Browsing Category
State
ଚାନ୍ଦିପୁରରେ କ୍ଷେପଣାସ୍ତ୍ର ପରୀକ୍ଷଣ, ସ୍ଥାନାନ୍ତର ହେବେ ୬ ଗାଁର ଲୋକେ
ବାଲେଶ୍ୱର (ଆମ ଟିଭି): ଚାନ୍ଦିପୁରରେ ଆଜି କ୍ଷେପଣାସ୍ତ୍ର ପରୀକ୍ଷଣ। ଏଥିଲାଗି ସ୍ଥାନାନ୍ତର ହେବେ ୬ ଗାଁର ଲୋକେ। ୬ଟି ଗାଁର ପ୍ରାୟ ୩୨୦୦ ବାସିନ୍ଦାଙ୍କୁ ସ୍ଥାନାନ୍ତରଣ କରିବା ଲାଗି…
ତାରା ବାହିନୀପତି ଓ ରମେଶ ଜେନା ସସ୍ପେଣ୍ଡ, ଗୃହକୁ ୭ ଦିନ ପାଇଁ ଯିବା ମନା
ଭୁବନେଶ୍ୱର(ଆମ ଟିଭି): ଆଉ ଦୁଇ କଂଗ୍ରେସ ବିଧାୟକ ନିଲମ୍ବିତ । ତାରାପ୍ରସାଦ ବାହିନୀପତି ଓ ରମେଶ ଜେନାଙ୍କୁ ନିଲମ୍ବନ କଲେ ବାଚସ୍ପତି । ବାଚସ୍ପତିଙ୍କ ତାଗିଦ୍ ସତ୍ତ୍ବେ ଉଭୟ ବିଧାୟକ ଗୃହରେ…
ଶପଥ ନେଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ
କଟକ (ଆମ ଟିଭି): ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଆଜି ପୂର୍ବାହ୍ଣ ୧୦ଟାରେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ…
ଡବଲ ଇଞ୍ଜିନ ସରକାର ରାଜ୍ୟରେ ମହିଳାଙ୍କୁ ସୁରକ୍ଷା ଦେବାରେ ସଂପୂର୍ଣ୍ଣ ବିଫଳ: ସୁପ୍ରୀୟା
ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ମହିଳା ଏବଂ ବିଶେଷ କରି ଛାତ୍ରୀମାନେ ଆଜି ସଂପୂର୍ଣ୍ଣ ଭାବରେ ଅସୁରକ୍ଷିତ । ମହିଳା ଅସଦାଚରଣ, ବର୍ବରତା, ଧର୍ଷଣ ଓ ଗଣଧର୍ଷଣ ଆଜି ସାରା ରାଜ୍ୟରେ ସବୁ…
ଘରୋଇ ହସ୍ପିଟାଲରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରୀ: ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର (ଆମ ଟିଭି): ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ସବୁଠୁ ଅଧିକ ହେଉଛି ସିଜରିଆନ୍ ଡେଲିଭରୀ । ବିଧାନସଭାରେ ଏଭଳି ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ…
ଜୀ ସାର୍ଥକର ନୂଆ ଫିଲ୍ମ ‘ଅଜବ ଏ ପ୍ରେମ କାହାଣୀ ’, ଆସନ୍ତା ମାର୍ଚ୍ଚ ୩୦ ତାରିଖ ସନ୍ଧ୍ୟା ୬:୩୦ରେ ପ୍ରସାରଣ
ଭୁବନେଶ୍ବର (ଆମ ଟିଭି): ସମୟ ସହିତ ଓଡ଼ିଆ ସିନେମାର ଲୋକପ୍ରିୟତା ଦିନକୁ ଦିନ ବଢ଼ିବାରେ ଲାଗିଛି । ନିଚ୍ଛକ, ବାସ୍ତବବାଦୀ ଓ ଭିନ୍ନ କାହାଣୀକୁ ବଡ଼ ପରଦାକୁ ନେଇ ଆସିବା ଏବେ ଜୀ ସାର୍ଥକର…
ବିଧାନସଭାରୁ ନିଲମ୍ବିତ ହେଲେ ସୋଫିଆ ଫିର୍ଦ୍ଦୋସ, ଆହୁରି ୧୨ କଂଗ୍ରେସ ବିଧାୟକ…
ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ।ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକ ନିଲମ୍ବିତ ହୋଇଛନ୍ତି।
ଜୁନ ୨୭ରେ ରଥଯାତ୍ରା, ଜାଣନ୍ତୁ ଅନ୍ୟ ନୀତି ନିର୍ଘଣ୍ଟ…
ପାଞ୍ଜି ସମନ୍ବୟ ବୈଠକରେ ଅନୁମୋଦିତ ୨୦୨୫-୨୬ ବର୍ଷର ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରାର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି । ଜାରି ତାଲିକାରେ ଏପ୍ରିଲ ୩୦ରେ ପବିତ୍ର ଅକ୍ଷୟ…
ପ୍ରଥମଥର ପାଇଁ ୧ ଲକ୍ଷ କୋଟିର ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ସବୁ ବର୍ଗଙ୍କୁ ରଖିଛନ୍ତି ଧ୍ୟାନରେ
ଦିଲ୍ଲୀର ଭାଜପା ସରକାର ମଙ୍ଗଳବାର ବିଧାନସଭାରେ ଏହାର ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ଭାଜପା ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ବଜେଟରେ ଏକ ବିରାଟ ବୃଦ୍ଧି କରିଛି।…
ରାଜ୍ୟରେ ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’, ଏହି ସମସ୍ତ ରୁଟରେ ଚାଲିବ
ଓଡିଶା ସରକାର ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଆରମ୍ଭ କରିବେ, ଯାହା ରାଜ୍ୟର ସମସ୍ତ ରୁଟରେ ଚଳାଚଳ କରିବ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ରାଜ୍ୟ ବିଧାନସଭାକୁ ସୂଚନା ଦେଇଛନ୍ତି। ସେ…