Browsing Category

State

ଏପ୍ରିଲ ୨୪ରେ ଏମାନଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର (ଆମ ଟିଭି) : ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ପଞ୍ଚାୟତିରାଜ ଦିବସରେ ପୁରୀ ଠାରେ ଟଙ୍କା ପ୍ରଦାନ…

ସରିଲା ଛତିଶା ନିଯୋଗ ବୈଠକ: ଚନ୍ଦନ ଯାତ୍ରାରେ ଫୁଟିବନି ବାଣ, ସୁନା ଓ ରୂପା ଛାଉଣୀ ହେବ ରତ୍ନଭଣ୍ଡାର କବାଟ

ପୁରୀ (ଆମ ଟିଭି): ଏପ୍ରିଲ ୩୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା…

ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର (ଆମ ଟିଭି): ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହେବା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଲୋକସେବା ଭବନରେ ମୁଖ୍ୟ…

କେନ୍ଦ୍ରକୁ ଯିବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ହେବେ..

ଭୁବନେଶ୍ବର (ଆମ ଟିଭି): କେନ୍ଦ୍ରକୁ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ ନିକୁଞ୍ଜ ବିହାରୀ ଧଳ। ଏ ନେଇକେନ୍ଦ୍ର ସରକାରଙ୍କ କାର୍ମିକ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ମୋଟ…

ବଦଳିଯିବ ରାସନ କାର୍ଡର ରୂପ ରଙ୍ଗ , ନୂଆ ଢଙ୍ଗରେ ବଣ୍ଟାଯିବ କାର୍ଡ : ଖାଦ୍ୟ ଯୋଗାଣ ମନ୍ତ୍ରୀ

ନୂଆ ରୂପ ରଙ୍ଗ ଓ ନୂଆ ଢଙ୍ଗରେ ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ । ରାଜ୍ୟରେ ୫ଲକ୍ଷ ୯୦ହଜାର ନୂଆ ହିତାଧିକାରୀ ପାଇବେ ରାସନ କାର୍ଡ । ଖୁବ ଶୀଘ୍ର ରାଜ୍ୟର ସବୁ ଜିଲ୍ଲାରେ ବଣ୍ଟାଯିବ ନୂଆ…

୭ ଦିନିଆ ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ

ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ। ଏପ୍ରିଲ ୧୯ରୁ ୨୬ ତାରିଖ ଯାଏ ୭ ଦିନିଆ ବିଦେଶ ଗସ୍ତ କରିବେ। ଆଜି ଅନୁଷ୍ଠାନିକ ଭାବେ ଏହି କାର୍ଯ୍ୟକ୍ରମକୁ ଫ୍ଲାଗଅପ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ…

ଓଡ଼ିଶାକୁ ୪ ହଜାର କୋଟିର ପ୍ରକଳ୍ପ ଭେଟି ଦେଲେ ଗଡକରୀ

ଓଡ଼ିଶାକୁ ମିଳିଲା ୪ ହଜାର କୋଟି ଟଙ୍କାର ପ୍ରକଳ୍ପ । ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ କିଛି ସମୟ ପରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ୧୩ଟି…

ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ; ୧୯ ତାରିଖରେ ବିଧିବଦ୍ଧ ଭାବେ ନାଁ ଘୋଷଣା

ଭୁବନେଶ୍ବର (ଆମ ଟିଭି): ବିଜୁ ଜନତା ଦଳର ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ । ଶଙ୍ଖ ଭବନରେ ସଭାପତି ପଦ ପାଇଁ ନବୀନ ବିଧିବଦ୍ଧ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।…

ଭୁବନେଶ୍ବରରେ ଗଡକରୀ, ବିମାନ ବନ୍ଦରରେ କେନ୍ଦ୍ର ପରିବହନ ମନ୍ତ୍ରୀ

ଭୁବନେଶ୍ୱର (ଆମ ଟିଭି):  ଭୁବନେଶ୍ବରରେ ପହଞ୍ଚିଲେ ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ।  ଆଜିର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ଅବସରରେ ସେ…

ସୁଦୃଢ ହେବ ଟ୍ରାଫିକ୍ ଓ ସଡକ ସୁରକ୍ଷା, ୨ହଜାର ନୂଆ ଟ୍ରାଫିକ୍ ପଦବୀ ପୂରଣ ପାଇଁ ସରକାରଙ୍କ ମଞ୍ଜୁରୀ

ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ…