Browsing Category

State

ବିଧାୟକ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ; ବିଧାନସଭାରେ ଶପଥପାଠ କରାଇଲେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ଵର (ଆମ ଟିଭି): ବିଧାୟକ ଭାବେ ବିଧାନସଭାରେ ଶପଥ ନେଇଛନ୍ତି ନବୀନ ପଟ୍ଟନାୟକ । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନବୀନଙ୍କୁ ବିଧାୟକ ଭାବେ ଶପଥପାଠ କରାଇଛନ୍ତି ।…

ବିଭିନ୍ନ ମହଲରୁ ଭାରତୀୟ ଜନତା ପାର୍ଟି ର ସଭାପତି ଶ୍ରୀଯୁକ୍ତ ମନମୋହନ ସାମଲ ଙ୍କୁ ଶୁଭେଚ୍ଛା 

ଭୁବନେଶ୍ଵର (ଆମ ଟିଭି): ଦୀର୍ଘ ୨୪ ବର୍ଷ ଧରି ସାରା ରାଜ୍ୟବାସୀ ଅଣନିଶ୍ୱାସୀ ହୋଇଯାଇଥିବା ବେଳେ ଓଡିଶା ପାଇଁ ଭାରତୀୟ ଜନତା ପାର୍ଟି ର ମଙ୍ଗ ଧରିଥିବା ବରିଷ୍ଠ ନେତା ମନମୋହନ ସାମଲ…

ଚଳଚଞ୍ଚଳ ରଥଖଳା । ରଥ ଉପରକୁ ଉଠିଲା ୪ ନାହାକା । ପୁରୀ ଗସ୍ତ କରିବେ ଆଇନ ମନ୍ତ୍ରୀ । ସ୍ନାନପୂର୍ଣ୍ଣିମା ନୀତିକାନ୍ତି ଓ…

ଜୁନ୍ ୨୨ ତାରିଖରେ ଶ୍ରୀଜୀଉଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏହା ପୂର୍ବରୁ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାଜେନ୍ଦ୍ରଭିଷେକ ନୀତି । ଶ୍ରୀମନ୍ଦିରରେ ଆଜି ଶୃଙ୍ଖଳିତ…

ରତ୍ନଭଣ୍ଡାର ସ୍ଥିତି ଶୋଚନୀୟ, ଅଳଙ୍କାର ନଷ୍ଟ ହେବା ଆଶଙ୍କା

ଭକ୍ତଙ୍କ ନିମନ୍ତେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା ହେବା ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ସାଧାରଣରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ନୂତନ ଭାଜପା ସରକାର ଶାସନ ଗାଦିକୁ…

ଦାୟିତ୍ୱ ଗ୍ରହଣ ପରେ ବିଭାଗର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ମୋଦି ସରକାର ଅମଳରେ ଗତ ୧୦ ବର୍ଷରେ…

ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ଆମ ଟିଭି): ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକରେ ହେବ ଆଲୋଚନା । ଏହି ବୈଠକରେ ଅଧ୍ୟକ୍ଷତା…

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ଭୁବନେଶ୍ୱର (ଆମ ଟିଭି): ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ ଚାରି ଥର ବର୍ଷା ବି ହୋଇସାରିଛି। ସେହି ସମୟରେ…

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ପରଲୋକ

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ୯୫ ବର୍ଷ ବୟସରେ ପରଲୋକ ଘଟିଛି । ଓଡ଼ିଶାର ଅନ୍ୟତମ ଲୋକପ୍ରିୟ ରାଜ୍ୟପାଳ…

ଆଉ ଦିନକ ପରେ ତାତିରୁ ମିଳିବ ଆଶ୍ୱସ୍ତି; ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର (ଆମ ଟିଭି): ଆଉ ଦିନକ ପରେ ତାତିରୁ ମିଳିବ ଆଶ୍ୱସ୍ତି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ମୌସୁମୀ ବାୟୁ ଏବେ କୋରାପୁଟ ଓ ମାଲକାନଗିରିରେ ସକ୍ରିୟ ଥିବା ବେଳେ ଏବେ ଏହା…

ଶେଷ ରଜରେ ଆମିଷ ମାର୍କେଟରେ ପ୍ରବଳ ଭିଡ; ଖୁସି ବ୍ୟବସାୟୀ

ଭୁବନେଶ୍ୱର (ଆମ ଟିଭି): ରବିବାରରେ ପଡ଼ିଛି ଶେଷ ରଜ । ତେଣୁ ସକାଳୁ ସକାଳୁ ଆମିଷ ମାର୍କେଟରେ ଭିଡ଼ ଦେଖିବାକୁ ମିଳିଛି । ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ବଜାରକୁ ପର୍ଯ୍ୟାପ୍ତ ପରିମାଣର…