Browsing Category

State

ଓଡିଶାର ଯୁବକମାନେ କୋରାପୁଟର ଦେଓମାଳି ଶିଖରରେ ସତ୍ୟ ସାଇ ବାବାଙ୍କ ଶତବାର୍ଷିକୀ ଲୋଗୋ ଉନ୍ମୋଚନ କଲେ 

ଓଡିଶାର ଯୁବକମାନେ କୋରାପୁଟର ଦେଓମାଳି ଶିଖରରେ ସତ୍ୟ ସାଇ ବାବାଙ୍କ ଶତବାର୍ଷିକୀ ଲୋଗୋ ଉନ୍ମୋଚନ କଲେ ଏକ ଐତିହାସିକ ଏବଂ ଭକ୍ତିପୂର୍ଣ୍ଣ ପରିବେଶରେ, ଗତ ରବିବାର ଦିନ ରାଜ୍ୟର ସର୍ବୋଚ୍ଚ…

ଡ଼ିସେମ୍ବର ୨୪ରୁ ଆରମ୍ଭ ବରଗଡ଼ ଧନୁଯାତ୍ରା, ୧୧ଦିନ ଧରି ଚାଲିବ ଏହି ମହୋତ୍ସବ

ଭୁବନେଶ୍ୱର (ଆମ ଟିଭି): ଆସନ୍ତା ଡ଼ିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ । ଡ଼ିସେମ୍ବର ମାସ ୨୪ରୁ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ…

ଭାରତ-ଦକ୍ଷିଣ ଆଫ୍ରିକା ଆନ୍ତର୍ଜାତୀକ ଟି-୨୦ ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା ବୈଠକ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ଆମ ଟିଭି): ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମ୍‌ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଭାବେ…

ନୂଆପଡ଼ାରେ ରେକର୍ଡ ହୋଇଛି ୮୩.୪୫ ପ୍ରତିଶତ ମତଦାନ

ଭୁବନେଶ୍ୱର (ଆମ ଟିଭି): ଦେଶରେ ୬ଟି ରାଜ୍ୟରେ ହେଉଥିବା ଉପନିର୍ବାଚନ ଶେଷ ହୋଇଛି । ଇଭିଏମରେ ବନ୍ଦ ହୋଇଯାଇଛି ପ୍ରାର୍ଥୀଙ୍କ ଭାଗ୍ୟ । ଏହାରି ମଧ୍ୟରେ ନୂଆପଡ଼ା ଉପନିର୍ବାଚନରେ ରେକର୍ଡ…

ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଘନିଷ୍ଠ ସହଯୋଗୀ ଗିରଫ

ଭୁବନେଶ୍ୱର (ଆମ ଟିଭି): ବହୁଚର୍ଚ୍ଚିତ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଘନିଷ୍ଠ ସହଯୋଗୀ ଗିରଫ । ଅଭିଯୁକ୍ତ ସାଗର କୁମାର ଗୌଡ଼କୁ ବାନ୍ଧିଲା…

ଗୋଟିଏ ଦିନ ବଢିଲା ବାଲିଯାତ୍ରା

ଆଜି ସରିଥାନ୍ତା, ହେଲେ ଆଉ ଗୋଟିଏ ଦିନ ବଢିଲା। କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହୋଇଛି। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।…

ରାଜ୍ୟରେ ବଢୁଛି ଶୀତ ଲହରୀ : ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ୮.୫ ଡିଗ୍ରି ତାପମାତ୍ରା ରେକର୍ଡ

ଆଜି ସକାଳେ ଘନ କୁହୁଡ଼ିର ଧଳା ଚାଦରରେ ଘୋଡ଼େଇ ହୋଇଥିଲା କୋରାପୁଟ ଓ ସୁନ୍ଦରଗଡ଼ ସହର । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବି ଥିଲା କୁହୁଡ଼ିର ଆସ୍ତରଣ । ଏପଟେ ଆଭ୍ୟନ୍ତରୀଣ  ଓ  ଦକ୍ଷିଣ…

‘ମାଳି ପୁଟ ମେଲୋଡିଜ୍’ – ଭାରତୀୟ ପାନୋରାମା ପାଇଁ ମନୋନୀତ ଏକମାତ୍ର ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର (ଆମ ଟିଭି):  ୫୬ତମ ଅନ୍ତର୍ଜାତୀୟ ଫିଲ୍ମ ମହୋତ୍ସବ (ଆଇ.ଏଫ.ଏଫ.ଆଇ- IFFI)ର ଭାରତୀୟ ପାନୋରାମା ବିଭାଗ ପାଇଁ ଫିଚର ଫିଲ୍ମ ‘ମାଳି ପୁଟ ମେଲୋଡିଜ୍' ମନୋନୀତ ହେବା ସହିତ ଓଡ଼ିଶା…

ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାର କେନ୍ଦ୍ରାଞ୍ଚଳ ଅଞ୍ଚଳର ସବୁ ଜିଲ୍ଲାରେ ହାଇଆଲର୍ଟ, ଶ୍ରୀମନ୍ଦିର, ସୂର୍ଯ୍ୟମନ୍ଦିର ଓ…

ଭୁବନେଶ୍ୱର (ଆମ ଟିଭି): ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାର କେନ୍ଦ୍ରାଞ୍ଚଳ ଅଞ୍ଚଳର ସବୁ ଜିଲ୍ଲାରେ ଜାରି ହୋ ଇଛି ହାଇଆଲର୍ଟ । ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର…

ନୂଆପଡ଼ା ଉପନିର୍ବାଚନ ପାଇଁ ଚାଲିଛି ମତଦାନ, ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପ୍ରାୟ ଅଢେଇ ଲକ୍ଷ ଭୋଟର

ଭୁବନେଶ୍ୱର (ଆମ ଟିଭି): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଦିନ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ରାଜ୍ୟର ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ସେମାନଙ୍କ ମତାଧିକାର…