Browsing Category
State
ଶନିବାର ରାଜ୍ୟର ସବୁ ସ୍କୁଲ ଓ କଲେଜ ଛୁଟି
ସମ୍ବଲପୁର(ଆମ ଟିଭି): ପୁରୀ ପରିକ୍ରମା ପ୍ରକଳ୍ପ ପରେ ଶନିବାର ସମଲେଇ ପ୍ରକଳ୍ପର ଲୋକାର୍ପଣ ହେବ । ଏଥିପାଇଁ ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନ ବନ୍ଦ ରହିବ ଶିକ୍ଷାନୁଷ୍ଠାନ । ରାଜ୍ୟର…
ରାୟଗଡ଼ାରେ ଟ୍ରାଏଲ ରନ୍ ବେଳେ ଅଘଟଣ: ୨ ଜଣଙ୍କ ମୃତ୍ୟୁ
ରାୟଗଡ଼ା (ଆମ ଟିଭି): ଟ୍ରେନର ଟ୍ରାଏଲ ରନ୍ ବେଳେ ମାଡିଗଲା ଟ୍ରେନ୍ । ରାୟଗଡ଼ା-ଜେକେପୁର ମଧ୍ୟରେ ତୃତୀୟ ଲାଇନ୍ ନିର୍ମାଣ ପରେ ଟ୍ରାଏଲ ରନ୍ କରାଯାଉଥିଲା । ଏହି ସମୟରେ ଟ୍ରେନ୍ ମାଡିଯିବାରୁ…
ଘନ କୁହୁଡ଼ି ନେଇ ୧୨ ଜିଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଓଡ଼ିଶାରେ ଶୀତ ସାଙ୍ଗକୁ ଜାରି ରହିଛି ବର୍ଷା । ଓଡ଼ିଶା ଉପରେ ଗୁରୁଚାପ ବଳୟ ସକ୍ରିୟ ରହିଥିବାରୁ ରାଜ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହାର…
ମୟୁରଭଞ୍ଜରେ ହେବ କଳା ବାଘ ସଫାରୀ
ଭୁବନେଶ୍ୱର: ମୟୂରଭଞ୍ଜ ଜିଲାର ଶିମିଳିପାଳରେ କଳାବାଘର ସଫାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ବୁଧବାର ଘୋଷଣା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି,…
ଘାଟିରେ ଟ୍ରକ୍ ଓଲଟିବା ଘଟଣା: ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୟୁରଭଞ୍ଜ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ । ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ…
କଂଗ୍ରେସରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ
ଭୁବନେଶ୍ୱର: ବଢିଲା କଂଗ୍ରେସର ବଳ । କଂଗ୍ରେସରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ । କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବନୀପାଟଣାରେ ଆଜି ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ…
ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ: ୫ ମୃତ
ମୟୁରଭଞ୍ଜ(ଆମ ଟିଭି): ମୟୁରଭଞ୍ଜ ଦ୍ୱାରଶୁଣି ଘାଟିରୁ ଏକ ବଡ଼ ଖବର ଆସି ପହଞ୍ଚୁଛି । ଘାଟିରୁ ଖସିଲା ଯାତ୍ରାପାର୍ଟି ଟ୍ରକ । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କର ଜୀବନ ଯାଇଥିବା ବେଳେ…
ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ସୌଧର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ପୁରୀ(ଆମ ଟିଭି): ଲୋକାର୍ପିତ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂତନ ସୌଧ । ଉଦଘାଟିତ ହୋଇଛି ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ସୌଧର ଲୋକାର୍ପଣ । ଏହାକୁ ଭର୍ଚ୍ଚୁଆଲ ମୋଡରେ ଉଦଘାଟନ…
ପୁଣି ଆନ୍ଦୋଳନର ଡାକରା ଦେଲା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ
ଭୁବନେଶ୍ୱର(ଆମ ଟିଭି): ପୁଣି ରାଜରାସ୍ତାରେ ଗର୍ଜନ କରିବେ ଶିକ୍ଷକ । ପୁଣି ଥରେ ଆନ୍ଦୋଳନର ଡାକରା ଦେଲା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ । ଦାବି ପୁରଣ ନହେଲେ ଜାନୁଆରୀ ୨୯ରୁ ସାରା…
ଗଜପତିରେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ମାରାଥନ ସମୀକ୍ଷା
ଭୁବନେଶ୍ୱର(ଆମ ଟିଭି): ବର୍ତ୍ତମାନ ଜିଳ୍ଲାୱାରୀ ବୁଲି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରୁଛନ୍ତି ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡ଼ିଆନ୍ । ଏହାରି ଭିତରେ ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀର…