Browsing Category
State
ଓଡ଼ିଶା ଜନତା କଂଗ୍ରେସ କିମ୍ବା ଓଡ଼ିଶା ଲୋକ କଂଗ୍ରେସ ହୋଇପାରେ ନୂଆ ଦଳର ନାଁ: ମହମ୍ମଦ ମୋକିମ୍
ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ପୁଣି ଏକ ନୂଆ ରାଜନୈତିକ ଦଳ ଗଠନ ହେବ ତାହା ସୁନିଶ୍ଚିତ ହୋଇସାରିଛି । ଏହାରି ଭିତରେ ଆଜି ନୂଆ ଦଳ ଗଠନକୁ ନେଇ ମହମ୍ମଦ ମୋକିମ୍ ବଡ଼ ସୂଚନା ଦେଇଛନ୍ତି ।…
ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ
ଭୁବନେଶ୍ୱର (ଆମ ଟିଭି): ଅଙ୍ଗନବାଡି ପିଲା ପିନ୍ଧିବେ ଉଚ୍ଚମାନର ୟୁନିଫର୍ମ । ଓଡ଼ିଶା ସରକାର ଅଙ୍ଗନୱାଡିରେ ପିଲାମାନଙ୍କ ପାଇଁ ୟୁନିଫର୍ମ ଏବଂ ଜୋତା ପାଇଁ ପାଣ୍ଠି ବୃଦ୍ଧି କରିଛନ୍ତି ।…
୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ସତ୍ୟନିଷ୍ଠା: ରୋଗୀଙ୍କ ମୂଲ୍ୟବାନ ସାମଗ୍ରୀ ପୋଲିସ୍କୁ ହସ୍ତାନ୍ତର
ଭୁବନେଶ୍ୱର (ଆମ ଟିଭି): ଗତକାଲି ସନ୍ଧ୍ୟା ପ୍ରାୟ ୦୮:୪୫ ମିନିଟ ସମୟରେ ୧୦୮ ଆମ୍ବୁଲାନ୍ସ ସେବା ଅଧୀନରେ ଦୁର୍ଘଟଣାରେ ଆହତ ଜଣେ ୬୧ ବର୍ଷୀୟ ଶ୍ରୀ JVR ନାଗେଶ୍ୱର ରାଓଙ୍କୁ ବ୍ରହ୍ମପୁର…
ନୂଆ ଓଡ଼ିଆ ସିନେମା “ଶିକାର”ର ଶୁଭ ମହୁରତ
ଭୁବନେଶ୍ୱର (ଆମ ଟିଭି): ଓଲିଉଡ୍ର ଆଗଧାଡିର ପ୍ରଯୋଜକ ସଚ୍ଚିକାନ୍ତ ଜେନାଙ୍କ ପ୍ରଯୋଜନାରେ ନୂଆ ଓଡ଼ିଆ ଚଳଚ୍ଚିତ୍ର "ଶିକାର" ର ଶୁଭ ମହୁରତ ନୟାପଲ୍ଲୀ ସ୍ଥିତ ବାଲୁଙ୍କେଶ୍ୱର ମନ୍ଦିର…
ଖଣ୍ଡଗିରି ଯାତ୍ରା ପାଇଁ ପୋଲିସର ୧୪ ନିୟମ; ନୋଟିସ୍ ଜାରି କଲା କମିଶନରେଟ ପୋଲିସ୍
ଭୁବନେଶ୍ୱର (ଆମ ଟିଭି): ଖଣ୍ଡଗିରି ଯାତ୍ରା ପାଇଁ ଯାତ୍ରା କମିଟି ମାନଙ୍କୁ ନୋଟିସ୍ ଜାରି କଲା କମିଶନରେଟ ପୋଲିସ୍ । ଆଜିଠାରୁ ଆରମ୍ଭ ହୋଇଛି ଖଣ୍ଡଗିରି ଯାତ୍ରା। ଦୀର୍ଘ ୯ ଦିନ ବ୍ୟାପି…
୭୭ ତମ ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଭାଷଣ
ଭୁବନେଶ୍ୱର (ଆମ ଟିଭି): ଗୌରବମୟ ୭୭ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ନିଜ ଅଭିଭାଷଣରେ…
ଅଭିଜିତ ମଜୁମଦାରଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ, କଲେ ଦିଗଙ୍ଗତ ଆତ୍ମାର ସଦଗତି କାମନା
ଭୁବନେଶ୍ୱର (ଆମ ଟିଭି): ଅଭିଜିତ ମଜୁମଦାରଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ । ଅଭିଜିତଙ୍କ ଦେହାନ୍ତ ଖବର ବିଷୟରେ ଜାଣି ମୁଁ ଦୁଃଖିତ ବୋଲି କହିଛନ୍ତି ନବୀନ।
‘ଓଡ଼ିଆ ସଙ୍ଗୀତ ଜଗତ…
ଆଗୁଆ ନୁହେଁ, ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା
ଭୁବନେଶ୍ୱର (ଆମ ଟିଭି): ଆଗୁଆ ନୁହେଁ, ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ । ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ…
ଅଭିଜିତ ମଜୁମଦାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର (ଆମ ଟିଭି): ଅଭିଜିତ ମଜୁମଦାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ବିୟୋଗ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଅପୂରଣୀୟ କ୍ଷତି ବୋଲି…
ଅସୁସ୍ଥତା ଠାରୁ ହାରିଗଲେ, ଅକାଳରେ ଚାଲିଗଲେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର
ଭୁବନେଶ୍ୱର (ଆମ ଟିଭି): ସଂଗୀତ ଜଗତରୁ ହଜିଗଲା ଜଣେ ତାରକା । ଆଉ ନାହାନ୍ତି ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠ ଶିଳ୍ପୀ, ଆଲବମ ଜଗତର କିଙ୍ଗ କୁହା ଯାଉଥିବା ଅଭିଜିତ ମଜୁମଦାର ।…