Browsing Category
State
ପୁଣି ବାଦ ପଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ
ଭୁବନେଶ୍ୱର : ଏବର୍ଷ ବି ଗଣତନ୍ତ୍ର ଦିବସ ପରେଡ୍ ବେଳେ ଦିଲ୍ଲୀରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ। ଭାରତ ସରକାରଙ୍କ ପକ୍ଷରୁ ୧୬ ରାଜ୍ୟର ପ୍ରଜ୍ଞାପନ ମେଢ଼କୁ ଅନୁମତି ମିଳିଛି। ଏହି ୧୬…
ଖୁବ୍ ଶୀଘ୍ର ଓଡ଼ିଶାରେ ୫ଜି ସେବ, ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର : ମାସେ ଭିତରେ ଓଡ଼ିଶାକୁ ମିଳିବ 5G ସେବା। ଆସନ୍ତାବର୍ଷ ଜାନୁଆରୀ ୨୬ ପୂର୍ବରୁ ଓଡ଼ିଶାରେ 5G ସେବା ମିଳିବ। ଭୁବନେଶ୍ୱର ରେଲୱେ ଷ୍ଟେସନର ନବକଳେବର ପାଇଁ ଭୂମି ପୂଜନ…
ବିଶ୍ୱସ୍ତରୀୟ ହେବ ଭୁବନେଶ୍ୱର ରେଳ ଷ୍ଟେସନ: ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର(ଆମ ଟିଭି): ବିଶ୍ୱସ୍ତରୀୟ ହେବ ଭୁବନେଶ୍ୱର ରେଳ ଷ୍ଟେସନ । ଏଠାରେ ଜର୍ମାନୀ ଓ ଜାପାନ ଭଳି ଝଲକ ଦେଖିବାକୁ ମିଳିବ। ଏନେଇ ଟେଣ୍ଡର ହୋଇଛି, ଖୁବଶୀଘ୍ର କାମ ଆରମ୍ଭ ହେବ। ଏହି…
ଅନୁଗୁଳରେ ୨୪ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ
ଅନୁଗୁଳ(ଆମ ଟିଭି): ଆଜି ଦିନିକିଆ ଅନୁଗୁଳ ଗସ୍ତରେ ଆସି ୨୪ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୨୪୨…
ଆଜି ନନ୍ଦନକାନନ ପାଳନ କରୁଛି ୬୩ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର(ଆମ ଟିଭି): ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଜନ୍ମଦିନ । ୬୩ତମ ପ୍ରତିଷ୍ଠା ଦିବସ ପାଳୁଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ପ୍ରତିଷ୍ଠା ଦିବସରେ ଆୟୋଜିତ ହେଉଛି ବ୍ୟାପକ…
ଜାନୁଆରୀ ୨୬ପୂର୍ବରୁ ଓଡ଼ିଶାରେ ଆରମ୍ଭ ହେବ ୫ଜି ସେବା: ଅଶ୍ୱିନୀ ବୈଷ୍ଣବ
ନୂଆଦିଲ୍ଲୀ(ଆମ ଟିଭି): ୫ଜିକୁ ନେଇ ଆସିଛି ବଡ଼ ଖବର । ଜାନୁଆରୀ ୨୬ପୂର୍ବରୁ ଓଡିଶାରେ ୫ଜି ସେବା ଆରମ୍ଭ ହେବ । କେନ୍ଦ୍ର ରେଳ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଏ ନେଇ ଘୋଷଣା କରିଛନ୍ତି…
ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ୱର (ଆମ ଟିଭି): ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତ ହେଲେଣି ସବୁ ରାଜନୈତିକ ଦଳ । ଏହାରି ଭିତରେ ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ପୁରୀ ଲୋକସଭା…
ବରଗଡ଼ ଧନୁଯାତ୍ରା ଆଜିଠୁ କଂଶର ରାଜୁତି
ବରଗଡ଼ : ଆଜିଠାରୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚର ଏହି ବରଗଡ଼ ଧନୁଯାତ୍ରା ପାଇଁ ପ୍ରସ୍ତୁତି ଶେଷ ହୋଇଛି । ଏ ବର୍ଷ ହୀରକ ଜୟନ୍ତୀ ପାଳନ…
ଭୁବନେଶ୍ୱରରେ ପହଞ୍ଚିଲା ଭାରତୀୟ ପୁରୁଷ ହକି ଦଳ
ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ପୁଣି ହକି ବିଶ୍ୱକପ ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଏହାରି ଭିତରେ ଭାରତୀୟ ପୁରୁଷ ହକି ଦଳ ‘ହକି ବିଶ୍ୱକପ୍’ ପାଇଁ…
ଜୟପୁରରୁ ଭୁବନେଶ୍ୱରକୁ ଉଡ଼ିବ ଆଉ ଏକ ବିମାନ
ଭୁବନେଶ୍ୱର (ଆମ ଟିଭି): ଦକ୍ଷିଶ ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର । ଜୟପୁର ବିମାନବନ୍ଦରରୁ ଭୁବନେଶ୍ବରକୁ ଆଉ ଏକ ବିମାନ ଉଡ଼ିବ ବୋଲି ଜଣାପଡ଼ିଛି। ଯାତ୍ରୀମାନଙ୍କ ଚାହିଦା ଓ ଦାବିକୁ ନେଇ…