Browsing Category
State
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ସବୁ ମାମଲାରେ ଦୋଷମୁକ୍ତ
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ସବୁ ମାମଲାରେ ଦୋଷମୁକ୍ତ ହୋଇଛନ୍ତି। ଗତକାଲି ତାଙ୍କୁ ଦୁଇଟି ମାମଲାରେ ଦୋଷମୁକ୍ତ ଘୋଷଣା କରିଥିଲେ ନ୍ୟାୟାଳୟ। ଆଜି ତାଙ୍କୁ ଅନ୍ୟ ୩ଟି…
ଧଉଳି, ଚିଲିକା ବୁଲନ୍ତୁ; ଡାଲମା, ରସଗୋଲାର ମଜା ନିଅନ୍ତୁ: ପ୍ରବାସୀ ଭାରତୀୟଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର (ଆମ ଟିଭି): ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହୋଇଥିବା ଅଷ୍ଟାଦଶ…
ସ୍ପଷ୍ଟ ଦିବାଲୋକରେ ଘଟୁଛି ହତ୍ୟା ଓ ଅପରାଧ ; ରହସ୍ୟ ଖୋଲି ପାରୁନି ପୋଲିସ
: ରାତି ପାହିଲେ ଫୁଟୁଛି ଗୁଳି, ସ୍ପଷ୍ଟ ଦିବାଲୋକରେ ହେଉଛି ହତ୍ୟା । ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଉଛନ୍ତି ଅପରାଧୀ । ନା ଆଇନବ୍ୟବସ୍ଥାକୁ ଖାତିର କରୁଛନ୍ତି ନା ପୋଲିସକୁ ରହିଛି ଭୟ ।…
ନିର୍ଦ୍ଦୋଷରେ ଖଲାସ ହେଲେ ଏମ୍ପି ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ୱର (ଆମ ଟିଭି): ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ…
ଗଡକରୀଙ୍କ ବଡ଼ ଘୋଷଣା, ସଡକ ଦୁର୍ଘଟଣାରେ ଆହତଙ୍କୁ ମିଳିବ ୧.୫ ଲକ୍ଷ ଟଙ୍କା…
ଦେଶର ସମସ୍ତ ନାଗରିକ ବହୁତ ଶୀଘ୍ର ମାଗଣା ସ୍ବାସ୍ଥ୍ୟ ବୀମା ଭେଟି ପାଇବାକୁ ଯାଉଛନ୍ତି। କେନ୍ଦ୍ର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ନିଜେ ଏହା ଘୋଷଣା କରିଛନ୍ତି। ଗଡକରୀ କହିଛନ୍ତି…
ଏଚଏମପିଭି: ଆରଟିପିସିଆର ପରୀକ୍ଷା ଆରମ୍ଭ, ସ୍ଵତନ୍ତ୍ର ଲ୍ୟାବ୍ ପାଇଁ ପ୍ରସ୍ତୁତି
ଦେଶରେ ହ୍ୟୁମାନ ମେଟାନ୍ୟୁମୋଭାଇରସ(ଏଚଏମପିଭି) ସଂକ୍ରମିତ ଚିହ୍ନଟ ହେବାପରେ ହିମାଚଳ ପ୍ରଦେଶରେ ସତର୍କତା ବଢାଇ ଦିଆଯାଇଛି। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଥଣ୍ଡା, କାଶ, ଜ୍ୱର ଏବଂ କଫ…
ଏଥର ବାରବାଟୀ ଷ୍ଟାଡିୟମରେ ହେବନି ସାଧାରଣତନ୍ତ୍ର ଦିବସ
ଭୁବନେଶ୍ୱର (ଆମ ଟିଭି): ଏଥର କଟକ ବାରବାଟୀ ଷ୍ଟାଡିୟମରେ ହେବନି ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ । ଏନେଇ କଟକ ଜିଲ୍ଲାପାଳ ଦତ୍ତାତ୍ରୟ ବି ଶିନ୍ଦେ ସୂଚନା ଦେଇଛନ୍ତି ।
ବାରବାଟୀ…
ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ
ବରଗଡ଼ (ଆମ ଟିଭି): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ…
ପ୍ରବାସୀ ଭାରତୀୟ ସମ୍ମିଳନୀ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ
ଭୁବନେଶ୍ବର(ଆମ ଟିଭି): ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍…
ସକାଳୁ ସକାଳୁ ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ; ଯୁବକଙ୍କ ମୁଣ୍ଡ କାଟି ଫିଙ୍ଗିଦେଲେ!
ଭୁବନେଶ୍ୱର (ଆମ ଟିଭି): ସକାଳୁ ସକାଳୁ ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ । ବିଚ୍ ରାସ୍ତାରେ ଯୁବକଙ୍କୁ ହାଣିଦେଲେ ଦୁର୍ବୃତ୍ତ । ରସୁଲଗଡରୁ ବାଣୀବିହାର ରାସ୍ତା ଉପରେ ଏଭଳି ଲୋମଟାଙ୍କୁରା…