Browsing Category
State
ଏଫଏମ୍ କଲେଜ ଛାତ୍ରୀଙ୍କ ବାପାଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ, ନ୍ୟାୟ ଦେବାକୁ ଦେଲେ ଭରସା
ପୀଡ଼ିତାଙ୍କ ବାପା ସହ କଥାହେଲେ ରାହୁଲ । ବାଲେଶ୍ବର ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ମାମଲାରେ ପୀଡ଼ିତାଙ୍କ ବାପା ସହ କଥାହେଲେ ରାହୁଲ ଗାନ୍ଧୀ । ନିଜେ ଟ୍ବିଟ କରି ସୂଚନା ଦେଲେ ରାହୁଲ । ଯାହା…
କେନ୍ଦ୍ରାପଡ଼ା ଡେରାବିଶରେ ବାର୍ଡ ଫ୍ଲୁ , ଆଜି ସୁଦ୍ଧା ମୋଟ ୨୩୮ଟି କୁକୁଡା ମରିଥିବା ସୂଚନା
କେନ୍ଦ୍ରାପଡା ଡେରାବିଶ ବ୍ଳକ ଦୁମୁକାହାଟ ଗାଁର ଏକ ବ୍ରଏଲର୍ ଫାର୍ମରେ କୁକୁଡା ମଡକ । ଗତ ୩ ଦିନ ହେବ କୁକୁଡାଙ୍କଠାରେ ରୋଗର ଲକ୍ଷଣ ଦେଖାଦେଇଛି । କୁକୁଡା ଗୁଡିକ ସ୍ଥିର ହୋଇ ବସି ରହିବା…
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖିଲେ ରାହୁଲ ଗାନ୍ଧୀ, ଜମ୍ମୁ-କାଶ୍ମୀରକୁ ମିଳୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା
ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖି ଜମ୍ମୁ-କାଶ୍ମୀରର ପୂର୍ଣ୍ଣ ରାଜ୍ୟ ମାନ୍ୟତା ତୁରନ୍ତ ଫେରାଇ ଆଣିବା ଏବଂ ସେଠାରେ…
ଜୀବନ ଯୁଦ୍ଧରେ ହାରିଗଲେ ପୀଡ଼ିତା, ନ୍ୟାୟ ପାଇଁ ଦେହରେ ନିଆଁ ଲଗାଇ କରିଥିଲେ ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ୱର (ଆମ ଟିଭି): ବାଲେଶ୍ୱର ଏଫଏମ୍ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଥିଲେ…
ଶ୍ରୀଜଗନ୍ନାଥଙ୍କ ନବକଳେବର ଦେଖି ଅନୁଭବ ମହାନ୍ତି ହେଲେ ଭାବ ବିହ୍ଵଳ, କହିଲେ ବଡ଼ ପରଦାରେ ସୁପରଷ୍ଟାର ସ୍ୱୟଂ…
ଭୁବନେଶ୍ୱର (ଆମ ଟିଭି): ଶ୍ରୀଜଗନ୍ନାଥଙ୍କ ମହିମା, ସଂସ୍କୃତି ଓ ପରମ୍ପରାର ପ୍ରଚାର, ପ୍ରସାର ପାଇଁ ପ୍ରଯୋଜିକା ତଥା ନିର୍ଦ୍ଦେଶିକା ବିନି ସାମଲ ଅଣ୍ଟା ଭିଡି ବଡ଼ ପରଦାରେ ଶ୍ରୀଜଗନ୍ନାଥଙ୍କ…
ଏମ୍ସରେ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି FM ଛାତ୍ରୀ ; ଆସନ୍ତା ୨୪ ଘଣ୍ଟା ବେଶ ଗୁରୁତ୍ଵପୂର୍ଣ୍ଣ
ଭୁବନେଶ୍ବର (ଆମ ଟିଭି): ଭୁବନେଶ୍ଵର ଏମ୍ସରେ ଜୀବନ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି ବାଲେଶ୍ବର FM ଛାତ୍ରୀ । ଏକ ସ୍ଵତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି । ଛାତ୍ରୀଙ୍କ…
କିଏ ଏହି ସଂଧ୍ୟାରାଣୀ ମାଝୀ? ଯିଏ କି ପ୍ରଥମ ସରକାରୀ ମହିଳା ଡ୍ରାଇଭର ହୋଇ କରିଛନ୍ତି ଚାକିରୀ
ଭୁବନେଶ୍ବର (ଆମ ଟିଭି): ତାଙ୍କ ନାମ ହେଉଛି ସଂଧ୍ୟାରାଣୀ ମାଝୀ, ଘର ତାଙ୍କର ମୟୁରଭଂଜ ଜିଲ୍ଲାରେ। ହେଲେ ସେ ଏବେ ବେଶ ଚର୍ଚ୍ଚାରେ ଅଛନ୍ତି। କାରଣ ହେଉଛି ସେ ବର୍ତ୍ତମାନ ବନିଛନ୍ତି ସରକାରୀ…
ରୋଟାରୀ କ୍ଲବ ଅଫ୍ ଭୁବନେଶ୍ୱର ନୀଳାଦ୍ରି ପାଳନ କରିଛି ନିଜର ୫ମ ପ୍ରତିଷ୍ଠା ଉତ୍ସବ “ନିର୍ମାଲ୍ୟ”
ଭୁବନେଶ୍ବର(ଆମ ଟିଭି): ରୋଟାରୀ କ୍ଲବ ଅଫ୍ ଭୁବନେଶ୍ୱର ନୀଳାଦ୍ରି ନିଜର ୫ମ ପ୍ରତିଷ୍ଠା ଉତ୍ସବ "ନିର୍ମାଲ୍ୟ" ପାଳନ କରିଛି ଭୁବନେଶ୍ବରର ଏକ ପ୍ରତିଷ୍ଠିତ ଘରୋଇ ହୋଟେଲରେ । ରବିବାର, ୧୩…
ବାଲେଶ୍ୱରରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ରାଜ୍ୟ ସରକାରଙ୍କୁ ସମାଲୋଚନା କଲା କଡ଼ା ମମତାଙ୍କ ପାର୍ଟି
ବାଲେଶ୍ୱର ଜିଲାର ଫକୀର ମୋହନ (ସ୍ୱୟଂଶାସିତ) କଲେଜରେ ଏକ ଦ୍ୱିତୀୟ ବର୍ଷର ଇଣ୍ଟିଗ୍ରେଟେଡ୍ ବି.ଏଡ୍ ଛାତ୍ରୀ ଶନିବାର ନିଜ ଉପରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଚେଷ୍ଟା କରିଥିବା…
ବାଲେଶ୍ଵର ଛାତ୍ରୀ ଜୀବନ ହାରିବା ଘଟଣା, ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ ପଟ୍ଟନାୟକ
ଏଫଏମ କଲେଜ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏ ଘଣଟାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ନବୀନ…