Browsing Category
State
ଆସୁଛି ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା, ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଭୁବନେଶ୍ବର: ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ । ବଙ୍ଗୋପସାଗରର ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ।…
ଆଜି ମୟୂରଭଞ୍ଜ ଜିଲ୍ଲାରେ ସବୁ ସ୍କୁଲ ଛୁଟି, ପ୍ରବଳ ବର୍ଷା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ଆଜି ମୟୂରଭଞ୍ଜ ଜିଲ୍ଲାରେ ସବୁ ସ୍କୁଲ ଛୁଟି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ…
ଏରୋପ୍ଲେନ ଭିତରେ ବସି ରେଷ୍ଟୁରାଣ୍ଟର ମଜା ନେବେ ପୁରୀବାସୀ ଏବଂ ପର୍ଯ୍ୟଟକ
ପୁରୀ : ଏରୋପ୍ଲେନ ଭିତରେ ବସି ରେଷ୍ଟୁରାଣ୍ଟର ମଜା ନେବେ ପୁରୀ ବାସିନ୍ଦା ଏବଂ ପର୍ଯ୍ୟଟକ । ଏକ ନିଆରା ଢଙ୍ଗରେ ପୁରୀରେ ଖୋଲିବାକୁ ଯାଉଛି ରେଷ୍ଟୁରାଣ୍ଟ। ତେବେ ଏରୋପ୍ଲେନ ଭିତରେ ବସି…
କିଏ ହେବେ ଓଡ଼ିଶାର ପରବର୍ତ୍ତୀ DGP, ୧୧ IPSଙ୍କ ମଧ୍ୟରୁ ୩ ଜଣଙ୍କ ନାଁରେ ବାଜିପାରେ ମୋହର
ଭୁବନେଶ୍ୱର : କିଏ ହେବେ ଓଡ଼ିଶାର ପରବର୍ତ୍ତୀ DGP ? ଆଜି ନିର୍ଣ୍ଣାୟକ ବୈଠକ । ୧୧ IPSଙ୍କ ମଧ୍ୟରୁ ୩ ଜଣଙ୍କ ନାଁରେ ବାଜିପାରେ ମୋହର । ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ ଚୟନ…
ବଢ଼ୁଛି ରେଭେନ୍ସା ବିବାଦ, ବାଚସ୍ପତିଙ୍କ ପାଖରେ ଦାଖଲ ଅଭିଯୋଗ ପ୍ରତ୍ୟାହାର ଦାବି
ଭୁବନେଶ୍ୱର : ତୁଟୁନି ରେଭେନ୍ସା ବିବାଦ । ଗୋଟିଏ ପଟେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ଆଉ ଗୋଟିଏ ପଟେ ରେଭେନ୍ସା ବିଶ୍ୱବିଦ୍ୟାଳୟ ଶିକ୍ଷକ ସଂଘ। ଇଷ୍ଟ ହଷ୍ଟେଲ ଅନ୍ତେବାସୀଙ୍କ…
ବଲାଙ୍ଗିରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ, ସେପ୍ଟେମ୍ବର ୧୫ରେ ହେବ ନବାନ୍ନ ଲାଗି
ବଲାଙ୍ଗୀରି : ଆଜି ବଲାଙ୍ଗୀରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ । ଆସନ୍ତା ଭାଦ୍ରବ ଶୁକ୍ଳ ପଞ୍ଚମୀ ତିଥି ସେପ୍ଟେମ୍ବର ୧୫ ତାରିଖ ମଙ୍ଗଳବାର ସକାଳ ୯ଟା ୩୬ ମିନିଟରୁ ଦିନ ୧୦ଟା ୧୦ ମିନିଟରେ ମଧ୍ୟରେ…
ରାଜ୍ୟସ୍ତରୀୟ ପରେଡ୍ରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଚଳିତ ବର୍ଷ ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ମହାତ୍ମା ଗାନ୍ଧୀ ମାର୍ଗଠାରେ…
ଓଡ଼ିଶାରେ କ୍ୟାନସର ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି
ଭୁବନେଶ୍ୱର: ରାଜ୍ୟରେ କର୍କଟ ରୋଗୀମାନଙ୍କୁ ଅଧିକ ବ୍ୟାପକ, ସମୟୋପଯୋଗୀ ଓ ଉନ୍ନତମାନର ଚିକିତ୍ସା ସୁବିଧା ଯୋଗାଇ ଦେବା ଦିଗରେ ଓଡ଼ିଶା ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି।…
ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକଙ୍କ ବିରୁଦ୍ଧରେ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ ବିଧାୟକ
କଟକ : ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକଙ୍କ ବିରୁଦ୍ଧରେ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ ସଦର ବିଧାୟକ । ବିଶ୍ୱବିଦ୍ୟାଳୟର ଶିକ୍ଷା ବିଭାଗର ମୁଖ୍ୟ ଡ. ସୁଦର୍ଶନ ମିଶ୍ରଙ୍କ ବିରୁଦ୍ଧରେ…
ପୁଣି ସକ୍ରିୟ ହେଲା ମୌସୁମୀ, ଆସନ୍ତା ଦୁଇ ଦିନ ଭୀଷଣ ବର୍ଷା
ଭୁବନେଶ୍ବର: ମୌସୁମୀ ସକ୍ରିୟତା ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବା ୭ ଦିନ ଯାଏ ଅନେକ ସ୍ଥାନରେ ବର୍ଷା ସହ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ…