Browsing Category
State
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା…ଜାଣନ୍ତୁ କ’ଣ?
ଭୁବନେଶ୍ୱର (ଆମ ଟିଭି): ସୁଭଦ୍ରା ଯୋଜନାରୁ ଅପ୍ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍ରେ ଅପଟ୍ ଆଉଟ ହୋଇଯାଇଥିଲେ ସେମାନେ…
ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ
ଝାରସୁଗଡା (ଆମ ଟିଭି): ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି…
ବିବାହ ବିଚ୍ଛେଦ ମାମଲାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ମାମଲା ବିଚାରାଧୀନ ଥିଲେ ଜଣେ ନେଇପାରିବେ…
କଟକ (ଆମ ଟିଭି): ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି…
ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ
ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କଲେ କାର୍ଡ କଟିଯିବ । ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…
‘ଆପଣମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବ ଅନୁଭବ କରେ’
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍ଘାଟନ କରିଛନ୍ତି।
ପ୍ରବାସୀମାନଙ୍କ ଉଦ୍ଦେଶ୍ୟରେ…
ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି
ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଆଜି ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ ।
ରାଷ୍ଟ୍ରପତି ଅପରାହ୍ନ ୩.୦୦…
ଆସନ୍ତା ୧୩ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ
ଭୁବନେଶ୍ବର (ଆମ ଟିଭି): ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨…
୭ ମାସରେ ଆଇନଶୃଙ୍ଖଳା ଚିନ୍ତାଜନକ: ବିଜେଡି
ଭୁବନେଶ୍ୱର(ଆମ ଟିଭି): ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ବୁଧବାରଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି । ଦେଶ ବିଦେଶରୁ ପ୍ରବାସୀ ଓଡ଼ିଶାରେ ଏକତ୍ରିତ ହୋଇଛନ୍ତି । ଏହା ନିଶ୍ଚିତ ଭାବେ…
ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର(ଆମ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର…
ଭୁବନେଶ୍ବରରେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଂଚିଛନ୍ତି । ଆସନ୍ତାକାଲି ସେ ଜନତା ମଇଦାନଠାରେ ପ୍ରବାସୀ ଭାରତୀୟ ଦିବସ ସମାରୋହକୁ ଉଦଘାଟନ କରିବେ ।…