Browsing Category

State

ପରପାରିରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ

କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

୬ରୁ ବର୍ଷା ପରିମାଣ ବଢ଼ିବ

ରାଜ୍ୟରେ ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଛି। ପ୍ରାୟ ସମସ୍ତ ଜିଲାରେ ବର୍ଷା ହେଉଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେଉଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି। ତେବେ…

୮ରେ ବନ୍ଦରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୪।୭: ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ…

ସିଏମଓରୁ ୪ ଅଫିସରଙ୍କୁ ହଟାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ସେମାନେ କିଏ

ସିଏମଓରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ପଠାଯାଇଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ଏହି ୪ ଅଫିସର ସିଏମଓରେ କାର୍ଯ୍ୟରତ ଥିଲେ। ସେମାନେ ହେଲେ ଲାଲା ମନୋଜ କୁମାର ରାୟ,…

ଓଡ଼ିଆ ଓଟିଟି “କଞ୍ଚା ଲଙ୍କା “ରେ “ଓଡିଶା କବାଡ଼ି ଚାମ୍ପିୟନଶିପ”

ଭୁବନେଶ୍ୱର(ଆମ ଟିଭି): ଓଡ଼ିଶାର ପ୍ରଥମ ଓଡିଆ ମନୋରଞ୍ଜନ ଓଟିଟି ପ୍ଲାଟଫର୍ମ "କଞ୍ଚା ଲଙ୍କା" ସର୍ବପ୍ରଥମ ଥର ପାଇଁ କବାଡି ଚାମ୍ପିଅନସିପ୍ ଆରମ୍ଭ କରିବାକୁ ଯାଉଛି !ଯାହାର ନାମ "ଓଡିଶା…

ଓଡିଆ ଭାଷାରେ ହେବ ସରକାରୀ କାର୍ୟ୍ୟ, ଆବଶ୍ୟକ ପଡିଲେ ଆଇନରେ ହେବ ସଂଶୋଧନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଆମ ଟିଭି): ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ଓଡିଆ ଭାଷାରେ ହେବ ସମସ୍ତ ସରକାରୀ କାର୍ୟ୍ୟ। ଆବଶ୍ୟକ ପଡିଲେ ଆଇନରେ ହେବ ସଂଶୋଧନ। ଆଜି ଲୋକସେବା ଭବନରେ ନିଜ…

ଜୀ-ସାର୍ଥକରେ ଦେଖନ୍ତୁ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଜୁଲାଇ ୭ ଓ ୮ ତାରିଖ ସକାଳ ୫ ଟାରୁ…

ଜୀ-ସାର୍ଥକରେ ଦେଖନ୍ତୁ ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଆସନ୍ତା ଜୁଲାଇ ୭ ତାରିଖ ସକାଳ ୫ ଟା ରୁ ଓ ୮ ତାରିଖ ସକାଳ ୬ ଟା ରୁ | କେବଳ ରଥଯାତ୍ରା ନୁହେଁ…

୬ ତାରିଖରୁ ବଢ଼ିବ ବର୍ଷା; ୭ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର(ଆମ ଟିଭି): ୬ ତାରିଖରୁ ବଢ଼ିବ ବର୍ଷା। ଆଗାମୀ ୨୪ଘଣ୍ଟାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ଏହାସହ ଜୁଲାଇ ୭ ତାରିଖ ବେଳକୁ ବଙ୍ଗୋ…

ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା କହିଲେ ଏହି ବଡ଼ କଥା

ପୁରୀ(ଆମ ଟିଭି): ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ବୁଧବାର ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ଏହି ପ୍ରତିକ୍ରିୟାରେ ମହାରାଜା କହିଛନ୍ତି, ଦୀର୍ଘ ୪୫ ବର୍ଷ ହେଲା…

ଜ୍ବରରୁ ସୁସ୍ଥ ହେଲେ ମହାପ୍ରଭୁ, ଗଜପତି ମହାରାଜଙ୍କୁ ଖବର ଜଣାଇଲେ ସେବାୟତ

ଭୁବନେଶ୍ୱର(ଆମ ଟିଭି): ଜ୍ବରରୁ ସୁସ୍ଥ ହେଲେ ମହାପ୍ରଭୁ, ଏନେଇ ଗଜପତି ମହାରାଜଙ୍କୁ ଖବର ଜଣାଇଲେ ସେବାୟତ। ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜପ୍ରାସାଦରେ ପହଞ୍ଚି ଗଜପତି ମହାରାଜଙ୍କୁ ସୂଚିତ…