Browsing Category
State
ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସ୍ଥିତି ସମୀକ୍ଷା
ରାଜ୍ୟର ଅଧିକାଂଶ ସ୍ଥାନ ବନ୍ୟାରେ ଉବୁଡୁବୁ। ବିଭିନ୍ନ ସ୍ଥାନରେ ଲୋକେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଏହାମଧ୍ୟରେ ଶନିବାର ପୂର୍ବାହ୍ନରେ ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଶ୍ରୀମନ୍ଦିରରେ ଅଣସର ନୀତି ଆରମ୍ଭ, ପୂଜା ପାଉଛନ୍ତି ପଟି ଦିଅଁ
ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ହୋଇ ଅଣସର ଘରେ ବିଶ୍ରାମ ନେଉଛନ୍ତି ଚତୁର୍ଦ୍ଧାବିଗ୍ରହ । ଆଜି ଠାରୁ ମହାପ୍ରଭୁଙ୍କ ଅଣସରର…
ଜ୍ୱରରେ କମ୍ପୁଛନ୍ତି ଶ୍ରୀଜିଉ, ଆଜିଠୁ ଅଲାରନାଥ ଦର୍ଶନ, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଅତ୍ୟଧିକ ସ୍ନାନ ପରେ ଜ୍ବରରେ କମ୍ପୁଛନ୍ତି ଶ୍ରୀଜିଉ । ଆଜିଠୁ ଅଣସର ଦର୍ଶନ। ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ। ବ୍ରହ୍ମଗିରି ଅଲାରନାଥ ପୀଠରେ ପ୍ରଭୁ ଜଗନ୍ନାଥଙ୍କ ଅଲୌକିକ ରୂପ । ବ୍ରହ୍ମଗିରିର…
ଜୁଲାଇ ୧ ରୁ ସମସ୍ତ ସ୍କୁଲରେ ନୂତନ ସ୍କୁଲ ପରିଚାଳନା କମିଟି ଗଠନ କରିବେ ରାଜ୍ୟ ସରକାର
ଓଡ଼ିଶା ସରକାର ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକୁ ଜୁଲାଇ ୧ ତାରିଖରୁ ନୂତନ ସ୍କୁଲ ପରିଚାଳନା କମିଟି (SMC) ଗଠନ କରିବାକୁ ଯାଉଛନ୍ତି। ଜୁନ୍ ୩୦ ତାରିଖରେ…
ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ: ମନ୍ତ୍ରୀ
ଭୁବନେଶ୍ୱର : ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ। ସଂଶୋଧିତ ପୁସ୍ତକ ଦିଆଯିବା ନେଇ ସୋମବାର ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ…
ବଙ୍ଗୋପସାଗରରେ ସୃଷ୍ଟି ହେଉଛି ବଡ଼ ଲଘୁଚାପ, ଜୁଲାଇ ପ୍ରଥମ ସପ୍ତାହରୁ ପ୍ରବଳ ବର୍ଷା
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଉଛି ବଡ଼ ଲଘୁଚାପ। ଜୁଲାଇ ୧ରୁ ୭ ତାରିଖ ଭିତରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରଥମେ ବର୍ଷା ବଢ଼ିପାରେ। ପରେ କେନ୍ଦ୍ରୀୟ ଓ ଉତ୍ତର ଓଡ଼ିଶାରେ ବର୍ଷା…
ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ବେନ୍ ଷ୍ଟୋକ୍ସ, ଟ୍ରେଣ୍ଡ ବ୍ରିଜ୍ ହେବ ଶେଷ ମ୍ୟାଚ୍
ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଇଂଲଣ୍ଡ କ୍ରିକେଟ ଦଳର ଅଧିନାୟକ ବେନ୍ ଷ୍ଟୋକ୍ସ । ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍ (ଟ୍ରେଣ୍ଟ ବ୍ରିଜ୍) ତାଙ୍କର ଶେଷ…
ଆଜି ସ୍ନାନ ପୂର୍ଣ୍ଣିମା ; ଶ୍ରୀବିଗ୍ରହଙ୍କ ଗଜାନନ ବେଶ
ଆଜି ଜ୍ୟେଷ୍ଠମାସ ପୂର୍ଣ୍ଣିମା ତିଥିରେ ମହାପ୍ରଭୁଙ୍କର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀଜୀଉମାନେ ସ୍ନାନ ବେଦୀରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ…
ଡେଡ୍ଲାଇନ୍ ପରେ ବି ଶେଷ ହୋଇନି ଏସ୍ସିବି ପ୍ରକଳ୍ପ, ସ୍ଥିତି ସ୍ପଷ୍ଟ କଲେ ମନ୍ତ୍ରୀ
କଟକ: କଟକ ଏସ୍ସିବି ମେଡିକାଲର ବହୁ ପ୍ରତୀକ୍ଷିତ ନୂଆ କ୍ଲିନିକାଲ ୟୁନିଟ୍ ବିଲ୍ଡିଂର କାମ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ ହୋଇପାରିନାହିଁ। ଚଳିତ ବର୍ଷ ଜୁନ୍ ସୁଦ୍ଧା ପ୍ରକଳ୍ପକୁ…
ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ; ବାଲି ସୈରାତ ବାତିଲ କ୍ଷମତା ତହସିଲଦାରଙ୍କ ନାହିଁ
କଟକ: ବାଲି ସୈରାତ ଉତ୍ସଗୁଡ଼ିକର ପରିଚାଳନା ଓ ଏ ସମ୍ପର୍କିତ ନିଷ୍ପତ୍ତି ନେବା ମାମଲାରେ ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦେଶ ଦେଇଛନ୍ତି। ୨୦୨୨ରେ ଲଘୁ ଖଣିଜ ଦ୍ରବ୍ୟ ସଂପର୍କିତ…