Browsing Category
State
ରଘୁନାଥପୁରଠାରେ କୁବେର ଅପ୍ଟିକାଲ୍ସର ୫ମ ଶାଖା ଉଦଘାଟିତ
ଭୁବନେଶ୍ୱର (ଆମ ଟିଭି); ଭୁବନେଶ୍ୱରର ରଘୁନାଥପୁରସ୍ଥିତ ଗୁଣ୍ଡିଚା ମନ୍ଦିର ପରିସରରେ ଭିନ୍ନ ଏକ ଢଙ୍ଗରେ ସାଂସ୍କୃତିକ ଓ ଆଧ୍ୟାତ୍ମିକତାକୁ ବହନ କରି ପଦ୍ମଶ୍ରୀ ଶ୍ରୀମଦ୍ ବାବା ବଳିଆଙ୍କ…
ଚାଲିପାରିଲାନି ଗୃହ, ୧୨ଟା ଯାଏଁ ମୁଲତବୀ
ବିଧାନସଭା ବଜେଟ୍ ଅଧିବେଶନର ଆଜି ଦ୍ଵିତୀୟ ଦିନ। ତେବେ ଶୁକ୍ରବାର ବିଧାନସଭା ଆରମ୍ଭରୁ ଗୃହରେ ଅଚଳାବସ୍ଥା ଦେଖାଦେଇଛି। ପ୍ରବଳ ହଟ୍ଟଗୋଳ କାରଣରୁ ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବୀ…
କଂଗ୍ରେସ ନେତା ନିରଞ୍ଜନଙ୍କ ଘରୁ ଚୋରି ମାମଲା: ଧରାପଡିଲା ଚୋର
ଭୁବନେଶ୍ୱର (ଆମ ଟିଭି): ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲାରେ କମିଶନରେଟ ପୋଲିସକୁ ମିଳିଛି ବଡ଼ ସଫଳତା। ୧୯ ଦିନ ପରେ ଧରାପଡିଲା ଚୋର। ଆନ୍ଧ୍ରପ୍ରଦେଶର…
ନବ ଦାସ ହତ୍ୟା ତଦନ୍ତର ସ୍ଥିତି ଜଣାଅ; ହାଇକୋର୍ଟ
କଟକ (ଆମ ଟିଭି): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ…
ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ଉପସ୍ଥାପନ ମୋହନ ସରକାରଙ୍କ ସଫଳତା
ଭୁବନେଶ୍ୱର (ଆମ ଟିଭି) : ଗୁରୁବାର ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଉଛି। ପ୍ରଥମ ଦିନ ଆରମ୍ଭରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଆଭିଭାଷଣ ରଖିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ…
ବିଧାନସଭାରେ ସନାଙ୍କୁ ତେରଛା ବାଣ ମାରିଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର (ଆମ ଟିଭି): ଗୁରୁବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିଲା ବେଳେ ଆରମ୍ଭରୁ ସକ୍ରିୟ ହୋଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଧାନସଭା ଗୃହରେ ପ୍ରବେଶ ସମୟରେ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କନିଷ୍ଠ ଶିକ୍ଷକଙ୍କ ବଢିଲା ଦରମା
ଭୁବନେଶ୍ୱର (ଆମ ଟିଭି): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କପୁର ଏବଂ ଅଭିନେତା ଅର୍ଜୁନ କପୁର
କଟକ (ଆମ ଟିଭି): ଫେବୃଆରୀ ୧୬ ତାରିଖ ଦିନ କଟକ ବାରବାଟୀରେ ହେବାକୁ ଯାଉଛି ସେଲିବ୍ରିଟି କ୍ରିକେଟ୍ ଲିଗ୍ । ଏଥିପାଇଁ ୪ଟି ଟିମ୍ କଟକ ଆସୁଛନ୍ତି । ଏନେଇ ସୂଚନା ଦେଇଛନ୍ତି ବଲିଉଡ୍…
କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି, କାହିଁକି ଏମିତି କହିଲେ ଭକ୍ତ ଦାସ?
ଭୁବନେଶ୍ୱର (ଆମ ଟିଭି): ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ।…
ଜୀସାର୍ଥକର ନୂଆ ଧାରାବାହିକ “ସାଥୀ ସାତ ଜନ୍ମର” ଫେବୃୟାରୀ ୧୭ ରୁ
ଭୁବନେଶ୍ୱର (ଆମ ଟିଭି): ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଓଡ଼ିଆ ଘରର ପରମ୍ପରା ଓ ରୀତିନୀତିକୁ ଆଖିଆଗରେ ରଖି ଭେଟିଦିଏ ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ…