍ତ…

ବିଦେଶରେ ପୁଣି ଅଦିନିଆ ରଥଯାତ୍ରା: ରଥଯାତ୍ରା ପୋଷ୍ଟରରେ ବ୍ୟାପକ ଭୁଲ

ପୁଣି ଅଦିନିଆ ରଥଯାତ୍ରା କରିବାକୁ ଯାଉଛି ଇସ୍କନ। ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ରବିବାର ଲଣ୍ଡନରେ ରଥଯାତ୍ରା କରୁଛି ଇସ୍କନ। ରଥଯାତ୍ରାରେ ସାମିଲ ହେବାକୁ ଅନଲାଇନରେ ପ୍ରଚାର…