Browsing Category

State

ଶପଥ ନେଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ: ଶପଥ ନେଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି। ଜଷ୍ଟିସ୍ ଶିବଶଙ୍କର ମିଶ୍ର ଓ ଜଷ୍ଟିସ୍ ଆନନ୍ଦ ଚନ୍ଦ୍ର ବେହେରା ଆଜି ଶପଥ ନେଇଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଉଭୟଙ୍କୁ ଶପଥ ପାଠ…

ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ଆମ ଟିଭି): ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଏହାରି ଭିତରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଗତକାଲିର ଘୂଣ୍ଣିବଳୟ ସକ୍ରିୟ ରହିଛି ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ଆମ ଟିଭି): ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ।…

ହାତର ହାତ ଧରିଲେ ପ୍ରବୋଧ ତିର୍କି

ଭୁବନେଶ୍ୱର: ଆଜି ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କି। କଂଗ୍ରେସ ଭବନରେ ମିଶ୍ରଣ ପର୍ବରେ ଆଜି ଯୋଗ ଦେଇଛନ୍ତି । ପ୍ରବୋଧଙ୍କ…

ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୋମବାର ରାତିରେ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ । ବର୍ଷା ସହ ଘନ ଘନ ବଜ୍ରପାତ ହେବ । କିଛି ଜିଲ୍ଲାରେ…

୧୫ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଥିବା ବେଳେ ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ଏବଂ କିଛି ଜିଲ୍ଲାରେ…

ପ୍ରବଳ ବର୍ଷିବ: ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର (ଆମ ଟିଭି): ଆଜି ବି ପ୍ରବଳ ବର୍ଷିବ। ଆଜି ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ପ୍ରଭାବରେ ଆଜି…

ଅମର ରହିବେ ସୂର୍ଯ୍ୟନାରାୟଣ ପାତ୍ର

ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆଉ ଆମ ଗହଣରେ ନାହାନ୍ତି। ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ସୂର୍ଯ୍ୟଙ୍କ ପାର୍ଥିବ ଶରୀରକୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅନ୍ତିମ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କ ନୟାପଲ୍ଲୀସ୍ଥିତ ବାସଭବନକୁ…

ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ୱର:ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ…