Browsing Category
State
ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ
ଭୁବନେଶ୍ୱର (ଆମ ଟିଭି): ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ । ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳ ଛାଡିଥିବା କାରଣ ଦର୍ଶାଇ…
ଓଡ଼ିଶା ଛୁଇଁଲା ମୌସୁମୀ, ତଥାପି କମୁନି ତାତି; ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ପଶ୍ଚିମ ଓ ଉପକୂଳ ଓଡ଼ିଶାବାସୀ
ଭୁବନେଶ୍ୱର (ଆମ ଟିଭି): ଦକ୍ଷିଣ ଓଡ଼ିଶାରେ ମୌସୁମୀ ଛୁଇଁଥିଲେ ବି ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ଉପକୂଳରେ ମଧ୍ୟ ଲାଗି ରହିଛି ଅସହ୍ୟ ଗୁଳୁଗୁଳି । ଆହୁରି ୪ ଦିନ…
ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ଚଳଚଞ୍ଚଳ ରଥଖଳା; ଶେଷ ହେଲା ତିନି ରଥର ୪୨ ଚକ କାମ
ଭୁବନେଶ୍ୱର (ଆମ ଟିଭି): ମହାପ୍ରଭୁଙ୍କ ରଥନିର୍ମାଣ ପାଇଁ ଚଳଚଞ୍ଚଳ ରଥଖଳା । ଗତକାଲି ସୁଦ୍ଧା ତିନି ରଥର ୪୨ ଚକ ନିର୍ମାଣ ଶେଷ ହୋଇଛି । ତିନି ରଥର ୫ ଦଣ୍ଡା ଚଉପଟ ସହ ଚାରି ନାହାକା ନିର୍ମାଣ…
ଦିଲ୍ଲୀରୁ ଫେରିଲେ ସୁରେଶ ପୂଜାରୀ; କହିଲେ, କାଲି ପର୍ଯ୍ୟବେକ୍ଷକ ବାଛିବେ ମୁଖ୍ୟମନ୍ତ୍ରୀ, ଘୋଷଣାକୁ ଅପେକ୍ଷା କର
ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ କିଏ ହେବେ ମୁଖ୍ୟମନ୍ତ୍ରୀ । ଏନେଇ ଜାରି ରହିଛି ସସ୍ପେନ୍ସ । ମୁଖ୍ୟମନ୍ତ୍ରୀ ରେସରେ ସବୁଠୁ ଆଗରେ ଅଛନ୍ତି ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀ । ସୁରେଶ…
ଓଡିଶାରେ ୧୨ ତାରିଖରେ ଶପଥ ନେବେ ମୁଖ୍ୟମନ୍ତ୍ରୀ! ୧୦ ବଦଳରେ ୧୨ ତାରିଖରେ ଶପଥପାଠ ନେଇ ସୂଚନା
ଭୁବନେଶ୍ୱର (ଆମ ଟିଭି): ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖକୁ ନେଇ ନୂଆ ସୂଚନା ଆସିଛି । ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଧାୟକଙ୍କ ଶପଥ ଗ୍ରହଣ ପାଇଁ ଜୁନ୍ ୧୦ ତାରିଖ ଧାର୍ଯ୍ୟ…
ଏସସିବିରୁ ଡିସଚାର୍ଜ ହେଲେ ପ୍ରଶାନ୍ତ ଜଗଦେବ; କାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହରେ ହେବେ ସାମିଲ
ଭୁବନେଶ୍ୱର (ଆମ ଟିଭି): ଏସସିବିରୁ ଡିସଚାର୍ଜ ହେଲେ ପ୍ରଶାନ୍ତ ଜଗଦେବ । ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିବା ପରେ ଏସସିବି ମେଡିକାଲରୁ ଡିସଚାର୍ଜ କରାଯାଇଛି । ଆସନ୍ତାକାଲି ଓଡ଼ିଶାର…
ମୁଖ୍ୟମନ୍ତ୍ରୀ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ସୁରେଶ ପୂଜାରୀ; କେନ୍ଦ୍ରୀୟ ନେତୃତ୍ୱଙ୍କ ସହ କରିପାରନ୍ତି ଆଲୋଚନା
ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ? ଏନେଇ ସସପେନ୍ସ ଜାରି ରହିଥିବା ବେଳେ ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଡାକରା ହୋଇଛି । ଗତକାଲି ସଂଧ୍ୟାରେ ବ୍ରଜରାଜନଗର ନବ…
ଭାଜପାରେ ଯୋଗ ଦେଲେ ପ୍ରସନ୍ନ ପାଟ୍ଟଶାଣୀ
ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ଏମ୍ପି ପ୍ରସନ୍ନ ପାଟ୍ଟଶାଣୀ ଶନିବାର ଦଳ ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି।
ପାଟ୍ଟଶାଣୀ ୧୯୯୮ରୁ ୨୦୧୯ ପର୍ଯ୍ୟନ୍ତ ଭୁବନେଶ୍ୱର ନିର୍ବାଚନମଣ୍ଡଳୀରୁ…
କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟାଇଲେ ନିର୍ବାଚନ କମିଶନ, ଆଶୀଷ ସିଂ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ
ଆଇପିଏସ ଅଧିକାରୀ ଡିଏସ କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟାଇଲେ ନିର୍ବାଚନ କମିଶନ। ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା। ଏବେ ତାଙ୍କ ନିଲମ୍ବନଙ୍କ…
ପାଣ୍ଡିଆନଙ୍କୁ ନେଇ ଗଣମାଧ୍ୟମ ଆଗରେ ଖୋଲାଖୋଲି ଏମିତି କହିଦେଲେ ନବୀନ
ବିଜେଡି ରାଜ୍ୟରେ ପରାଜୟ ହେବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ଗଣମାଧ୍ୟମ ଆଗରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି। ନବୀନ କହିଛନ୍ତି, ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର…